ଛାଡପତ୍ର ପରେ ଭାଙ୍ଗିନି ଏହି ବଲିଉଡ ଯୋଡିଙ୍କ ସମ୍ପର୍କ

ସାଧାରଣତଃ ଛାଡପତ୍ର ପରେ ସ୍ବାମୀ-ସ୍ତ୍ରୀ କୌଣସି ସମ୍ପର୍କ ରଖନ୍ତି ନାହିଁ। କିନ୍ତୁ ବଲିଉଡର ୫ଟି ଆଗଧାଡିର କଳାକାର ବ୍ୟକ୍ତିଗତ ଜୀବନରେ ଛାଡପତ୍ର ନେଇଥିଲେ ମଧ୍ୟ ସେମାନଙ୍କ ମଧ୍ୟରେ ସମ୍ପର୍କ ଦୃଢ ରହିଛି।
ଅମିର ଖାନ୍‌-ରୀନା ଦତ୍ତ
ବଲିଉଡ ଅଭିନେତା ଅମିର ଖାନ୍‌ ରୀନା ଦତ୍ତଙ୍କୁ ୧୯୮୬ରେ ବିବାହ କରିଥିଲେ। ୧୬ ବର୍ଷ ବୈବାହିକ ଜୀବନ ବତାଇବା ପରେ ଉଭୟ ତଲାକ୍‌ ନେଇଥିଲେ। ଦୁହିଁଙ୍କ ୨ ସନ୍ତାନ ମଧ୍ୟ ଅଛି। ଅମିର କିରନ ରାଓଙ୍କୁ ଦ୍ୱିତୀୟ ବିବାହ କରିବା ପରେ ମଧ୍ୟ ଅମିର ଏବଂ ରୀନାଙ୍କ ସମ୍ପର୍କ ମଜବୁତ୍‌ ଅଛି। ଅମିରଙ୍କ ପାର୍ଟି ରୀନା ଦତ୍ତଙ୍କୁ ଦେଖିବାକୁ ମିଳେ।

ସୁଜୈନ ଖାନ୍‌-ଋତିକ ରୋଶନ
ଋତିକ୍‌ ରୋଶନ ଏବଂ ସୁଜୈନ ଖାନ୍‌ଙ୍କ ସମ୍ପର୍କ ସବୁବେଳେ ଚର୍ଚ୍ଚାରେ ଥାଏ। ଉଭୟ ୧୪ ବର୍ଷ ଏକାଠି ରହିବା ପରେ ପରସ୍ପରଠାରୁ ଅଲଗା ହୋଇଯାଇଥିଲେ। ଏହାସତ୍ତ୍ୱେ ସୁଜୈନ ଋତିକ ଏବଂ ଦୁଇ ସନ୍ତାନଙ୍କ ସହ ନଜର ଆସନ୍ତି।

ପୂଜା ଭଟ୍ଟ-ମନୀଷ ମଖିଜା
ପୂଜା ଭଟ୍ଟ-ମନୀଷ ମଖିଜା ୨୦୦୩ରେ ବିବାହ ବନ୍ଧନରେ ଆବଦ୍ଧ ହୋଇଥିଲେ। ବିବାହର ୧୧ବର୍ଷ ପରେ ଉଭୟ ଛାଡପତ୍ର ନେଇଥିଲେ। କିନ୍ତୁ ଏବେ ବି ଉଭୟଙ୍କ ମଧ୍ୟରେ ବନ୍ଧୁତା ରହିଛି।

କଲକି କୋଚଲିନ୍‌-ଅନୁରାଗ କଶ୍ୟପ
ବଲିଉଡ ନିର୍ଦ୍ଦେଶକ ଅନୁରାଗ କଶ୍ୟପ ଅଭିନେତ୍ରୀ କଲକି କୋଚଲିନ୍‌ଙ୍କୁ ୨୦୧୧ରେ ବିବାହ କରିଥିଲେ। ୫ ବର୍ଷର ବୈବାହିକ ଜୀବନ ପରେ ଉଭୟ ୨୦୧୫ରେ ଛାଡପତ୍ର ନେଇଥିଲେ। ତଥାପି ଉଭୟଙ୍କ ସମ୍ପର୍କ ପୂର୍ବଭଳି ମଜବୁତ୍‌ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ଭୁଶୁଡ଼ିଲା ନିର୍ମାଣାଧୀନ ମେଟ୍ରୋ ସ୍ଲାବ୍‌: ଚାଲିଗଲା ଜଣଙ୍କ ଜୀବନ, ମୁଖ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ମୁମ୍ବାଇ,୧୪ା୨: ମୁମ୍ବାଇର ମୁଲୁନ୍ଦ ଅଞ୍ଚଳରେ ଏକ ଅଘଟଣ ଘଟିଛି। ଏକ ନିର୍ମାଣାଧୀନ ମେଟ୍ରୋ ରେଳ ପ୍ରକଳ୍ପର ଏକ ସ୍ଲାବ୍‌ ଶନିବାର ଭୁଶୁଡ଼ି ପଡ଼ିବାରୁ ଜଣଙ୍କର ମୃତ୍ୟୁ ଘଟିଛି।…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

ଯେଉଁ ପିଚ୍‌ରେ ଜିମ୍ବାଓ୍ବେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା, ସେହି ପିଚ୍‌ରେ ହେବ ଭାରତ-ପାକିସ୍ତାନ ମ୍ୟାଚ୍‌

କଲମ୍ବୋ,୧୪ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ଟି୨୦ ବିଶ୍ୱକପ୍‌ ମ୍ୟାଚ୍‌ ଆର୍‌ ପ୍ରେମଦାସା ଷ୍ଟାଡିୟମରେ ଏକ ବ୍ୟବହୃତ ପିଚ୍‌ରେ ହେବ। ଏଣୁ ପିଚ୍‌ ଧିମା…

ଦମ୍‌ ଦେଖାଇଲେ ସ୍ପିନର: ସ୍କଟଲାଣ୍ଡକୁ ୫ଉଇକେଟରେ ହରାଇଲା ଇଂଲଣ୍ଡ

କୋଲକାତା,୧୪ା୨: ଭେଟେରାନ ଲେଗ୍‌ ସ୍ପିନର ଆଦିଲ ରଶିଦ(୩/୩୬)ଙ୍କ ୩ ଉଇକେଟ ସଫଳତା ଏବଂ ମିଡଲ ଓଭରରେ ଟମ୍‌ ବାଣ୍ଟନଙ୍କ ଆକର୍ଷଣୀୟ ଅପରାଜିତ ଅର୍ଦ୍ଧଶତକ ସହାୟତାରେ ଇଂଲଣ୍ଡ ଚଳିତ…

ଭାରତ-ପାକିସ୍ତାନ ମ୍ୟାଚ୍‌ ଦେଖିବେ ବିସିବି ମୁଖ୍ୟ, ଜାଣନ୍ତୁ କହିଁକି…

କଲମ୍ବୋ,୧୪ା୨: ବାଂଲାଦେଶ କ୍ରିକେଟ ବୋର୍ଡ (ବିସିବି) ମୁଖ୍ୟ ଅନିମୁଲ ଇସ୍ଲାମ ବୁଲବୁଲ ରବିବାର ଭାରତ ଓ ପାକିସ୍ତାନ ମଧ୍ୟରେ ଖେଳାଯିବାକୁ ଥିବା ହାଇ ଭୋଲ୍ଟେଜ ଟି୨୦ ବିଶ୍ୱକପ୍‌…

କେନ୍ଦୁଝର ଜିଲାରେ ବ୍ୟାପୁଛି ଜଣ୍ଡିସ

ବଞ୍ଚୋ,୧୪।୨(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅଧୀନ ବଞ୍ଚୋ ପଞ୍ଚାୟତ ନାଇକସାହିରେ ଜଣ୍ଡିସ ରୋଗ ବ୍ୟାପିବାରେ ଲାଗିଛି। ଏନେଇ ଗ୍ରାମବାସୀ ଭୟଭିତ ହୋଇପଡିଛନ୍ତି। ଅନ୍ୟପକ୍ଷେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri