ଛତିଶଗଡ଼ ପୋଲିସର ଦାଦାଗିରି ଅଭିଯୋଗ: ଧାରଣାରେ ବସିଲେ ସୀମାନ୍ତବାସୀ

ଲଖନପୁର,୧୧।୧୨(ଡି.ଏନ୍‌.ଏ): ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ ସୀମାନ୍ତବର୍ତ୍ତୀ କନକତୋର ବାବୁଖାରୀ ନିକଟରୁ ଗତ ଶନିବାର ଛତିଶଗଡ଼ ପୋଲିସ ବଳପୂର୍ବକ ଏକ ଧାନ ବୋଝେଇ ଗାଡ଼ି ସହ ମନୋଜ ମେହେର ନାମକ ଜଣେ ଭାଗ ଚାଷୀଙ୍କୁ ରାୟଗଡ ଝୁଟମିଲ ଥାନାକୁ ଉଠାଇ ନେଇଥିଲେ । ଏହା ଛତିଶଗଡ଼ ପୋଲିସର ଦାଦାଗିରି ବୋଲି ସୀମାନ୍ତବାସୀ ଅଭିଯୋଗ କରିଛନ୍ତି। ଏ ନେଇ ସୀମାନ୍ତବାସୀ ବୁଧବାର ପୂର୍ବାହ୍ନରେ ଏକତାଳ ରାସ୍ତାକୁ ଅବରୋଧ କରି ଧାରଣାରେ ବସିଛନ୍ତି । ଫଳରେ ରାସ୍ତାରେ ଯାନବାହନ ଅଟକି ରହିଛି। ଛତିଶଗଡ଼ ପୋଲିସ ଧାନ ବୋଝେଇ ଗାଡ଼ି ନ ଛାଡିଲେ ଛତିଶଗଡ଼ ଗାଡ଼ିକୁ ଓଡ଼ିଶାରେ ପ୍ରବେଶ କରାଇ ଦିଆଯିବନାହିଁ ବୋଲି ଆନ୍ଦୋଳନକାରୀମାନେ ଚେତାବନୀ ଦେଇଛନ୍ତି । ସୀମାନ୍ତବର୍ତ୍ତୀ ଚାଷୀଙ୍କ ଏଭଳି ଆନ୍ଦୋଳନକୁ ସମର୍ଥନ ଜଣାଇ ଭାଜପା ନେତୃବୃନ୍ଦ ମାନେ ଧାରଣାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କ୍ଷୀର ବିକ୍ରି କରି ଫେରୁଥିବା ବେଳେ ଧକ୍କା ଦେଇଥିଲା ବୁଲେଟ୍, ଚାଲିଗଲା ବୃଦ୍ଧଙ୍କ ଜୀବନ

ଦିଗପହଣ୍ଡି,୩୧।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମ ମା ‘ ତାରିଣୀ ମନ୍ଦିର ନିକଟ ରାସ୍ତାରେ ଗତ ଶୁକ୍ରବାର ସକାଳେ ବୁଲେଟ-ବାଇକ ଭିତରେ…

IPL-2026 ଫାଇନାଲ୍‌ରେ ଟସ୍‌ ଜିତିଲା RCB

ଅହମଦାବାଦ,୩୧।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(IPL) ୨୦୨୬ର ଫାଇନାଲ ମ୍ୟାଚ୍‌ ରବିବାର ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯାଉଛି। ଫାଇନାଲ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଟସ୍‌…

ବିଧାୟକଙ୍କୁ ପରିଗଣନା ଫର୍ମ ବାଣ୍ଟିଲେ ଭଞ୍ଜନଗର ଉପଜିଲାପାଳ, ବିଏଲଓମାନଙ୍କୁ ଦେଲେ ଏହି ନିର୍ଦ୍ଦେଶ

ଭଞ୍ଜନଗର,୩୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଏସ ଆଇ ଆର କାର୍ଯ୍ୟ ଶନିବାର ଠାରୁ ଆରମ୍ଭ ହୋଇଯାଇଛି । ରବିବାର ଭଞ୍ଜନଗର ଉପଜିଲାପାଳ ଉମା ଶଙ୍କର…

କେସିଙ୍ଗାରେ ଦଶମ-ଦ୍ୱାଦଶ ପରୀକ୍ଷାରେ ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

କେସିଙ୍ଗା,୩୧ା୫(ତୁମେଶ୍ୱର ସାହୁ ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧିନସ୍ଥ ଯୋଲକୋ ସ୍ଥିତ ବୌଦ୍ଧ ମଣ୍ଡପ ଠାରେ ଚଳିତ ଦଶମ ଓ ଦ୍ୱାଦଶ ପରୀକ୍ଷାରେ ୮୦ ପ୍ରତିଶତରୁ…

ଯୁବକଙ୍କ ଉପରେ ଚଢ଼ିଗଲା ହାଇଓ୍ବା; ଯୁବକ ମୃତ, ଘଟଣାସ୍ଥଳରେ ଚାପା ଉତ୍ତେଜନା

ବାଙ୍କୀ,୩୧ା୫(ଶୁଭେନ୍ଦୁ ମହାପାତ୍ର): କଟକ ଜିଲା ବାଙ୍କୀ ଉପଖଣ୍ଡ ବୈଦେସ୍ଵର ଥାନା ଅନ୍ତର୍ଗତ ଖଳିପଲ୍ଲୀ ମୁଖ୍ୟ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଯାଇଛି । ଶନିବାର ବିଳମ୍ବିତ ରାତିରେ ଏକ…

ରାଉତିଆ ସମାଜକୁ ଅନୁସୂଚିତ ଜନଜାତି ମାନ୍ୟତା ଦାବି ତେଜିଲା

କୁତ୍ରା,୩୧ା୫(ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅଧୀନ କଟଙ୍ଗଝରିଆ ଗ୍ରାମରେ ରବିବାର ଅଖିଳ ଭାରତୀୟ ରାଉତିଆ ସମାଜର ଏକ ରାଜ୍ୟସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ବୈଠକରେ…

କାଳବୈଶାଖୀ ପ୍ରଭାବ: ୨୪ ଘଣ୍ଟା ପରେ ବି ଅନ୍ଧାରରେ ଦାରିଙ୍ଗବାଡ଼ି, କରେଣ୍ଟ୍‌ ଗଲେ ବିଏସ୍‌ଏନଏଲ୍‌ ସେବା ଅଚଳ

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲାରେ ଗତ କିଛିଦିନ ହେଲା କାଳବୈଶାଖୀର ପ୍ରଭାବରେ ଅଞ୍ଚଳ ପ୍ରଭାବିତ ହେଉଛି। ଚଳିତ ସପ୍ତାହରେ ଦୁଇଥର ଜିଲାରେ ବିଦ୍ୟୁତ ସେବା ସମ୍ପୂର୍ଣ୍ଣ ଅଚଳ…

ଗୋଟିଏ ଦିନରେ ୧୨ ଅଟୋ ଜବତ କଲା ପୋଲିସ, ଏକାଧିକ ମାମଲା ରୁଜୁ କରି…

ଦାରିଙ୍ଗବାଡ଼ି,୩୧ା୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପୋଲିସ ଏବେ ଆକ୍ସନ ମୋଡ୍‌ରେ ରହିଛି। ଗୋଟିଏ ଦିନରେ ରବିବାର ୧୨ଟି ଯାତ୍ରୀବାହୀ ଅଟୋ ଉପରେ ନେଇଛି ଦୃଢ଼ କାର୍ଯ୍ୟାନୁଷ୍ଠାନ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri