ଛତ୍ରପୁରରେ କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁର କଲେ ସରକାର

ଛତ୍ରପୁର,୧୬।୬(ଡି.ଏନ.ଏ)-ଗଞ୍ଜାମ ଜ଼ିଲା ଛତ୍ରପୁର ତହସିଲ ଅଧୀନ ଆର୍ଯ୍ୟପଲି ମୋଜାରେ କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ୧୦ ଏକର ଜମି ଲିଜ୍‌ ମଞ୍ଜୁୁର କରାଯାଇଛି। ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଏହି ଲିଜ ନୂଆଦିଲ୍ଲୀ ସ୍ଥିତ କେନ୍ଦ୍ରୀୟ ବିଦ୍ୟାଳୟ ସଂଗଠନ ନାଁରେ ମଞ୍ଜୁର କରିଛି। କେନ୍ଦ୍ରୀୟ ବିଦ୍ୟାଳୟର ନୂତନ ବିଲଡିଂ ନିର୍ମାଣ ପର୍ଯ୍ୟନ୍ତ ଛତ୍ରପୁର ଅନସ୍ଲୋ ସରକାରୀ ହାଇସ୍କୁଲର ଏକ କୋଠାରେ ଅସ୍ଥାୟୀ କ୍ୟାମ୍ପସ ରେ କେନ୍ଦ୍ରୀୟ ବିଦ୍ୟାଳୟ ଚାଲିବ। ଏଥିପାଇଁ ପୂର୍ବରୁ ରାଜ୍ୟ ସ୍କୁଲ ଓ ଗଣଶିକ୍ଷା ବିଭାଗ ଅନୁମତି ଦେଇସାରିଛନ୍ତି। ଏହା ସ୍ବାଗତଯୋଗ୍ୟ ପଦକ୍ଷେପ। ଛତ୍ରପୁର ପାଇଁ ଭଲ ଖବର। ଛତ୍ରପୁର ଓକିଲ ସଂଘ, ପ୍ରେସ କ୍ଲବ, ୟୁନାଇଟେଡ଼ ସିଟିଜେନ ଫୋରମ, ଛତ୍ରପୁର ନାଗରିକ କମିଟି, ସ୍ଥାନୀୟ ଏମପି, ବିଧାୟକ, ଜ଼ିଲା ପ୍ରଶାସନ ର ଉଦ୍ୟମ ଯୋଗୁ ଏହା ସଫଳ ହୋଇଥିବା ଓକିଲ ସଂଘର ପୂର୍ବତନ ସଭାପତି ତଥା ୟୁନାଇଟେଡ଼ ସିଟିଜେନ ଫୋରମର ଆବାହକ କେ ଶିବରାମ ରେଡ୍ଡୀ କହିଛନ୍ତି। କେନ୍ଦ୍ର ସରକାର ଛତ୍ରପୁର କେନ୍ଦ୍ରୀୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁରୀ ଦେଇଥିବାରୁ ଭାଜପା ନେତା ତଥା ଓକିଲ ପ୍ରଦୀପ ପାଢ଼ୀ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

ନିମ୍ନମାନର ମଧ୍ୟାହ୍ନଭୋଜନ ନେଇ ସ୍କୁଲ ପାଚେରି ଡେଇଁ ସରପଞ୍ଚଙ୍କ ପାଖେ ପହଞ୍ଚିଲେ ପିଲା, ପରେ…

ଦିଗପହଣ୍ଡି, ୫ା୧୨(ଅଶେଷ ନାଥ ମିଶ୍ର):ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ୍‌ କଉଡ଼ିଆ ଗ୍ରାମ ୫-ଟି ନୋଡାଲ ହାଇସ୍କୁଲରେ ନିମ୍ନମାନର ମଧ୍ୟାହ୍ନ ଭୋଜନକୁ ଶୁକ୍ରବାର ଛାତ୍ରୀଛାତ୍ରମାନେ ବର୍ଜନ କରିଛନ୍ତି।...

ଅମ୍ଳଯୁକ୍ତ ମାଟିକୁ କିପରି କରିବେ ଉର୍ବର, କେମିତି ବଢ଼ିବ ଉତ୍ପାଦନ

ଭଞ୍ଜନଗର,୫।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ବିଶ୍ବ ମୂର୍ତ୍ତିକା ଦିବସ ପାଳିତ ହୋଇଯାଇଛି। ରାଜ୍ୟରେ ୬୫ ପ୍ରତିଶତ ଚାଷ ଜମି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri