Posted inଜାତୀୟ

ଛତିଶଗଡ଼ ଏନ୍‌କାଉଣ୍ଟର: ଜଣେ ସବ୍‌ ଇନ୍ସପେକ୍ଟର ଶହୀଦ, ୪ ମାଓବାଦୀ ମୃତ

ରାଜନନ୍ଦଗାଁ,୯।୫: ଛତିଗଡ଼ର ମାଓ ପ୍ରଭାବିତ ଅଞ୍ଚଳ ରାଜନନ୍ଦଗାଁ ଜିଲାରେ ଶନିବାର ସୁରକ୍ଷା କର୍ମୀ ଓ ମାଓମାବଦୀଙ୍କ ମଧ୍ୟରେ ହୋଇଥିବା ଏନ୍‌କାଉଣ୍ଟରରେ ଜଣେ ପୋଲିସ ସବ୍‌ ଇନ୍ସପେକ୍ଟର ଶହୀଦ ହେବା ସହ ୪ ଜଣ ମାଓବାଦୀଙ୍କ ମୃତ୍ୟୁ ହୋଇଛି। ଏମାନଙ୍କ ନିକଟରୁ ଏକେ ୪୭ ରାଇଫଲ୍‌, ୧ ଏସ୍‌ଏଲ୍‌ଆର୍‌ ଅସ୍ତ୍ର, ୨ଟି ୩୧୫ ବୋର ରାଇଫଲ୍‌ ଜବତ କରାଯାଇଥିବା କହିଛନ୍ତି ରାଜନନ୍ଦଗାଁ ଏଏସ୍‌ପି ଜିଏନ୍‌ ବାଘେଲ। ମୃତ ମାଓବାଦୀଙ୍କ ମଧ୍ୟରେ ୨ ମହିଳା ରହିଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

୩ ଦିନ ପାଇଁ ବନ୍ଦ ହେଲା ସମସ୍ତ ଶିକ୍ଷାନୁଷ୍ଠାନ

ଥିରୁଭାନନ୍ତପୁରମ,୯।୩: କେରଳର ପଥନାମଥିଥ୍ଥ ଜିଲାପାଳ ସୋମବାରଠାରୁ ୩ ଦିନ ପାଇଁ ସମସ୍ତ ଶିକ୍ଷାନୁଷ୍ଠାନକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି। ପଥନାମଥିଥ୍ଥ ଜିଲାରେ ରବିବାର ୫ କରୋନା...

ଦୀପିକାଙ୍କୁ ସମ୍ମାନୀତ କରିବେ କମଳ ନାଥ ସରକାର

ଭୋପାଳ,୧୧।୧: ମଧ୍ୟପ୍ରଦେଶ ସରକାର ବଲିଉଡ୍‌ ମୁଭି ‘ଛପାକ’କୁ ଟ୍ୟାକ୍ସ ଫ୍ରି କରିବା ପରେ ଏବେ ଏହାର ଅଭିନେତ୍ରୀ ଦୀପିକା ପାଦୁକୋନଙ୍କୁ ସମ୍ମାନୀତ କରିବେ ବୋଲି କହିଛନ୍ତି।...

ଇସିଙ୍କୁ ଫେରାଦ ହେଲେ ଭାଜପା ମହିଳା ଏମ୍‌ପି

ନୂଆଦିଲ୍ଲୀ,୧୪ା୧୨(ପି.ଟି.): ବଳାତ୍କାରକୁ ରାଜନୈତିକ ଅସ୍ତ୍ର ଭାବେ ବ୍ୟବହାର କରୁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଲାଗି ସ୍ମୃତି ଇରାନୀଙ୍କ ନେତୃତ୍ୱରେ ଭାଜପା ମହିଳା...

ମାନ୍ୟତା ପାଇନଥିବା ରାଜନୈତିକ ଦଳଙ୍କ ବିରୋଧରେ ଆୟକର ଚଢ଼ାଉ…

ନୂଆଦିଲ୍ଲୀ, ୭।୯ : ମାନ୍ୟତା ପାଇନଥିବା ରାଜନୈତିକ ଦଳଙ୍କ ବିରୋଧରେ ଟିକସ ଛାଡ ମାମଲାରେ ଆୟକର ବିଭାଗ ବିଭିନ୍ନ ରାଜ୍ୟରେ ଚଢ଼ାଉ କରାଯାଇଛି। ସରକାରୀ ସୂତ୍ର...

ପେଚା ସହିତ ଟିକ୍‌ଟକ୍‌ ଭିଡ଼ିଓ କରିବା ପଡ଼ିଲା ମହଙ୍ଗା: ବନ ବିଭାଗ ପକ୍ଷରୁ ୨୫ ହଜାର ଜରିମାନା ନୋଟିସ୍‌

ଅହମଦାବାଦ୍‌,୧୫।୨: ବନ୍ୟପ୍ରାଣୀଙ୍କ ସହିତ ଟିକ୍‌ ଟିକ୍‌ ଭିଡ଼ିଓ କରିବା ଜଣେ ଯୁବତୀଙ୍କୁ ମହଙ୍ଗା ପଡ଼ିଛି। ଗୁଜରାଟର ସୁରଟରେ ବାସ କରୁଥିବା ଟିକ୍‌ଟକ୍‌ ଷ୍ଟାର କୀର୍ତ୍ତି ପଟେଲ...

ମୁମ୍ବାଇ-ଅହମଦାବାଦ୍‌-ଜୟପୁର-ଜମ୍ମୁରେ ସୂର୍ଯ୍ୟୋପରାଗ ଆରମ୍ଭ

ନୂଆଦିଲ୍ଲୀ, ୨୧।୬: ମୁମ୍ବାଇ, ଅହମଦାବାଦ୍‌, ଜୟପୁର ଏବଂ ଜମ୍ମୁରେ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଛି। ପୂର୍ବାହ୍ନ ୧୦ଟା ୧ରେ ମୁମ୍ବାଇର ପୁଣେରେ ସୂର୍ଯ୍ୟୋପରାଗ ଆରମ୍ଭ ହୋଇଥିବାବେଳେ ଅହମଦାବାଦରେ...

ବାଲାକୋଟ ଆକ୍ରମଣରେ କୌଣସି ପାକିସ୍ତାନ ସେନା ଅବା ନାଗରିକଙ୍କ ମୃତ୍ୟୁ ହୋଇନାହିଁ: ସୁଷମା

ଅହମ୍ମଦାବାଦ,୧୯।୪: ପାକିସ୍ତାନର ବାଲାକୋଟରେ ଭାରତୀୟ ସେନା ପକ୍ଷରୁ ହୋଇଥିବା ବିମାନ ଆକ୍ରମଣରେ କୌଣସି ପାକିସ୍ତାନ ଯବାନ ଅବା ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇ ନ ଥିବା...

ସାଇରସ୍‌ ମିସ୍ତ୍ରୀଙ୍କ ନିଧନ ପରେ ସଂକଳ୍ପ ନେଲେ ଆନନ୍ଦ ମହିନ୍ଦ୍ରା: କହିଲେ, ଏହା ସମସ୍ତଙ୍କ ପାଇଁ ଜରୁରୀ

ନୂଆଦିଲ୍ଲୀ,୬।୯: ଟାଟା ସନ୍ସର ପୂର୍ବତନ ଚେୟାରମେନ ସାଇରସ୍‌ ମିସ୍ତ୍ରୀଙ୍କ ରବିବାର ସଡ଼କ ଦୁର୍ଘଟଣାରେ ଦେହାନ୍ତ ହୋଇଛି। ଘଟଣାସ୍ଥଳର ଯାଞ୍ଚ ସମୟରେ ଜଣାପଡ଼ିଛି ଯେ, ସାଇରସ୍‌ ପଛରେ...

Advertisement
Archives

Model This Week