ଛତ୍ରପୁର ହସ୍ପିଟାଲରେ କାମଚଳା ଲାବ୍‌

ଛତ୍ରପୁର,୩୧।୩(ଡି.ଏନ୍‌.ଏ.)- ଛତ୍ର୍ରପୁର ହସ୍ପିଟାଲରେ ଲାବ୍‌ ଟେକ୍ନିସିଆନ୍‌ ଅଭାବ ଲାଗି ରହିଛି। ଫଳରେ ଉକ୍ତ ହସ୍ପିଟାଲକୁ ଆସୁଥିବା ରୋଗୀମାନେ ବିଭିନ୍ନ ପରୀକ୍ଷା ପାଇଁ ହଇରାଣ ହେଉଛନ୍ତି। ଛତ୍ରପୁର ହସ୍ପିଟାଲରେ ଥିବା ୩ ଜଣ ଲାବ୍‌ ଟେକ୍ନିସିଆନଙ୍କ ମଧ୍ୟରୁ ଜଣେ ମଙ୍ଗଳବାର ଅବସର ଗ୍ରହଣ କରିଛନ୍ତି। ଫଳରେ ୨ ଜଣଙ୍କୁ ନେଇ ଛତ୍ରପୁର ହସ୍ପିଟାଲରେ ରୋଗୀ ସେବା କରିବା ମୁସ୍କିଲ ହୋଇପଡିଛି। ଏହା ଉପଖଣ୍ଡ ହସ୍ପିଟାଲ ହୋଇଥିବାରୁ ଛତ୍ରପୁର, ଗଞ୍ଜାମ ଓ ଖଲ୍ଲିକୋଟ ବ୍ଲକ ଏବଂ ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅଞ୍ଚଳରୁ ଦୈନିକ ଶତାଧିକ ରୋଗୀ ଏଠାକୁ ଆସିଥାନ୍ତି। ହସ୍ପିଟାଲରେ ସମସ୍ତ ପ୍ରକାର ପରୀକ୍ଷା ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ ମାଗଣାରେ କରାଯାଉଛି। ଏପରିକି ଠିକ୍‌ ସମୟରେ ବିଭିନ୍ନ ପରୀକ୍ଷା ରିପୋର୍ଟ ପାଉ ନ ଥିବାରୁ ଲୋକେ ହଇରାଣ ହେଉଛନ୍ତି। ଫଳରେ ଆଉଟ୍‌ଡୋରରେ ଯେଉଁ ଡାକ୍ତରଙ୍କୁ ରୋଗୀ ଦେଖାଇଥିଲେ, ସେମାନେ ଆଉଟ୍‌ଡୋର ବନ୍ଦପରେ ଉକ୍ତ ଡାକ୍ତରଙ୍କୁ ରିପୋର୍ଟ ଦେଖାଇପାରୁନାହାଁନ୍ତି। ଅପରପକ୍ଷରେ ଆଉଟ୍‌ଡୋର ବନ୍ଦ ପରେ କାଜୁଆଲଟିରେ ଥିବା ଡାକ୍ତର ଉକ୍ତ ରିପୋର୍ଟ ଦେଖୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାମ କରୁଥିବା ବେଳେ ହେଲା ଛାତିରେ ଯନ୍ତ୍ରଣା, ହୃଦଘାତରେ ଚାଲିଗଲା କ୍ୟାସିୟର ଅରବିନ୍ଦଙ୍କ ଜୀବନ

ଭବାନୀପାଟଣା,୨୫।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ସମଗ୍ର ଶିକ୍ଷା ପ୍ରକଳ୍ପ କାର୍ଯ୍ୟାଳୟର କ୍ୟାସିୟର (କୋଷାଧ୍ୟକ୍ଷ) ଅରବିନ୍ଦ ପଣ୍ଡାଙ୍କର ୫୬ ବର୍ଷ ବୟସରେ ହୃଦଘାତରେ ମଙ୍ଗଳବାର ପୂର୍ବାହ୍ନରେ ପରଲୋକ…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ବିନା କୋଚିଂରେ ନିଟ୍‌ରେ ସଫଳ ହେଲେ ସୁବ୍ରତ, ଭୀମ ଭୋଇ ମେଡିକାଲ କଲେଜରେ ପଢ଼ିବେ…

କର୍ଲାମୁଣ୍ଡା,୨୫।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଞ୍ଜା ପଞ୍ଚାୟତର ରେଙ୍ଗାଲି ଗ୍ରାମର ମେଧାବୀ ଛାତ୍ର ସୁବ୍ରତ ଶେଖର ରଣା ଜାତୀୟ ଯୋଗ୍ୟତା ପ୍ରବେଶିକା ପରୀକ୍ଷା…

ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ, କର୍ମକର୍ତ୍ତା ଚୟନ: ବ୍ରାହ୍ମଣୀଗାଁରେ ବ୍ଲକ୍ କାର୍ଯ୍ୟାଳୟ ସ୍ଥାପନ ଦାବି

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ୍ ପାଳକ ସଂଘର କମ୍ୟୁନିଟି ହଲ୍‌ରେ ମଙ୍ଗଳବାର ଦାରିଙ୍ଗବାଡ଼ି ମିଳିତ ମଞ୍ଚ ଗଠନ ଓ କର୍ମକର୍ତ୍ତା ଚୟନ…

ସିଡିପିଓଙ୍କ ବିରୋଧରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଦାବି ନେଇ ଅଙ୍ଗନୱାଡି ସଂଘର ଅନଶନ ଆରମ୍ଭ

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁରରେ ବିଭିନ୍ନ ଦାବି ନେଇ ଅଙ୍ଗନୱାଡି କର୍ମୀ ଓ ସହାୟିକାମାନେ ମଙ୍ଗଳବାରଠାରୁ ଅନଶନ ଆରମ୍ଭ କରିଛନ୍ତି। ଅନଶନ ଆରମ୍ଭ…

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri