ଛତ୍ରବଜାରରେ ପିଆଜ ଦର ୧୨୦ ଛୁଇଁଲା

କଟକ ଅଫିସ୍‌,୪।୧୨: ଗଲା କିଛି ଦିନ ଧରି ପିଆଜର ଉତ୍କଟ ଅଭାବ ସୃଷ୍ଟି ହୋଇଥିବା ବେଳେ ବୁଧବାର ଦର ରେକର୍ଡ ଭାଙ୍ଗିଛି। ସପ୍ତାହକ ତଳେ ପିଆଜ କିଲୋ ପ୍ରତି ୮୦ରୁ ୧୦୦ ଟଙ୍କାରେ ବିକ୍ରି ହେଉଥିବା ବେଳେ ଶହେ ୧୨୦ ଟପିଛି। ଛୋଟ ଛୋଟ ଦୋକାନ କିମ୍ବା ଦୂରଦୂରାନ୍ତ ନୁହେଁ, ରାଜ୍ୟର ସବୁଠୁ ବଡ଼ ପରିବା ହୋଲସେଲ ମାର୍କେଟ କଟକ ଛତ୍ର ବଜାରରେ ୧୨୦ ଟଙ୍କା ଉପରେ ରହିଛି। ମଙ୍ଗଳବାର ଛତ୍ରବଜାରରେ ପିଆଜ ୧୦୦ ଟଙ୍କା ଥିବାବେଳେ ଆଜି ୧୨୦ ଟଙ୍କାରେ ପହଞ୍ଚିଛି। ଆନ୍ଧ୍ର ଏବଂ ନାସିକରୁ ଆସିଥିବା ପିଆଜ ୧୨୦ ଟଙ୍କାରେ ପହଞ୍ଚିଛି। ଏଣେ ବେଲଗାମ ପିଆଜ ଦରକୁ ନେଇ ଅନେକ ଲୋକ ପିଆଜ ଖାଇବା ଛାଡି ଦେଇଥିବା ବେଳେ ସ୍ଥିତି ସ୍ବାଭାବିକ ହେବାକୁ ଆହୁରି ସମୟ ଲାଗିବ ବୋଲି ବ୍ୟବସାୟୀ କହିଛନ୍ତି। ପିଆଜ ଦର ଅହେତୁକ ବୃଦ୍ଧି ଯୋଗୁ ଖାଉଟି ଅସନ୍ତୋଷ ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ପିଣ୍ଡି ନିର୍ମାଣ ପ୍ରସଙ୍ଗ: ବିନା ସୂଚନା ଫଳକରେ ଚାଲିଛି କାମ, ସରପଞ୍ଚଙ୍କ ଭୂମିକାକୁ ନେଇ ପ୍ରଶ୍ନ

ରିଷିଡ଼ା, ୮।୮ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ପୌରକେଲା ପଞ୍ଚାୟତ ଅଧୀନ ହାଇସ୍କୁଲ ବଜାର ପଡ଼ିଆରେ ବିନା ସୂଚନା ଫଳକରେ ପିଣ୍ଡି ନିର୍ମାଣ କାମ…

ରୋଜଗାର ଦେଇଛି ଶ୍ରାବଣ ଛତୁ: କିଲୋ ପିଛା ୫ ଶହ ଟଙ୍କା ପର୍ଯ୍ୟନ୍ତ ବିକ୍ରି, ବଢୁଛି ଚାହିଦା

ଦାରିଙ୍ଗବାଡ଼ି, ୯।୮ (ଅରୁଣ ସାହୁ): ଏବେ ଚାଲିଛି ଶ୍ରାବଣ ମାସ। ଶ୍ରାବଣ ବର୍ଷା ମଧ୍ୟ ଛାଡ଼ିବାର ନାଁ ଧରୁନାହିଁ। ଏଭଳି ପରିସ୍ଥିତିରେ ଶ୍ରମିକ ଶ୍ରେଣୀର ଲୋକଙ୍କ ପାଇଁ…

ଘର ଭାଙ୍ଗିଦେଇଛି ପ୍ରଶାସନ, ହସ୍ପିଟାଲରେ ମୃତଦେହ

ବଲାଙ୍ଗୀର,୯।୮(ବୀରେନ୍ଦ୍ର କୁମାର ଝାଙ୍କର): ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକର ତବଲବାଞ୍ଜି ଗାଁରେ ବିସ୍ଥାପନର ଏକ କରୁଣ ଚିତ୍ର ଲୋକଲୋଚନକୁ ଆସିଛି। ଦୁର୍ଘଟଣାରେ ଗୁରୁତର ଆହତ…

Mettle Meet 2026: ଆଜି ଗ୍ରାଣ୍ଡ୍‌ ଫିନାଲେ, ମୁହାଁମୁହିଁ ହେବେ ୮ ଲେଖାଏ ଟିମ୍‌

ଭୁବନେଶ୍ୱର,୯।୮(ବନ୍ଦନା ସେଠୀ/ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’ ପକ୍ଷରୁ ଶନିବାର ରାଜ୍ୟସ୍ତରୀୟ କୁଇଜ୍‌ ପ୍ରତିଯୋଗିତାର ଦଶମ ସଂସ୍କରଣ ‘ମେଟଲ୍‌ ମିଟ୍‌-୨୦୨୬’ ଆରମ୍ଭ ହୋଇଛି। ସ୍ୱସ୍ତି…

୩୮ ଏମ୍‌ଓୟୁ ସ୍ବାକ୍ଷରିତ: ଓଡ଼ିଶାକୁ ୬୬,୩୯୨ କୋଟି ପୁଞ୍ଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର,୯।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ନୂଆଦିଲ୍ଲୀଠାରେ ଅନୁଷ୍ଠିତ ଓଡ଼ିଶାର ଦୁଇ ଦିନିଆ ନିବେଶ ଅଭିଯାନ ଶନିବାର ବିପୁଳ ସମ୍ଭାବନା ସହିତ ସମାପ୍ତ ହୋଇଛି।…

ସୃଷ୍ଟି ହେଲା ଲଘୁଚାପ, ୧୪ ଯାଏ ପ୍ରବଳ ବର୍ଷା; ଏସବୁ ଜିଲାକୁ ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ବର,୮ା୮(ବନ୍ଦନା ସେଠୀ) – ଦକ୍ଷିଣ-ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା ଉପରେ ଥିବା ଘୂର୍ଣ୍ଣିବଳୟ ଶନିବାର ସକାଳ ୮ଟା ୩୦ ବେଳକୁ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି।…

ଦାବିପତ୍ର ଦେବାକୁ ୨୫ କି.ମି. ପଦଯାତ୍ରା କଲେ ଚାଷୀ

ଗୋଲାମୁଣ୍ଡା,୮ା୮ (ବଟକୃଷ୍ଣ ପଣ୍ଡା): ଶସ୍ୟବୀମା ପଞ୍ଜିକରଣଠାରୁ ଆରମ୍ଭ କରି ସାର ଯୋଗାଣ ପର୍ଯ୍ୟନ୍ତ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ରାସ୍ତାକୁ ଓହ୍ଲାଇଛନ୍ତି ଗୋଲାମୁଣ୍ଡା ବ୍ଲକର ଚାଷୀ। କଳାହାଣ୍ଡି…

ଘରେ କେହି ନ ଥିଲେ, ତାଲା ଭାଙ୍ଗି ୫.୫ ଲକ୍ଷ ଟଙ୍କା ସହ ସୁନା ଅଳଙ୍କାର ଲୁଟି ନେଲେ …

ପାରଳାଖେମୁଣ୍ଡି,୮|୮(ଗିରିଧାରୀ ପରିଛା)- ପାରଳାଖେମୁଣ୍ଡି ସହର ସଞ୍ଜୟଗାନ୍ଧୀ କଲୋନୀରେ ଘରେ କେହି ନଥିବା ଏକ ବଡ଼ ସୁଯୋଗ ନେଇ ଦୁର୍ବୃତ୍ତମାନେ ଘରର ତାଲା ଭାଙ୍ଗି ଏକ ବଡ଼ଧରଣର ଚୋରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri