ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ରାଜ୍ୟପାଳଙ୍କୁ ଗାର୍ଡ ଅଫ ଅନର

ଛତ୍ରପୁର,୨୮।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗସ୍ତ ଅବସରରେ ମଙ୍ଗଳବାର ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କୁ ଛତ୍ରପୁରସ୍ଥିତ ସର୍କିଟ ହାଉସଠାରେ ପୋଲିସ ପକ୍ଷରୁ ଗାର୍ଡ ଅଫ ଅନର ଦିଆଯାଇଛି। ପରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଗଞ୍ଜାମ ଏସ୍‌ପି ବ୍ରିଜେଶ କୁମାର ରୟ ରାଜ୍ୟପାଳଙ୍କୁ ପୁଷ୍ପଗୁଚ୍ଛ ଦେଇ ସ୍ବାଗତ ଜଣାଇଛନ୍ତି। ସେଠାରୁ ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ରାଜ୍ୟପାଳ କରାପଲି ଅଭିମୁଖେ ଯାତ୍ରା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ପ୍ରାଇଡ୍‌କୁ ପ୍ରଶଂସା, ଟିମ୍‌ ଇଣ୍ଡିଆକୁ ଶୁଭେଚ୍ଛା

ଭୁବନେଶ୍ୱର, ୧୨।୧ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ସ୍ମାର୍ଟ ଓ ଭୁବନେଶ୍ୱର କରିବା ପାଇଁ ବିଡିଏ, ବିଏମ୍‌ସି ଏବଂ ଓଡ଼ିଶା ପୋଲିସ ପକ୍ଷରୁ ମିଳିତ ପଦକ୍ଷେପ ନିଆଯାଇଛି।...

ଗୋରୁ ବୋଝେଇ ଗାଡ଼ି ଜବତ, ଡ୍ରାଇଭର ଅଟକ

ଠାକୁରମୁଣ୍ଡା,୧୭ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ଥାନା ପୋଲିସ ମଙ୍ଗଳବାର ରାତିରେ ଏକ ଗୋରୁ ବୋଝେଇ ପିକ୍‌ଅପ ଭ୍ୟାନକୁ ଜବତ କରିଛି। ଗାଡ଼ିର ଡ୍ରାଇଭରକୁ ଅଟକ ରଖି...

କୋରଡ଼ରୁ ଶୁଆଧରା ଭିଡିିଓ ଭାଇରାଲ ଘଟଣା: ତଦନ୍ତ ନିର୍ଦ୍ଦେଶ ଦେଲା ବନ ବିଭାଗ

ଭୁବନେଶ୍ୱର,୪।୩(ବ୍ୟୁରୋ): କନ୍ଧମାଳ ଜିଲାରେ ଗଛ କୋରଡରୁ ଶୁଆ ଶାବକଙ୍କୁ ଅତି ଅମାନୁଷିକ ଭାବେ ଉଠାଇ ନିଆଯାଉଥିବା ଭିଡିଓ ଭାଇରାଲ ହେବା ପରେ କାର୍ଯ୍ୟାନୁଷ୍ଠାନ ନେବା ପାଇଁ...

ଫ୍ଲାଏ ଓଭର କାମ ନିମ୍ନମାନର

ବଇଣ୍ଡା,୩୧।୧୦(ଡି.ଏନ.ଏ): କଟକ-ସମ୍ବଲପୁର ୫୫ନଂ. ଜାତୀୟ ରାଜପଥର କିଶୋରନଗର ବ୍ଲକ ବଇଣ୍ଡାଠାରେ ଫ୍ଲାଏ ଓଭର ବ୍ରିଜ୍‌ କାର୍ଯ୍ୟ ନିମ୍ନମାନର ହେଉଥିବା ଅଭିଯୋଗ ହେଉଛି। ଏ ନେଇ ବଇଣ୍ଡା...

ଜାତୀୟ ରାଜପଥ ଶୋଚନୀୟ: ଗାଡ଼ି ଚଳାଚଳ ବନ୍ଦ

ଦେବଗଡ଼,୧୫।୮(ଡି.ଏନ.ଏ.): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ କାଦୋପଡା ଗ୍ରାମ ଦେଇ ଯାଇଥିବା ରାଞ୍ଚି -ବିଜୟୱାଡା ୨୩ ନମ୍ବର ଜାତୀୟ ରାଜପଥ ଦୀର୍ଘ ଦିନ ଧରି...

ଏମ୍‌ସିଏଲ୍‌ ସର୍ବବୃହତ୍‌ କୋଇଲା ଉତ୍ପାଦନକାରୀ କମ୍ପାନୀ

ତାଳଚେର,୧୪ା୩(ଡି.ଏନ.ଏ.): ମହାନଦୀ କୋଲ୍‌ ଫିଲ୍ଡସ୍‌ ଲିମିଟେଡ୍‌ (ଏମ୍‌ସିଏଲ୍‌) ଚଳିତ ଆର୍ଥିକ ବର୍ଷରେ କୋଇଲା ଉତ୍ପାଦନରେ ୧୫୭ ମିଲିୟନ୍‌ ଟନ୍‌ ଅତିକ୍ରମ କରି ଦେଶର ଅଗ୍ରଣୀ କୋଇଲା...

କାଜୁ ଫ୍ୟାକ୍ଟ୍ରି, ପେଟ୍ରୋଲ ପମ୍ପ୍‌, ଦୋକାନରେ ଯାଞ୍ଚ: ଜରିମାନା ଆଦାୟ

ଛତ୍ରପୁର,୨୬ା୬(ଡି.ଏନ.ଏ)-ଛତ୍ରପୁର ଏନ୍‌ଏସି ରେ ଥିବା ବିଭିନ୍ନ ଦୋକାନ, ପେଟ୍ରୋଲ ପମ୍ପ ଓ କାଜୁ ଫ୍ୟାକ୍ଟ୍ରିରେ ମଙ୍ଗଳବାର ପ୍ରଶାସନ ପକ୍ଷରୁ ଯାଞ୍ଚ କରାଯାଇଛି। ଜିଲାପାଳ ବିଜୟ ଅମୃତା...

ଆସୁଛି ତୃତୀୟ ଲହର: ପ୍ରସ୍ତୁତ ରହିବାକୁ ସ୍ବାସ୍ଥ୍ୟ ସଚିବଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୬ା୮(ବ୍ୟୁରୋ): ତୃତୀୟ ଲହରକୁ ଦୃଷ୍ଟିରେ ରଖି ସବୁ ଜିଲାପାଳଙ୍କୁ ସ୍ବାସ୍ଥ୍ୟ ସଚିବ ଚିଠି ଲେଖିଛନ୍ତି। ପ୍ରତ୍ୟେକ ଜିଲା ହସ୍ପିଟାଲରେ ଆରଟିପିସିଆର୍‌ ଟେଷ୍ଟ କିଟ୍‌, ଆଣ୍ଟିଜେନ କିଟ୍‌,...

Advertisement
Archives

Model This Week