ଛାତ୍ରୀଙ୍କୁ ଅସଦାଚରଣ, ଶିକ୍ଷକ ଅଟକ

ବଇଣ୍ଡା, ୨୭ା୩(ଡି.ଏନ.ଏ.)- ଅନୁଗୋଳ ଜିଲା ଆଠମଲ୍ଲିକ ବ୍ଲକ ଠାକୁରଗଡ ଥାନା ଅଞ୍ଚଳର ଜଣେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଜଣେ ଶିକ୍ଷକ ଅସଦାଚରଣ କରିଥିବା ଅଭିଯୋଗ ହୋଇଛି । ଛାତ୍ରୀଙ୍କ ପରିବାର ପକ୍ଷରୁ ଶୁକ୍ରବାର ଠାକୁରଗଡ ଥାନାରେ ଏ ନେଇ ଲିଖିତ ଅଭିଯୋଗ କରାଯାଇଛି। ପୋଲିସ ଥାନା ଅଞ୍ଚଳର ସମ୍ପୃକ୍ତ ପ୍ରାଥମିକ ସ୍କୁଲର ଶିକ୍ଷକଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି। ଥାନା ଆଇଆଇସି ଗବାକ୍ଷ ନାୟକଙ୍କ ସୂତ୍ରରୁ ପ୍ରକାଶ, ଛାତ୍ରୀଙ୍କୁ ଶିକ୍ଷକ ଜଣକ ଟିଉସନ କରୁଥିବାବେଳେ ବାରମ୍ବାର ତାଙ୍କୁ ଅସଦାଚରଣ କରୁଥିବା ପରିବାର ଲୋକ ଅଭିଯୋଗରେ ଦର୍ଶାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମରେ ଖୋଲିବନି ମଦ ଦୋକାନ: ଜିଲାପାଳ

ଛତ୍ରପୁର, ୪।୫(ଡି.ଏନ୍‌.ଏ.): ଗଞ୍ଜାମ ଜିଲାରେ ୨ କରୋନା ପଜିଟିଭ ରବିବାର ଚିହ୍ନଟ ହୋଇଛନ୍ତି। ଏହାଫଳରେ ଗଞ୍ଜାମ ଜିଲା ଗ୍ରୀନ୍‌ ଜୋନରୁ ତଳକୁ ଖସି ଅରେଞ୍ଜ ଜୋନକୁ...

ଗଣବଳାତ୍କାର ଅଭିଯୋଗରେ ୨ ଗିରଫ

ଖଲ୍ଲିକୋଟ,୧୪ା୩(ଡି.ଏନ.ଏ.): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଞ୍ଚଳର ୨ଜଣ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଗତ ଶୁକ୍ରବାର ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲାକୁ ଭିତ୍ତି କରି ଖଲ୍ଲିକୋଟ...

ଗରାବଡ଼ୁ ସେବକଙ୍କ କରୋନା ଟେଷ୍ଟ ଆରମ୍ଭ

ପୁରୀ ଅଫିସ,୨୯।୫: ଆସନ୍ତା ଜୁନ୍‌ ୫ ତାରିଖରେ ସ୍ନାନଯାତ୍ରା। ସ୍ନାନ ମଣ୍ଡପରେ ପ୍ରତ୍ୟକ୍ଷ ସ୍ନାନ କରିବେ ମହାପ୍ରଭୁ। ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି।...

ଏମ୍‌ସିଏଲ୍‌ ଖଣି ପରିଦର୍ଶନ କଲେ ସିଆଇଏଲ୍‌ ଅଧ୍ୟକ୍ଷ: ଉତ୍ପାଦନ ସହ ସୁରକ୍ଷାକୁ ଅଧିକ ପ୍ରାଧାନ୍ୟ

ତାଳଚେର,୨୮ା୨(ନି.ପ୍ର.) – ଦେଶ ଅଗ୍ରଗତି କରୁଥିବା ବେଳେ କୋଇଲାର ଚାହିଦା ଦିନକୁ ଦିନ ବଢୁଛି। ତେଣୁ କୋଇଲା ଉତ୍ପାଦନ ଓ ସୁରକ୍ଷାକୁ ଅଧିକ ପ୍ରାଧାନ୍ୟ ଦିଆଯିବ...

‘ପରୀକୁ ବଳି ଦିଆଯାଇଥିବା ସନ୍ଦେହ’

ନୟାଗଡ଼ ଅଫିସ,୪ା୧୨:ଏସ୍‌ଆଇଟି (ସ୍ପେଶାଲ ଇନ୍‌ଭେଷ୍ଟିଗେଶନ୍‌ ଟିମ୍‌) ଦ୍ୱାରା ପରୀ ହତ୍ୟା ଘଟଣାର ତଦନ୍ତ ଚାଲୁରହିଛି। ଏପରିସ୍ଥଳେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷା ସନ୍ଧ୍ୟାବତୀ...

ସାଳନ୍ଦୀ ହସ୍‌ପିଟାଲରେ ମାଗଣା ଡାଏଲେସିସ୍‌ କେନ୍ଦ୍ରକୁ ଉଦ୍‌ଘାଟନ କଲେ ରାଜ୍ୟପାଳ

ଭଦ୍ରକ ଅଫିସ, ୨୧।୮- ଭଦ୍ରକ ଜିଲା ମୋଟେଲ ଛକ ନିକଟସ୍ଥ ସାଳନ୍ଦୀ ହସ୍ପିଟାଲ ପରିସରରେ ରୋଟାରୀ କ୍ଲବ ପକ୍ଷରୁ ମାଗଣା ଡାଏଲେସିିସ୍‌ କେନ୍ଦ୍ର ବୁଧବାର ଉଦ୍‌ଘାଟିତ...

ଚମ୍ପୁଆ ବିଧାୟିକାଙ୍କ ଅଚାନକ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ: ତାଲା ପଡ଼ିଥିବା ଦେଖି ବିରକ୍ତି ପ୍ରକାଶ

ଯୋଡ଼ା,୧୨।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ବାସୁଦେବପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ରବିବାର ଅପରାହ୍ନ ପ୍ରାୟ ୩ଟାରେ ଚମ୍ପୁଆ ବିଧାୟିକା ମୀନାକ୍ଷୀ ମହାନ୍ତ ଅଚାନକ ଗସ୍ତ କରିଥିଲେ।...

ନାରାୟଣ ହାଇସ୍କୁଲ ଖେଳପଡ଼ିଆ ଉନ୍ନତୀକରଣ କାମ ହେଲାନି

ଶରଣକୁଳ,୨୧ା୪(ଡି.ଏନ.ଏ.): ରାଜ୍ୟ ସରକାର ପ୍ରତି ହାଇସ୍କୁଲର ଖେଳପଡ଼ିଆକୁ ମିନି ଷ୍ଟାଡିୟମରେ ପରିଣତ କରିବା ପାଇଁ ଲକ୍ଷାଧିକ ଟଙ୍କା ବ୍ୟୟ ବରାଦ କରୁଛନ୍ତି। ହେଲେ ଶରଣକୁଳ ନାରାୟଣ...

Advertisement
Archives

Model This Week