Posted inଜାତୀୟ

ଛାଡୁନି ସୋସିଆଲ୍‌ ମିଡ଼ିଆ, ମହିଳା ଦିବସରେ ମହିଳାଙ୍କୁ ସମର୍ପିତ ହେବ ଆକାଉଣ୍ଟ୍‌: ମୋଦି

ନୂଆଦିଲ୍ଲୀ,୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ୍‌ ମିଡ଼ିଆ ଛାଡୁଥିବା ନେଇ ସୋମବାର ରାତିରେ ଟୁଇଟ୍‌ କରି ସୂଚନା ଦେଇଥିଲେ। ଏହାକୁ ନେଇ ସୋସିଆଲ୍‌ ମିଡ଼ିଆ ୟୁଜରଙ୍କ ମଧ୍ୟରେ ନାନା ପ୍ରତିକ୍ରିୟା ପ୍ରକାଶ ପାଇବା ସହିତ ମୋଦିଙ୍କୁ ମନାଇବା ପାଇଁ କେତେକ ୟୁଜର ଉଦ୍ୟମ କରିଥିଲେ। ଜୋର୍‌ ସୋର୍‌ ଚର୍ଚ୍ଚା ମଧ୍ୟ ଜାରି ରହିଥିଲା। ଦୀର୍ଘ ୧୬ ଘଣ୍ଟାର ସସ୍‌ପେନ୍ସ୍‌ ପରେ ମୋଦି ଏହାର ସତ୍ୟତା ସମ୍ପର୍କରେ ମଙ୍ଗଳବାର ଅପରାହ୍ନ ୧ଟା ୧୬ରେ ପ୍ରକାଶ କରିଛନ୍ତି। ମୋଦି ଟୁଇଟ୍‌ କରି କହିଛନ୍ତି ଯେ, ସେ ସୋସିଆଲ୍‌ ମିଡ଼ିଆ ଛାଡୁ ନାହାଁନ୍ତି। ତେବେ ଆସନ୍ତା ମାର୍ଚ୍ଚ ୮ ମହିଳା ଦିବସରେ ନିଜର ସୋସିଆଲ୍‌ ମିଡ଼ିଆ ଆକାଉଣ୍ଟ୍‌କୁ ସେ ମହିଳାଙ୍କୁ ସମର୍ପିତ କରିବେ। ଏହାପରେ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଗଛରେ ଝୁଲୁଛି କଲରାପତରିଆ ବାଘର ମୃତଦେହ, ସ୍ଥାନୀୟ ଲୋକେ….

କବିସୂର୍ଯ୍ୟନଗର,୭।୭(କୃପାସିନ୍ଧୁ ସ୍ବାଇଁ):  ଗଞ୍ଜାମ କବିସୂର୍ଯ୍ୟନଗର ଜରଡ଼ ପାହଡ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । କଲରାପତରିଆ ବାଘକୁ ହତ୍ୟା ପରେ କେହି ନିମ୍ବ ଗଛରେ…

ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ: ଭାରତ ଯୋଗାଇବ ଇଣ୍ଡୋନେସିଆକୁ ସେହି ଅସ୍ତ୍ର, ଯାହା ପାକିସ୍ତାନକୁ ଥରାଇ ଦିଏ…

ନୂଆଦିଲ୍ଲୀ,୭।୭: ଭାରତ-ଇଣ୍ଡୋନେସିଆ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରତିରକ୍ଷା ଚୁକ୍ତି ଚୂଡ଼ାନ୍ତ ହୋଇଛି। ଭାରତ ମଙ୍ଗଳବାର ଇଣ୍ଡୋନେସିଆକୁ ବ୍ରହ୍ମୋସ କ୍ଷେପଣାସ୍ତ୍ର ଯୋଗାଇ ଦେବା ନେଇ ଚୁକ୍ତି ସ୍ବାକ୍ଷର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri