ଛତିଶା ନିଯୋଗ ବୈଠକ: ହବିଷିଆଳିଙ୍କୁ ଠିକ୍‌ ସମୟରେ ମିଳିବ ମହାପ୍ରସାଦ

ପୁରୀ ଅଫିସ, ୪ା୧୦: ବିଗତ ବର୍ଷ ସରକାରଙ୍କ ହବିଷିଆଳି ଯୋଜନାରେ ରହିଥିବା ହବିଷିଆଳିଙ୍କୁ ମହାପ୍ରସାଦ ଦେବାରେ ଅନେକଥର ବିଳମ୍ବ ହୋଇଛି। ତେଣୁ ଏ ବର୍ଷ ଯେପରି ଏହାର ପୁନରାବୃତ୍ତି ନ ହେବ ତାହା ଉପରେ ଗୁରୁତ୍ୱ ଦେଇଛି ଜିଲା ପ୍ରଶାସନ। ଶ୍ରୀମନ୍ଦିରରେ ହବିଷିଆଳିମାନେ କିପରି ଭଲ ଭାବେ ଠାକୁରଙ୍କୁ ଦର୍ଶନ କରିପାରିବେ ଏବଂ ଠିକ୍‌ ସମୟରେ ମହାପ୍ରସାଦ ସେବନ କରିବେ ତାହା ଉପରେ ସ୍ବତନ୍ତ୍ର ଭାବେ ଧ୍ୟାନ ଦିଆଯିବ ବୋଲି ଶୁକ୍ରବାର ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅନୁଷ୍ଠିତ ଛତିଶା ନିଯୋଗ ବୈଠକରେ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସରିଲା କୁମ୍ଭୀର ଗଣନା: ଆଖପାଖ ପୋଖରୀ ସହ ଘୋଡ଼ାହାଡ଼ ଡ୍ୟାମରେ ୬୫ କୁମ୍ଭୀର ଚିହ୍ନଟ

ଦିଗପହଣ୍ଡି, ୧୦।୧(ଡି.ଏନ୍‌.ଏ.)- ଦିଗପହଣ୍ଡି ବ୍ଲକ ଘୋଡ଼ା ହାଡ଼ ଡ଼୍ୟାମ ସମେତ ଆଖପାଖ ପୋଖରୀରେ ଶୁକ୍ରବାର ବନବିଭାଗ ପକ୍ଷରୁ କୁମ୍ଭୀର ଗଣନା ସରିଛି। ଗତ ବର୍ଷ ଡ଼୍ୟାମରେ...

ରୋଗୀ ନେଇ ଯାଉଥିବା ଆମ୍ବୁଲାନ୍ସ ପଶିଗଲା ଖାଲରେ

ଗଞ୍ଜାମ,୨୭ା୧୦(ଡି.ଏନ୍‌.ଏ.): ମଙ୍ଗଳବାର ବିଳମ୍ବିତ ରାତିରେ ଗୋଟିଏ ୧୦୮ ଆମ୍ବୁଲାନ୍ସ ରାସ୍ତା ପାର୍ଶ୍ୱ ଖାଲରେ ପଶି ଯାଇଥିଲା। ଡ୍ରାଇଭରଙ୍କ ବେପରୁଆ ଗାଡ଼ି ଚାଳନା ଯୋଗୁ ଏହି ଦୁର୍ଘଟଣା...

ଦୁଇଦିନ ପରେ ‘ଫନୀ’କୁ ପୁରିବ ବର୍ଷେ: ଏବେ ଯାଏ ଭରିନାହିଁ କ୍ଷତ

ଭୁବନେଶ୍ୱର,୧।୫(ବ୍ୟୁରୋ): ବାତ୍ୟା ‘ଫନୀ’କୁ ବର୍ଷେ ପୁରିବାକୁ ଆଉ ଦୁଇ ଦିନ ବାକି। ୨୦୧୯ ମେ’ ୩ ତାରିଖରେ ଓଡ଼ିଶା ଉପକୂଳରେ ମାଡ଼ ହୋଇଥିଲା ଏହି ସାମୁଦ୍ରିକ...

ଗୁହାଳ ନିର୍ମାଣ ବିଲ୍‌ ପାଉନାହାନ୍ତି ହିତାଧିକାରୀ

ଯାଜପୁର ଅଫିସ,୧୬ା୯:ମହାମତ୍ା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା(ଏମଜିଏନ୍‌ଆରଇଜିଏସ୍‌)ରେ ହିତାଧିକାରୀଙ୍କୁ ବର୍ଷକୁ ୧୦୦ଦିନର କାମ ଯୋଗାଇ ଦେବାକୁ ନିର୍ଦ୍ଧାରଣ କରାଯାଇଛି। କିନ୍ତୁ କେତେକ...

CORONAVIRUS UPDATE: ରାଜ୍ୟରେ ୨୨୭୫ ନୂଆ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୨୭୫ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫୬୯୩୭କୁ ବୃଦ୍ଧି ପାଇଥିବା ରାଜ୍ୟ...

ଇନ୍‌ଫର୍ମର ସନ୍ଦେହରେ ୨ ଜଣଙ୍କୁ ହତ୍ୟା କଲେ ମାଓବାଦୀ

ମାଲକାନଗିରି,୧୮।୭(ଡି.ଏନ୍‌.ଏ.): ମାଲକାନଗିରି ସୀମାନ୍ତ ଆନ୍ଧ୍ରପ୍ରଦେଶ ବିଶାଖାପାଟଣା ଜିଲା ଅନ୍ତର୍ଗତ ଚିନ୍ତାପାଲ୍ଲୀ ମଣ୍ଡଳର ଭୀରାଭରମ ଗ୍ରାମର ୨ ଜଣଙ୍କୁ ମାଓବାଦୀମାନେ ପୋଲିସ ଇନ୍‌ଫର୍ମର ସନ୍ଦେହରେ ହତ୍ୟା କରିଛନ୍ତି।...

ରେଙ୍ଗାଳିରୁ ଛଡ଼ାଗଲା ବର୍ଷର ପ୍ରଥମ ବନ୍ୟାଜଳ

କଣିହା,୨୨।୮(ଡି.ଏନ୍‌.ଏ.): ଅନୁଗୋଳ ରେଙ୍ଗାଳି ଡ୍ୟାମରୁ ବର୍ଷର ପ୍ରଥମ ବନ୍ୟାଜଳ ସୋମବାର ଛଡ଼ାଯାଇଛି। ଡ୍ୟାମର କେବଳ ଗୋଟିଏ ଗେଟ (୮ ନଂ.)ଖୋଲା ଯାଇଛି । ୮ ନମ୍ବର...

ଲିଙ୍ଗରାଜ ମନ୍ଦିର ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା

ଭୁବନେଶ୍ୱର,୧୩।୧୨(ବ୍ୟୁରୋ):ପୁରୀ ପରେ ରାଜ୍ୟ ସରକାର ଭୁବନେଶ୍ୱର ଏକାମ୍ର କ୍ଷେତ୍ରର ବିକାଶ ପାଇଁ ଅଣ୍ଟା ଭିଡିଛନ୍ତି। ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ୱ ବିକାଶ କରିବା ପାଇଁ ରାଜ୍ୟ ସରକାର...

Advertisement
Archives

Model This Week