ଛତିଶଗଡ଼ ଫେରିଯିବାକୁ ଜିଲାପାଳଙ୍କୁ ଆକୁଳ ନିବେଦନ କଲେ ଶ୍ରମିକ

ରାଜନଗର,୧୭ା୫(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ହାତିନା ଗ୍ରାମରେ ଇଟା ନିର୍ମାଣ ପାଇଁ ସୁଦୂର ଛତିଶଗଡ଼ ଚୁରେନ୍ଦ୍ରା ଜିଲାରେ ରାଜକୁମାର ବିଶ୍ୱକର୍ମା, ଲୀଳାବାଇ ଚୌହାନ୍‌, ସଂଗଲାଲ୍‌ ଚୌହାନ୍‌, ଛୋଟଲାଲ ଚୌହାନ୍‌, ମୁରଲୀଧର ଚୌହାନ୍‌, ଗାର୍ଗୀ ଚୌହାନ ପ୍ରମୁଖ ପିଲାଛୁଆ ଧରି ଲକ୍‌ଡାଉନ୍‌ଠାରୁ ଗୋଟିଏ ଜାଗାରେ ରହଛନ୍ତି। ହାତିନା ପଞ୍ଚାୟତ ପକ୍ଷରୁ ସେମାନଙ୍କୁ ଦୁଇଓଳି ଖାଇବାକୁ ଦିଆଯାଉଛି। କାମ ବନ୍ଦ ଯୋଗୁ ଆଗକୁ ଚଳିବା ସମ୍ଭବ ନୁହେଁ। ଏବେ ସେମାନେ ନିଜ ରାଜ୍ୟକୁ ଫେରିବାକୁ ଚାହୁଁଛନ୍ତି। କେନ୍ଦ୍ରାପଡ଼ା ଜିଲାପାଳ ସେମାନଙ୍କୁ ଯିବା ପାଇଁ ଅନୁମତି ଦେବାକୁ ଆକୁଳ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଲ ଭିତରକୁ ଓଲଟିଲା ବସ୍‌, ଭିତରେ ଥିଲେ ୫୦ ଯାତ୍ରୀ, ଆର୍ତ୍ତ ଚିତ୍କାର ଶୁଣି…

ନବରଙ୍ଗପୁର,୨୩ା୭(ସଦାଶିବ ପ୍ରହରାଜ): ୫୦ ଯାତ୍ରୀ ଥିବା ଏକ ବସ୍‌ ଗୁରୁବାର ଭାରସାମ୍ୟ ହରାଇ ରାସ୍ତାକଡ଼ରେ ଥିବା ବିଲ ମଧ୍ୟକୁ ଓଲଟି ପଡ଼ିଛି। ଫଳରେ ୧୫ରୁ ଅଧିକ ଯାତ୍ରୀ…

ସରକାରୀ ଔଷଧ ଗୋଦାମ ପାର୍ଶ୍ଵରେ ପଡ଼ିଛି କୁଢ଼ କୁଢ଼ ଔଷଧ, ଏକ୍ସପାୟାରି…

ମୋହନା,୨୩।୭(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରର ଗୋଦାମ ଗୃହ ପାର୍ଶ୍ୱରେ ଥିବା ସରକାରୀ ପରିତ୍ୟକ୍ତ ଘର ଓ ବାହାରେ କୁଢ଼ କୁଢ଼ ଔଷଧ…

ଘରୁ ବଡ଼ ଧରଣର ଲୁଟ୍, ଶୋଇଥିବା ବେଳେ ଲୁଟିନେଲେ ୨୦ଲକ୍ଷ….

ଖଇରା,୨୩।୭(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅନ୍ତର୍ଗତ କୁରୁଣ୍ଟା ପଞ୍ଚାୟତ ଅଧୀନ ବାରିଙ୍ଗିଆ ଗ୍ରାମରେ ବଡ଼ ଧରଣର ଲୁଟ ହୋଇଥିବା ନେଇ ଅଭିଯୋଗ ହୋଇଛି ।…

ସରପଞ୍ଚ-ସମିତିସଭ୍ୟଙ୍କ ତୁ ତୁ ମେ ମେ, ଦୁର୍ଦ୍ଦଶା ଭୋଗୁଛନ୍ତି ଲୋକେ

ରିଷିଡ଼ା,୨୩ା୭(ସୁଶାନ୍ତ ମଲ୍ଲିକ): ରାସ୍ତା କାମ କରିବା ପାଇଁ ଜନପ୍ରତିନିଧି ସରପଞ୍ଚ ଓ ସମିତିସଭ୍ୟଙ୍କ ଭିତରେ ତୁ ତୁ ମେ ମେ ଯୋଗୁ ଦେଢ଼ମାସ ହେଲା ରାସ୍ତା କାମ…

ଜୀବନକାଳ ଭିତରେ ସୁନ୍ଦରୀ ଗ୍ରହଣ କରି ନ ଥିଲେ ସରକାରଙ୍କ ଭତ୍ତା ଟଙ୍କା, ଦେହାନ୍ତ ପରେ ଅଞ୍ଚଳବାସୀ…

ମହାକାଳପଡ଼ା,୨୩ା୭(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଧରିତ୍ରୀ ଖବରଦାତା ପ୍ରତାପ ଚନ୍ଦ୍ର ସ୍ବାଇଁଙ୍କ ମା’ ସୁନ୍ଦରୀ ସ୍ବାଇଁ(୯୬) ଙ୍କର ମଙ୍ଗଳବାର ବାରଡ଼ାଙ୍ଗସ୍ଥିତ ବାସଭବନରେ ରାତି…

ଆଜି ବରଗଡ଼ରେ ଉପମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟକ୍ରମ: ତା’ ପୂର୍ବରୁ ଚାଷୀନେତାଙ୍କୁ ଉଠାଇ ନେଲା ପୋଲିସ

ବରଗଡ଼,୨୩।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଗସ୍ତରେ ଗୁରୁବାର ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତିମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଆସୁଛନ୍ତି । ଜିଲାର ଅତାବିରା ବ୍ଲକ ଅନ୍ତର୍ଗତ…

ଆଜି ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଗୁଣ୍ଡିଚା ମନ୍ଦିରରେ ଦର୍ଶନ, ବାହୁଡ଼ା-ସୁନାବେଶ ପାଇଁ ଜାଣି ରଖନ୍ତୁ ଟ୍ରାଫିକ୍‌ କଟକଣା…

ପୁରୀ,୨୩ା୭(ଅଜିତ୍‌ କୁମାର ମହାନ୍ତି): ଗୁରୁବାର ଗୁଣ୍ଡିଚା ମନ୍ଦିରରେ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚାଲିବ ଦର୍ଶନ। ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ପ୍ରବଳ ଭିଡ଼ ଲାଗିରହିଛି।। ସନ୍ଧ୍ୟା…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri