ଛାଡ଼ଖାଇରେ ଡାହୁକା ଡ୍ୟାମରେ ମାଛ ଧରିବାକୁ ନାହିଁ କଟକଣା

ନୟାଗଡ଼ ଅଫିସ,୧୪।୧୧: ନୟାଗଡ଼ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଅନ୍ତର୍ଗତ ଡାହୁକା ଡ୍ୟାମରେ ବୁଧବାର ନିଆରା ଦୃଶ୍ୟ ଦେଖିବାକୁ ମିଳିଥିଲା। ମାଛ ଧରିବା ପାଇଁ ଲୋକଙ୍କ ଭିଡ଼ ଜମିଥିଲା। ଯିଏ ଯେଉଁଠି ପାରିଲା ଡ୍ୟାମରେ ପଶି ଜାଲ ଓ ମଶାରି ପକାଇ ଡାହୁକା ନଦୀରୁ ମାଛ ଧରିନେଲା। ବର୍ଷର ଗୋଟିଏ ଦିନ ଛାଡ଼ଖାଇରେ ଡାହୁକା ଡ୍ୟାମ କର୍ତ୍ତୃପକ୍ଷଙ୍କ ପକ୍ଷରୁ ସର୍ବସାଧାରଣ ମାଛ ଧରିବା ପାଇଁ ଛାଡ଼ ହୋଇଥାଏ। ଛାଡ଼ଖାଇରେ କୌଣସି କଟକଣା ନ ଥିବାରୁ ଡ୍ୟାମ ନିକଟସ୍ଥ ଖଣ୍ଡୁଗାଁ, ବାଲୁଗାଁ, ଲକ୍ଷ୍ମୀପ୍ରସାଦ, ଗଦାଧରପ୍ରସାଦ, କ୍ରିଦାଶପୁର ପ୍ରଭୃତି ୫ ପଞ୍ଚାୟତ ଅନ୍ତର୍ଗତ ୧୫ଗ୍ରାମର ଶତାଧିକ ଲୋକ ଏକତ୍ରିତ ହୋଇ ମାଛ ଧରୁଥିବା ଦେଖିବାକୁ ମିଳିଥିଲା। ଏହି ଦୃଶ୍ୟ ଖୁବ୍‌ ଆନନ୍ଦ ଦାୟକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଧାନମନ୍ତ୍ରୀ ମୋଦିଙ୍କ ଉପସ୍ଥିତିରେ ଟ୍ରମ୍ପ ତାଙ୍କ ସ୍ବତନ୍ତ୍ର ପ୍ରତିନିଧି ସର୍ଗିଓ ଗୋରଙ୍କୁ ଫୋନ ମାଧ୍ୟମରେ କ’ଣ ନିର୍ଦ୍ଦେଶ ଦେଇଥିଲେ? ଜାଣନ୍ତୁ…

ନୂଆଦିଲ୍ଲୀ,୨୫।୫: ଆମେରିକାର ସ୍ବାଧୀନତା ଘୋଷଣାର ୨୫୦ତମ ବାର୍ଷିକୀ ପାଳନ ପାଇଁ ଦିଲ୍ଲୀରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଆମେରିକୀୟ ରାଷ୍ଟ୍ରଦୂତ ସର୍ଗିଓ ଗୋର ଏବଂ ଆମେରିକାର ବୈଦେଶିକ ସଚିବ…

ଶୀଥିଳ ହୋଇପଡ଼ିଛି ଧାନ ବିକ୍ରି-ଉଠାଣ ପ୍ରକ୍ରିୟା: ଚାଲିଲା ଛାନଭିନ୍‌, ଫସରଫାଟିଲା ଫଲ୍ସ ଏଣ୍ଟ୍ରି

ବରଗଡ଼,୨୫।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟାକୁ ରବିବାର ୨ସପ୍ତାହ ପୂରି ଯାଇଛି। ହେଲେ ଏବେ ମଧ୍ୟ କେତେକ ମିଲର୍ସ ନିୟମିତ ଭାବେ ଆସୁ ନ…

ଘରୋଇ ବିବାଦୀୟ ଜମିରେ ଗୋଷ୍ଠୀ ସାଂସ୍କୃତିକ କେନ୍ଦ୍ର ନିର୍ମାଣ: ବିଡିଓ ଦୃଷ୍ଟିଦେବାକୁ ଦାବି

ମହାକାଳପଡ଼ା, ୨୫ା୫(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ କେବି ଦାଣ୍ଡୁଆ ପଞ୍ଚାୟତ ବଗଗହଣ ଗ୍ରାମରେ ବିକଶିତ ଗାଁ ବିକଶିତ ଓଡ଼ିଶା ପ୍ରକଳ୍ପ ଯୋଜନାରେ ଷୋଳ…

ଭତ୍ତା ପାଇଁ ଶାଶୁଙ୍କୁ ୯ କି.ମି. ପିଠିରେ ବୋହିଲେ ବୋହୂ

ଅମ୍ବିକାପୁର,୨୫ା୫: ଛତିଶଗଡ଼ର ସୁର୍ଗୁଜା ଜିଲାରେ ଜଣେ ମହିଳା ତାଙ୍କ ୯୦ ବର୍ଷୀୟା ଶାଶୁଙ୍କ ଭତ୍ତା ଟଙ୍କା ଉଠାଇବା ପାଇଁ ପିଠିରେ ୯ କି.ମି. ବୋହି ବ୍ୟାଙ୍କକୁ ଯିବା…

ସାହିତ୍ୟରେ ଶସ୍ତା ରାଜନୀତି

ହଁଆଜ୍ଞା, ଅକବି ଓ ଅଲେଖକ ପ୍ରବଳ! ଚିନ୍ତାରେ କବି ଓ ଲେଖକକୁଳ। ସବଳ ଡମ୍ଫା,ଡହରା,ଟାଉଟର। ଦୁର୍ବଳ, ସ୍ରଷ୍ଟା, ସାଧକ, କଳାକାର। କବିବର ରାଧାନାଥ ରାୟଙ୍କ କାଳଜୟୀ କବିତାଂଶ;…

ଡାଇବେଟିସ୍‌ ଥିଲେ ରୁହନ୍ତୁ ସତର୍କ, ଏଥିରୁ ମୁକ୍ତି ପାଇବା ପାଇଁ ଆପଣାନ୍ତୁ…

ବର୍ତ୍ତମାନ ଏଭଳି ସମୟ ଆସିଛି, ଯେତେବେଳେ ଆମେ ନିଜ ସ୍ବାସ୍ଥ୍ୟ ପ୍ରତି ଅଧିକ ସଚେତନ ରହିବା ନିହାତି ଦରକାର। ଯଦି ଆପଣଙ୍କର ଡାଇବେଟିସ୍‌ କିମ୍ବା ରକ୍ତଚାପ ପରି…

ବ୍ରିକ୍ସ: ସାମର୍ଥ୍ୟ ଅଛି ଶକ୍ତି ନାହିଁ

ବ୍ରିକ୍ସ କ୍ରମଶଃ ପ୍ରତିଷ୍ଠା ଲାଭ କଲେ ମଧ୍ୟ ଅନ୍ତର୍ଜାତୀୟ ଆହ୍ବାନଗୁଡିକୁ ମୁକାବିଲା କରିବାରେ ସଫଳ ହୋଇପାରୁନାହିଁ। ସେଥିପାଇଁ ଚଳିତ ମାସରେ ନୂଆଦିଲ୍ଲୀରେ ଅନୁଷ୍ଠିତ ବ୍ରିକ୍ସ ବୈଦେଶିକ ମନ୍ତ୍ରୀଙ୍କ…

ନକଲି ଆଇନଜୀବୀ

ଦେଶରେ ଥିବା ଆଇନଜୀବୀଙ୍କ ଶିକ୍ଷାଗତ ଯୋଗ୍ୟତା ଯାଞ୍ଚ ଲାଗି ବାର୍‌ କାଉନ୍‌ସିଲ୍‌ ଅଫ୍‌ ଇଣ୍ଡିଆ (ବିସିଆଇ) ପକ୍ଷରୁ ୨୦୨୫ ଜାନୁଆରୀରେ ଏକ ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏଥିରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri