ଛତ୍ରପୁର,୨୯ା୪(ଡି.ଏନ୍.ଏ.): ଗଞ୍ଜାମ ଜିଲା ଛତ୍ରପୁର ହସ୍ପିଟାଲରେ ସମ୍ପୂର୍ଣ୍ଣ ଅଟୋମେଟିକ୍ ସାନିଟାଇଜେଶନ ମେଶିନ ସ୍ଥାପନ ହୋଇଛି। ଛତ୍ରପୁର ରୋଟାରି କ୍ଲବ ପକ୍ଷରୁ ଏହି ମେଶିନ ହସ୍ପିଟାଲକୁ ଦିଆଯାଇଛି। ବୁଧବାର ଏହା କାର୍ଯ୍ୟକ୍ଷମ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ, ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା, ଉପଜିଲାପାଳ ପ୍ରିୟ ରଞ୍ଜନ ପୃଷ୍ଟି, ବ୍ଲକ ଅଧ୍ୟକ୍ଷ ଏମ୍ ଧନଞ୍ଜୟ ରେଡ୍ଡୀ, ସୁପରିଟେଣ୍ଡେଣ୍ଟ କେ ପାତ୍ର, କ୍ଲବର ନିରଞ୍ଜନ ପାତ୍ର, ପ୍ରସନ୍ନ ପତି, ପ୍ରଫୁଲ୍ଲ ପଟ୍ଟନାୟକ, କେ. ବାସୁଦେବ ରାଓ, ସୁରଜିତ ସାମନ୍ତରାୟ, ରେଖା ମହାନ୍ତି, ପି.ଚନ୍ଦ୍ରଶେଖର, ଭି. ତ୍ରିନାଥ ରାଓ, ବିଘ୍ନେଶ୍ୱର ରଥ, ଧୀରେନ୍ଦ୍ର ନାଥ ପଣ୍ଡା, କୀର୍ତ୍ତିରଞ୍ଜନ ମହାପାତ୍ର ପ୍ରମୁଖ ଉପସ୍ଥିତ ଥିଲେ।
Posted inଆମ ଜିଲା ଖବର, ଗଞ୍ଜାମ View All
ଭବାନୀପାଟଣାରେ ଖାଦ୍ୟ ନିରାପତ୍ତା ବିଭାଗର ଚଢ଼ାଉ: ୩୨ କିଲୋ ବାସି-କୃତ୍ରିମ ରଙ୍ଗଯୁକ୍ତ ଖାଦ୍ୟ ନଷ୍ଟ
ଭବାନୀପାଟଣା,୨୪।୮(ଉତ୍ତମ କୁମାର ଦାଶ): ଆଗକୁ ଆସୁଥିବା ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ଭବାନୀପାଟଣା ସହରର ବିଭିନ୍ନ ସ୍ଥାନରେ ସୋମବାର ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ପୋଲିସ ସହଯୋଗରେ ଚଢ଼ାଉ…
ବାଇକରେ ବୁହାହେଲା ମୃତଦେହ: ଅଭାବନୀୟ ଚିତ୍ରର ଭିଡିଓ ହେଉଛି ଭାଇରାଲ
ବଲାଙ୍ଗୀର,୨୪।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗିର ଜିଲା କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରୁ ଆସିଛି ଅଭାବନୀୟ ଚିତ୍ର। କଣ୍ଟାବାଞ୍ଜି ସରକାରୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ଖଇରପଦର ଗାଁର ୧୨ ବର୍ଷୀୟା…
କୁରୁଗୁଡା-ମୁର୍ଲାପଦର ମୁଖ୍ୟ ରାସ୍ତାରେ ୫ଫୁଟ୍ର ପାଣି, ଯୋଗାଯୋଗ ବିଛିନ୍ନ
ଜୁନାଗଡ଼, ୨୪ା୮(ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲାରେ ଗତ ଦୁଇଦିନ ଧରି ଲଗାଣ ବର୍ଷା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଏଥିଯୋଗୁ ବିଭିନ୍ନ ନଦୀନାଳରେ ଜଳସ୍ତର ବୃଦ୍ଧି ପାଇଛି।…
ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ ପାଇଁ ଶୁଭଖୁଣ୍ଟି ସ୍ଥାପନ
ଦିଗପହଣ୍ଡି, ୨୪।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ବଜାରସାହି ପୂଜା କମିଟି ପକ୍ଷରୁ ୪୬ତମ ଗଣେଶ ପୂଜା ମହୋତ୍ସବ ନିମନ୍ତେ ସୋମବାର ବଜାର…
ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ
ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…
ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…
ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…
ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…
ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…
ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…
Archives

