ଛତିଶଗଡ଼ ସୀମାନ୍ତ ରାସ୍ତାକୁ ସିଲ୍‌ କଲେ ଗ୍ରାମବାସୀ

ବରଗଡ଼ ଅଫିସ୍‌,୩୦।୩-କରୋନା ସଂକ୍ରମଣକୁ ପ୍ରତିହତ ଉଦ୍ଦେଶ୍ୟରେ ସାମାଜିକ ଦୂରତା ବଜାୟ ରଖିବାରେ ଜନ ଚେତନା ବଢ଼ିବାରେ ଲାଗିଛି । ଏହି କ୍ରମରେ ବାହ୍ୟ ଅଞ୍ଚଳରୁ ନିଜ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଗୁଡ଼ିକରେ ପ୍ରବେଶ ଅବରୋଧ କରୁଛନ୍ତି । ସୋମବାର ବରଗଡ଼ ଜିଲା ଝାରବନ୍ଧ ଅଞ୍ଚଳର ଲୋକେ ପଡ଼ୋଶୀ ଛତିଶଗଡ଼ରୁ ନିଜ ଅଞ୍ଚଳକୁ ସଂଯୋଗ କରୁଥିବା ଝାରବନ୍ଧ-ବସନା, ଝାରବନ୍ଧ-ଶଙ୍କରା ଆଦି ରାସ୍ତାକୁ ପୋଲିସ ଉପସ୍ଥିତିରେ ସିଲ୍‌ କରିଛନ୍ତି । ଅନୁରୂପ ଭାବେ ଏହା ପୂର୍ବରୁ ଜିଲାର ପାଲି ବୁଗବୁଗା, ପଲସାପାଲି, ଗୁର୍ଖାପାଲି, ଗମ୍ଭାରୀପାଲି, ଉଦେପୁର ଆଦି ଗ୍ରାମର ଗ୍ରାମବାସୀ ନିଜ ଗାଁ ମୁଣ୍ଡରେ ବହିରାଗତଙ୍କ ପାଇଁ ପ୍ରବେଶ ଅବରୋଧ କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବେତନଟୀ ବିଜ୍ଞାପିତ ଅଞ୍ଚଳ ହେବା ନେଇ ଆଶା ସଞ୍ଚାର, ଉପଜିଲାପାଳଙ୍କୁ ମଗାଗଲା ତଥ୍ୟ

ବାରିପଦା ଅଫିସ,୧୯।୮- ଆୟତନ ଓ ଜନସଂଖ୍ୟା ହିସାବରେ ମୟୂରଭଞ୍ଜ ରାଜ୍ୟର ସର୍ବ ବୃହତ। ଏହି ଜିଲାରେ ୨୬ ଟି ବ୍ଲକ ଥିବା ବେଳେ ଦୁଇଟି ପୌରାଞ୍ଚଳ...

୨୦ ବର୍ଷରେ ଲକ୍ଷେ ଗଛ ବଳି

ଭଦ୍ରକ ଅଫିସ,୨୭।୮-ଅମ୍ଳଜାନର ଘୋର ଅଭାବ ପରିଲକ୍ଷିତ ହେଉଛି। ଏଣୁ ଚାରାରୋପଣ ଉପରେ ସମସ୍ତେ ଗୁରୁତ୍ୱ ଦେଇ ଆସୁଛନ୍ତି। ଏଭଳି ସ୍ଥିତିରେ ଭଦ୍ରକ ଜିଲାରେ ସମୁଦ୍ର କୂଳଠାରୁ...

ଖୁଣ୍ଟା ବ୍ଲକରେ ବର୍ଷାଭାବ : ଚାଷ କାମ ବିଳମ୍ବ, ଚିନ୍ତାରେ ଚାଷୀ

ଖୁଣ୍ଟା ,୫ା୮(ଡି.ଏନ୍‌.ଏ.): କେବଳ ବର୍ଷା ପାଣି ଉପରେ ନିର୍ଭର କରି ଖରିଫ ଋତୁରେ ଧାନ ଚାଷ କରି ଆସୁଥିବା ଖୁଣ୍ଟା ବ୍ଲକର ଚାଷୀ ଏବେ ଚିନ୍ତାରେ...

ଶ୍ରୀମନ୍ଦିରରେ ପାନ, ଗୁଟୁଖା ବ୍ୟାନ ନିୟମ ଲାଗୁ: ପ୍ରଥମ ଦିନରେ ଧରାପଡି ଜରିମାନେ ଦେଲେ ୪ଜଣ

ପୁରୀ ଅଫିସ, ୧ା୮: ଏଣିକି ପାନ, ଗୁଟୁଖା ଖାଇ କେହି ଶ୍ରୀମନ୍ଦିରକୁ କେହି ପ୍ରବେଶ କରିପାରିବେ ନାହିଁ। ସେବାୟତ ହୁଅନ୍ତୁ ଅବା ଭକ୍ତ କିମ୍ବା କର୍ମଚାରୀ...

କନ୍ୟାକୁମାରୀରୁ କଟକ: ଏକତାର ମନ୍ତ୍ର ନେଇ ଥଙ୍ଗାରାଜାଙ୍କ ଦେଶ ପରିକ୍ରମା

କଟକ ଅଫିସ, ୩୦ା୧୧: ପଙ୍ଗୁ ଲଙ୍ଘୟତେ ଗିରି। ସଂସ୍କୃତରେ ଥିବା ଏହି ଶ୍ଳୋକକୁ ପ୍ରମାଣିତ କରିଛନ୍ତି କନ୍ୟାକୁମାରୀର ଆର୍‌. ଥଙ୍ଗାରାଜା(୪୦)। ଦୁଇଟି ଗୋଡ଼ ଅକର୍ମଣ୍ୟ ହୋଇଥିଲେ...

ପ୍ରଥମ କାମାକ୍ଷାନଗର ମହୋତ୍ସବ ଆରମ୍ଭ

କାମାକ୍ଷାନଗର, ୯।୨(ଡି.ଏନ୍‌.ଏ.): ଗ୍ରାମାଞ୍ଚଳରେ ରହୁଥିବା ଲୋକେ ମନୋରଞ୍ଜନ ପାଇଁ ସୁଯୋଗ ଖୋଜୁଥାଆନ୍ତି। ପ୍ରଥମଥର ଆୟୋଜିତ କାମାକ୍ଷାନଗର ମହୋତ୍ସବ ଉପଖଣ୍ଡ ଅଞ୍ଚଳବାସୀଙ୍କ ଏହି ଆଶା ପୂରଣ କରିବ...

ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ

ପୁରୀ ଅଫିସ,୩୦।୧୧: ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ମଙ୍ଗଳବାର ରତ୍ନସିଂହାସନରେ ମହାପ୍ରଭୁଙ୍କ ସୁନାବେଶ ତଥା ରାଜରାଜେଶ୍ୱର ବେଶ ଅନୁଷ୍ଠିତ ହୋଇଛି। ଅବକାଶ ନୀତି ପରେ ଦାରୁଦିଅଙ୍କୁ...

ପୁଅ ନେଲା ବାପର ଜୀବନ

ଜୟପୁର, ୩୧ା୧୨(ନି.ପ୍ର.): କୋରାପୁଟ ଜିଲା ଜୟପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ପୁଅର ଛୁରାମାଡ଼ରେ ବାପାଙ୍କ ଜୀବନ ଯାଇଛି। ମୃତକ ହେଉଛନ୍ତି ନୂଆସାହିର ଅମିର ନାଗ...

Advertisement
Archives

Model This Week