ଛତ୍ରପୁର ବ୍ଲକରୁ ୪ କରୋନା ପଜିଟିଭ ଚିହ୍ନଟ: ନରେନ୍ଦ୍ରପୁର ପଞ୍ଚାୟତ, ଘଡ଼ଘଡ଼ାପଲି ଗାଁ ୧୭ ପର୍ଯ୍ୟନ୍ତ ଶଟ୍‌ଡାଉନ

ଛତ୍ରପୁର, ୧୩।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକରୁ ଶନିବାର ୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଘଡ଼ଘଡ଼ାପଲି ଗାଁର ୩ ଆକ୍ରାନ୍ତ ରହିଥିବା ବେଳେ ନରେନ୍ଦ୍ରପୁର ଗାଁର ଜଣେ ରହିଛନ୍ତି। ପଜିଟିଭ ଚିହ୍ନଟ ପରେ ସମସ୍ତଙ୍କୁ କୋଭିଡ୍‌ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ଗାଁରେ ଅଧିକ ସଂକ୍ରମଣ କିପରି ନ ବ୍ୟାପିବ ସେ ନେଇ ଶ୍ରୀରାମଚନ୍ଦ୍ରପୁର ସରପଞ୍ଚ ରେବତୀ ପ୍ରଧାନ ୫ ଦିନ ପାଇଁ ଘଡ଼ଘଡ଼ାପଲି ଗାଁକୁ ଶଟ୍‌ଡାଉନ ଘୋଷଣା କରିଛନ୍ତି। ସେହିପରି ନରେନ୍ଦ୍ରପୁର ପଞ୍ଚାୟତକୁ ସେଠାର ସରପଞ୍ଚ ୫ ଦିନ ପାଇଁ ଅର୍ଥାତ୍‌ ୧୭ ତାରିଖ ପର୍ଯ୍ୟନ୍ତ ଶଟ୍‌ଡାଉନ ଘୋଷଣା କରିଛନ୍ତି। ଗ୍ରାମର ସମସ୍ତ ପ୍ରବେଶ ପଥକୁ ସିଲ୍‌ କରିଦିଆଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟଙ୍କ ଭଲପାଇବା ଆଗରେ ନତମସ୍ତକ ଇରାନ: କହିଲା- ‘Thank You India, ଆଉ ସାହାଯ୍ୟ ଦରକାର ନାହିଁ’

ନୂଆଦିଲ୍ଲୀ,୧୧।୪: “ବିପଦ ବେଳର ବନ୍ଧୁ ହିଁ ପ୍ରକୃତ ବନ୍ଧୁ” – ଏହି କଥାକୁ ପୁଣିଥରେ ପ୍ରମାଣିତ କରିଛନ୍ତି ଭାରତବାସୀ। ଆମେରିକା ଏବଂ ଇସ୍ରାଏଲ ସହ ଜାରି ରହିଥିବା…

କୁକୁର କାମୁଡ଼ା ଗାଈ କ୍ଷୀର ପିଇ ଗ୍ରାମବାସୀ ଆତଙ୍କିତ

ଉମରକୋଟ,୧୧।୪ (ସନ୍ତୋଷ ଶତପଥୀ): କୁକୁର କାମୁଡ଼ିଥିବା ଏକ ଗାଈ କ୍ଷୀର ପିଇବା ପରେ ଜଳାତଙ୍କ ରୋଗ ବ୍ୟାପିବା ଆଶଙ୍କାରେ ଗ୍ରାମବାସୀ ଆତଙ୍କିତ ହୋଇପଡ଼ିଛନ୍ତି। କୁକୁର କାମୁଡ଼ା ଗାଈର…

ମୁଖ୍ୟମନ୍ତ୍ରୀଙ୍କ ପାଇଁ ଅଟକିଲା ଆମ୍ବୁଲାନ୍ସ: ସାଇରନ୍‌ ବାଜୁଥିଲେ ବି ଛାଡ଼ିଲେନି ପୋଲିସ, ସାଧାରଣରେ ଅସନ୍ତୋଷ…

କେନ୍ଦୁଝର,୧୧।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଗସ୍ତରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସୁରକ୍ଷା ବ୍ୟବସ୍ଥା ପାଇଁ ଦୁଇଟି ଆମ୍ବୁଲାନ୍ସ ଅଟକି ରହିବା ଘଟଣା ଏବେ…

ମର୍ମନ୍ତୁଦ ଦୁର୍ଘଟଣା: ଚାଲିଗଲା ୧୦ଜୀବନ

କଟିହାର,୧୧ା୪: ବିହାରର କଟିହାର ଜିଲାରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌, ଟ୍ରକ୍‌ ଏବଂ ପିକ୍‌ଅପ୍‌ ମଧ୍ୟରେ ଧକ୍କା ହୋଇ ୧୦ଜଣଙ୍କ ମୃତ୍ୟୁ ଘଟିଥିବା…

ପ୍ରସିଦ୍ଧ ଗାୟିକା ଆଶା ଭୋସଲେଙ୍କୁ ହୃଦ୍‌ଘାତ: ମୁମ୍ବାଇର ବ୍ରିଚ କ୍ୟାଣ୍ଡି ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ: ଭାରତୀୟ ସଙ୍ଗୀତ ଜଗତର କିମ୍ବଦନ୍ତୀ ଗାୟିକା ଆଶା ଭୋସଲେଙ୍କୁ ନେଇ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। ଶନିବାର ସାରେ ତାଙ୍କୁ ହୃଦଘାତ (Heart Attack)…

ସଞ୍ଜୁ ସାମସନଙ୍କ ବିସ୍ଫୋରକ ଶତକ: ଦିଲ୍ଲୀ ଆଗରେ ୨୧୩ ରନର ବିଶାଳ ଟାର୍ଗେଟ

ଚେନ୍ନାଇ,୧୧ା୪: ଚଳିତ ଆଇପିଏଲ୍‌ରେ ଶନିବାର ସନ୍ଧ୍ୟାରେ ଖେଳାଯାଇଥିବା ମ୍ୟାଚ୍‌ରେ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ଓ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ପରସ୍ପରକୁ ଭେଟିଛନ୍ତି। ପ୍ରଥମେ ବ୍ୟାଟିଂ କରିଥିବା…

ଅନ୍ତନେଇ ଗାଁରେ ଚାଲିଥିଲା ଜୁଆଖେଳ: ଅତର୍କିତ ଚଢ଼ାଉ କରି ୨ ଜୁଆଡ଼ିଙ୍କୁ ବାନ୍ଧିଲା ପୋଲିସ, ଖସିଗଲେ… ଜବତ ହେଲା…

ଦିଗପହଣ୍ଡି,୧୧।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଟିମ୍‌ ମହୁଡ଼ା ନିକଟ ଅନନ୍ତେଇ ଗ୍ରାମରେ ଚାଲିଥିବା ଜୁଆ ଆଡ୍ଡା ଉପରେ ଅତର୍କିତ ଚଢ଼ାଉ କରି…

ବାହାରେ ବୁଲିବା ପଡ଼ିଲା ମହଙ୍ଗା

ଗୁଡ଼ାରି,୧୧।୪ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବ୍ଲକର ବିଭିନ୍ନ ବିଦ୍ୟାଳୟର ୧୩ଜଣ ଶିକ୍ଷୟିତ୍ରୀ ଶିକ୍ଷକଙ୍କୁ କାରଣ ଦର୍ଶାଅ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri