ଛତ୍ରପୁରରେ ରେଳ ସମସ୍ୟା : ଡିଆରଏମ୍‌ଙ୍କୁ ଭେଟିଲେ ବିଧାୟକ

ଛତ୍ରପୁର,୫ା୧୧(ଡି.ଏନ.ଏ.)-ଛତ୍ରପୁର ନିର୍ବାଚନମଣ୍ଡଳୀରେ ବିଭିନ୍ନ ରେଳ ସମସ୍ୟା ନେଇ ସ୍ଥାନୀୟ ବିଧାୟକ ସୁବାସଚନ୍ଦ୍ର ବେହେରା ସୋମବାର ଖୋର୍ଦ୍ଧା ଡିଆରଏମ୍‌ ଶଶିକାନ୍ତ ସିଂଙ୍କ ସହ ଆଲୋଚନା କରିଛନ୍ତିି ା ଏଥିସହ ଏକ ସ୍ମାରକପତ୍ର ଡିଆରଏମ୍‌ଙ୍କୁ ପ୍ରଦାନ କରାଯାଇଥିଲା ା ଛତ୍ରପୁର ରେଡ୍ଡୀସାହି ନିକଟ ରେଳବାଇ ଫାଟକ-୨୯୧କୁ ପୁନଃ ଖୋଲିବା, ନରସିଂହପୁର ପାସେଞ୍ଜର ହଲ୍ଟକୁ ପୁଣି କାର୍ଯ୍ୟକ୍ଷମ କରି ଟ୍ରେନ୍‌ ରହଣି, ରମ୍ଭା ଷ୍ଟେଶନରେ ଅଧିକ ଏକ୍ସପ୍ରେସ ଟ୍ରେନ୍‌ ରହଣି। ଛତ୍ରପୁର ଷ୍ଟେଶନର ଉନ୍ନତୀକରଣ ଆଦି ଦାବି ରହିଛି ା ଏହି ଆଲୋଚନା ବେଳେ ଜି. ପାପା ରାଓ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡକାୟତି ଯୋଜନା ବିଫଳ: ଗ୍ୟାଙ୍ଗର ୫ ଗିରଫ, ପିସ୍ତଲ, ବୋମା ଜବତ

କୋଦଳା,୧୦।୨(ଡି.ଏନ୍‌.ଏ.): ଏକ ବଡ଼ଧରଣର ଡକାୟତି ଯୋଜନା ଚାଲିଥିବା ବେଳେ ଏହାକୁ ପଣ୍ଡ କରିବାରେ ସକ୍ଷମ ହୋଇଛି କୋଦଳା ପୋଲିସ। ଗଞ୍ଜାମ ଜିଲା କୋଦଳା ଦଣ୍ଡିଶ୍ୱର ମନ୍ଦିର...

ଗଞ୍ଜାମରେ ୨୫,୧୦୬ ଜଣଙ୍କୁ କୋଭିଡ୍‌ ଟିକା

ଛତ୍ରପୁର,୧୩।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ଚଳିତମାସ ୧୬ ତାରିଖ ଠାରୁ କୋଭିଡ୍‌ ଟିକା ପ୍ରଦାନ କରାଯିବ। ପ୍ରଥମ ପର୍ଯ୍ୟାୟରେ ପଞ୍ଜୀକରଣ ହୋଇଥିବା ୨୫,୧୦୬ ଜଣଙ୍କୁ ଏହି କୋଭିଡ୍‌...

 ମା ତାରା ତାରିଣିଙ୍କ ନୂତନ ମନ୍ଦିର ପ୍ରତିଷ୍ଠା ଲାଗି ଶୁଭଖୁଣ୍ଟି ସ୍ଥାପନ

ପୁରୁଷୋତ୍ତମ ପୁର, ୨୪/୪(ଡିଏନ୍ଏ) ଗଞ୍ଜାମ ଜିଲ୍ଲା ତଥା ଦକ୍ଷିଣ ଓଡିଶା ର ପ୍ରସିଦ୍ଧ ଇଷ୍ଟ ଦେବି ମା ତାରା ତାରିଣି ଙ୍କ ନୂତନ ମନ୍ଦିର ପ୍ରତିଷ୍ଠା...

ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧ ଗୁରୁତର

ଗଞ୍ଜାମ, ୧୧।୧୦(ଡି.ଏନ୍‌.ଏ.): ଗଞ୍ଜାମ ବ୍ଲକ କାଇଁଚପୁର ପଞ୍ଚାୟତ ମାଳି ଜଗନ୍ନାଥପୁର ଗ୍ରାମ ଚାନ୍ଦିନୀ ପାଖରେ ଏକ ମାଟି ଘର କାନ୍ତ ରବିବାର ଭୁଶୁଡ଼ି ପଡ଼ିଛି। ଏହି...

ଭିଡିଓ କନଫରେନ୍ସିଂରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଛତ୍ରପୁର,୧ା୯(ଡି.ଏନ.ଏ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶନିବାର ଭିଡିଓ କନଫରେନ୍ସିଂ ଜରିଆରେ ଗଞ୍ଜାମ ଜିଲାର ୪ ସହରାଞ୍ଚଳରେ ମଳ ଉପଚାର ପ୍ଲାଣ୍ଟର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ସେହି ସହରାଞ୍ଚଳଗୁଡିକ...

ପୋଖରୀରେ ବୁଡି ୭ ବର୍ଷ ବାଳକଙ୍କ ମୃତ୍ୟୁ

ବେଗୁନିଆପଡ଼ା,୧୧।୪(ଡି.ଏନ.ଏ.): ଗାଧୋଇବା ବେଳେ ପୋଖରୀରେ ବୁଡିଗଲେ ୭ ବର୍ଷର ବାଳକ(ଶରତ ପ୍ରଧାନ)। ଗଞ୍ଜାମ ଜିଲା କୋଦଳା ନିକଟସ୍ଥ ଦେଓଗାଁ ଗ୍ରାମରେ ଆଜି ଏଭଳି ଏକ ଅଭାବନୀୟ...

ବୋହୂକୁ ବଳାତ୍କାର ଅଭିଯୋଗରେ ଶ୍ବଶୁର ଗଲେ ଜେଲ, ବାଳସୁଧାର ଗୃହରେ ଦିଅର

ଦିଗପହଣ୍ଡି,୨୦।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଞ୍ଚଳରେ ବୋହୂଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଅଭିଯୁକ୍ତ ଶ୍ବଶୁରଙ୍କୁ ରବିବାର ଗିରଫ କରି କୋର୍ଟ ଚାଲାଣ କରିଛି। ଥାନାରେ...

କୃଷି ସଙ୍କଟ ପାଇଁ ସରକାରୀ ନୀତି ଦାୟୀ

ବ୍ରହ୍ମପୁର ଅଫିସ୍‌,୩୧ା୭- ଅଖିଳ ଭାରତ କିଶାନ୍‌ ମଜଦୁର ସଭା (ଏଆଇକେଏମ୍‌ଏସ୍‌)ର ଦୁଇଦିନିଆ ସର୍ବଭାରତୀୟ ସାଧାରଣ ପରିଷଦ ଅଧିବେଶନ ମଙ୍ଗଳବାରଠାରୁ ପ୍ରକାଶମ୍‌ ହଲ୍‌ରେ ଆରମ୍ଭ ହୋଇଛି। ସଂଗଠନର...

Advertisement
Archives

Model This Week