ଛାତରୁ ପଡ଼ି ରୋଷେୟା ମୃତ: ପୋଲିସର ତଦନ୍ତ ଆରମ୍ଭ

କଟକ ରୋଡ଼, ୫।୭(ଡି.ଏନ୍‌.ଏ.): ଲକ୍ଷ୍ମୀସାଗର ଥାନା ଅଞ୍ଚଳରେ ରହୁଥିବା ଜଣେ ରୋଷେୟାଙ୍କର ଗୁରୁବାର ବିଳମ୍ବିତ ରାତିରେ ଛାତରୁ ପଡ଼ିଯିବାରୁ ମୃତ୍ୟୁ ଘଟିଛି। ସେ ହେଲେ କଟକ ଜିଲା ନରସିଂହପୁର ଅଞ୍ଚଳର ସଞ୍ଜୟ ନାୟକ(୨୩)।
ପ୍ରକାଶ ଯେ, ନରସିଂହ ବମିଖାଲ ଅଞ୍ଚଳର ଏକ ଫାଷ୍ଟଫୁଡ୍‌ ଦୋକାନରେ ରୋଷେୟା ଭାବେ କାମ କରୁଥିଲେ। ଗୁରୁବାର ବିଳମ୍ବିତ ରାତିରେ ସେ ବମିଖାଲରେ ରହୁଥିବା ଘର ଛାତ ଉପରେ ଅନ୍ୟ ଜଣେ ବନ୍ଧୁଙ୍କ ସହ ବସିଥିଲେ। ତେବେ ଅସାବଧାନତା ଯୋଗେ ତଳକୁ ପଡ଼ିଯିବାରୁ ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଛି। ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇବା ସହ ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଗ୍ରାହକକୈନ୍ଦ୍ରିକ ଆଭିମୁଖ୍ୟ ଆମକୁ ସ୍ବତନ୍ତ୍ର କରିଛି: ଜୀବନ କୁମାର ବଡୁ

ଓଡ଼ିଶାର ବିଦ୍ୟୁତ୍‌ ଭିତ୍ତିଭୂମି କ୍ଷେତ୍ରର ଅନ୍ୟତମ ପ୍ରତିଷ୍ଠିତ ସଂସ୍ଥା ଭୁବନେଶ୍ୱରର ମଞ୍ଚେଶ୍ୱର ଶିଳ୍ପାଞ୍ଚଳସ୍ଥିତ ‘ଓଡ଼ିଶା ଟ୍ରାନ୍ସଫର୍ମର୍ସ ପ୍ରାଇଭେଟ ଲିମିଟେଡ’ (ଓଟିପିଏଲ୍‌) ର ପରିଚାଳନା ନିର୍ଦ୍ଦେଶକ ହେଉଛନ୍ତି ଜୀବନ…

ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

ଭୁବନେଶ୍ୱର,୭।୪: ଓଡ଼ିଆ ଚଳଚ୍ଚିତ୍ର ପ୍ରଯୋଜକ ରବି ସ୍ବାଇଁଙ୍କ ପରଲୋକ ଘଟିଛି। ସେ କିଛି ଦିନ ହେବ ଲିଭର ସିରୋସିସ୍‌ରେ ପୀଡ଼ିତ ହୋଇ ଚିକିତ୍ସାଧୀନ ଥିଲେ। ଚିକିତ୍ସାଧିନ ଅବସ୍ଥାରେ…

୫,୯୬୭ ଡାକ୍ତର ପଦ ଖାଲି, ଡିଗ୍ରୀଧାରୀଙ୍କୁ ମିଳୁନି ଚାକିରି: ଓପିଏସ୍‌ସି କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ

ଭୁବନେଶ୍ୱର/କଟକ, ୭।୪(ରବିନାରାୟଣ ଜେନା/ଶିଳ୍ପା ପ୍ରିୟଦର୍ଶିନୀ)ନିକଟରେ ବିଧାନସଭାର ବଜେଟ ଅଧିବେଶନ କାଳରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ପ୍ରଶ୍ନର ଉତ୍ତରରେ କହିଥିଲେ, ଡବ୍ଲ୍ୟୁଏଚ୍‌ଓ ମାନଦଣ୍ଡ ଅନୁଯାୟୀ ଆବଶ୍ୟକ ଡାକ୍ତର…

ରନ୍ଧନ ଗ୍ୟାସ୍‌ ବିକ୍ରି କଟକଣା: ଛାତ୍ରୀଛାତ୍ର, କର୍ମଜୀବୀ, ଶ୍ରମିକ ଚିନ୍ତାରେ

ଖୋଲା ବଜାରରେ ଖୁଚୁରାରେ ବିକ୍ରି ହେଉଥିବା ରନ୍ଧନ ଗ୍ୟାସ୍‌ ଆଉ ମିଳିବ ନାହିଁ। ହିତାଧିକାରୀ ଠିକ୍‌ ସମୟରେ ଗ୍ୟାସ୍‌ ପାଉ ନ ଥିବାବେଳେ ବେଆଇନ କାରବାର ବୃଦ୍ଧି…

ରାଜ୍ୟ ସଭାରେ ଶପଥ ନେଲେ ଓଡ଼ିଶାର ନବ ନିର୍ବାଚିତ ଏମପି, ଓଡ଼ିଆରେ କହିଲେ ମୁଁ….

ଭୁବନେଶ୍ବର,୬ା୪: ରାଜ୍ୟ ସଭାରେ ସୋମବାର ଓଡ଼ିଶାର ନବ ନିର୍ବାଚିତ ଏମପି ଶପଥ ନେଇଛନ୍ତି । ଓଡ଼ିଶାରୁ ୩ ଏମପି ମନମୋହନ ସାମଲ, ସନ୍ତୃପ୍ତ ମିଶ୍ର ଓ ଦିଲ୍ଲୀପ…

ବିଜେଡିକୁ ନେଇ ଏମିତି କହିଲେ ଗଣେଶ୍ବର: ସଂଗଠନ ଉପରେ ପ୍ରଭାବ…

ଭୁବନେଶ୍ୱର,୬।୪: ନେତା ଓ କର୍ମୀ ବିଜେଡି ଛାଡ଼ିବା ନେଇ ଗଣେଶ୍ବର ବେହେରା ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ସଂଗଠନ ଉପରେ ପ୍ରଭାବ ନିଶ୍ଚିତ ପଡ଼ିବ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri