ଛାଡ଼ି ପଳାଉଥିଲା ବସ୍‌, ପୋଲିସ ହସ୍ତକ୍ଷେପ ପରେ ଝାଡ଼ଖଣ୍ଡ ଫେରିଲେ ୧୪ ପ୍ରବାସୀ

ଦେବଗଡ଼,୧୮ା୫(ଡି.ଏନ.ଏ.): ତାମିଲନାଡୁରେ ଫସି ରହିଥିବା ଦେବଗଡ ଜିଲା ରିଆମାଳ ବ୍ଲକ୍‌ର ୧୬ଜଣ ପ୍ରବାସୀ ଏକ ବସ୍‌ (ନଂ-ଟିଏନ୍‌-୩୨ ଏସି-୨୭୯୯)ରେ ଆସି ପହଞ୍ଚିଛନ୍ତି। ହେଲେ ସେଥିରେ ଥିବା ଝାଡ଼ଖଣ୍ଡ ଚାଇଁବସାର ଅନ୍ୟ ୧୪ ଜଣ ଶ୍ରମିକଙ୍କୁ ଦେବଗଡ଼ ସହରରେ ଛାଡି ବସ୍‌ଟି ଖସି ପଳାଇବାକୁ ଉଦ୍ୟମ କରି ବିଫଳ ହୋଇଛି। ଏହି ୧୪ ଜଣ ଶ୍ରମିକ ଦେବଗଡ ଆଦର୍ଶ ଥାନାରେ ଅଭିଯୋଗ କରିବା ପରେ ପୋଲିସ ଏଥିରେ ହସ୍ତକ୍ଷେପ କରିଛି। ଠିକ୍‌ରେ ଖିଆପିଆ କରି ନ ଥିବା ଏହି ପ୍ରବାସୀଙ୍କ ଲାଗି ପୋଲିସ ଖାଦ୍ୟପେୟର ବ୍ୟବସ୍ଥା କରିଥିଲା। ରିଆମାଳ ଓ କୁଣ୍ଢେଇଗୋଳା ଥାନା ସହାୟତାରେ ଉକ୍ତ ବସ୍‌କୁ ପୋଲିସ ଦେବଗଡ ଫେରାଇ ଆଣି କର୍ମଚାରୀଙ୍କୁ ତାଗିଦ କରିଛି। ଏହି ପ୍ରବାସୀଙ୍କୁ ଚାଇଁବସାରେ ପହଞ୍ଚାଇବାକୁ ନିର୍ଦ୍ଦେଶ ଦେଇଛି। ଶେଷରେ ପୋଲିସ ସୁରକ୍ଷାରେ ବସ୍‌ଟି ଏମାନଙ୍କୁ ନେଇ ପୁଣି ଯାତ୍ରା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଢୁଛି ବନ୍ୟାପାଣି: ଶହଶହ ହେକ୍ଟର ଚାଷଜମି ଜଳମଗ୍ନ, ଚିନ୍ତାରେ ଚାଷୀ

ନିରାକାରପୁର,୩୧ା୭(ମାନସ ଚନ୍ଦ୍ର ପଟ୍ଟନାୟକ): ଉପରମୁଣ୍ଡରେ ଲଗାଣ ବର୍ଷା ଜାରି ରହିଛି। ଏହାର ପ୍ରଭାବରେ ନିକଟସ୍ଥ ରାଜୁଆ, ମକରା, ଦୟା, ଲୁଣା, ମଲାଗୁଣୀ ନଦୀ ଓ ନାଳରେ ପ୍ରଚୁର…

ଆତଙ୍କିତ ଅବସ୍ଥାରେ ରାତି କାଟିଲେ କୁମିଆପାଲି ଗାଁ ଲୋକେ: ସାଂଘାତିକ ପରିସ୍ଥିିିତି ସୃଷ୍ଟି

ବଲାଙ୍ଗୀର,୩୧ା୭(ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଲୋୟର ସୁକ୍‌ତେଲ ଜଳଭଣ୍ଡାର ଭିତରୁ ବିସ୍ଥାପିତ ହୋଇନଥିବା କୁମିଆପାଲି ଗାଁର ପ୍ରାୟ ୧୦୦ ପରିବାର ଏବେ ବି ଗାଁରେ ରହିଛନ୍ତି। ବୁଧବାର ରାତିରେ…

ମୋଦି-ଶାହାଙ୍କୁ ରାହୁଲଙ୍କ କଡ଼ା ବାର୍ତ୍ତା, Gen Zଙ୍କୁ ନେଇ କହିଦେଲେ ଏମିତି

ନୂଆଦିଲ୍ଲୀ,୩୧।୭: ଲୋକସଭାର ବିରୋଧୀ ଦଳନେତା ରାହୁଲ ଗାନ୍ଧୀ ପୁଣିଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ କଡ଼ା ସମାଲୋଚନା କରିଛନ୍ତି । ଶୁକ୍ରବାର ସେ…

ବର୍ଷାରେ ଭାଙ୍ଗିଲା ଝାଟିମାଟି ଘର: ସାହାରା ଖୋଜୁଛନ୍ତି ସମସ୍ତ ସରକାରୀ ଯୋଜନାରୁ ବଞ୍ଚିତ ସନ୍ତୋଷ

ନୂଆପଡା,୩୧ା୭ (ମକାରୁ ବେମାଲ): କୋମନା ବ୍ଲକ ଅନ୍ତର୍ଗତ ଜଡାମୁଣ୍ଡା ଗଁାର ସନ୍ତୋଷ ପ୍ରଧାନୀ (୬୮) ବର୍ଷ ବର୍ଷ ଧରି ଏକ ଝାଟିମାଟି ବାଉଁଶ ଓ ପଲିଥିନରେ ତିଆରି…

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ମୋଦିଙ୍କ ତ୍ୱଚା ଦେଶର ଭବିଷ୍ୟତ ଅପେକ୍ଷା ଅଧିକ ଉଜ୍ଜ୍ୱଳ: ଏମିତି କାହିଁକି କହିଲେ ଅଭିଜିତ୍‌ ଦୀପକେ

ନୂଆଦିଲ୍ଲୀ,୩୧।୭: ଲୋକ ସଭା ପରେ, ରାଜ୍ୟ ସଭା ଏବେ ପେପର ଲିକ ବିରୋଧୀ ସଂଶୋଧନ ବିଲ,୨୦୨୬କୁ ମଧ୍ୟ ଅନୁମୋଦନ କରିଛି। ରାଷ୍ଟ୍ରପତିଙ୍କ ସମ୍ମତି ପାଇବା ପରେ ଏହି…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri