ଛାତ୍ରୀଙ୍କୁ ଅସଦାଚରଣ: ଶିକ୍ଷକ ଗିରଫ

ବନ୍ତ,୧୬।୨(ଡି.ଏନ.ଏ.)-ଭଦ୍ରକ ଜିଲା ବନ୍ତ ଥାନା ଅଧୀନ ଏକ ବିଦ୍ୟାଳୟର ଜଣେ ୫ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ପୋଲିସ ସମ୍ପୃକ୍ତ ଶିକ୍ଷକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଗିରଫ ଶିକ୍ଷକ ହେଲେ ସେହି ଅଞ୍ଚଳର ସଜୀବ ଦାସ। ଏ ନେଇ ପୋଲିସ ଏକ ମାମଲା(ନଂ.୧୪/୨୦) ରୁଜୁ କରିଛି।
ଅଭିଯୋଗରୁ ପ୍ରକାଶ ଯେ, ଗତ ଗୁରୁବାର ସମ୍ପୃକ୍ତ ଛାତ୍ରୀଙ୍କୁ ସହାୟକ ଶିକ୍ଷକ ସଜୀବ ଅସଦାଚରଣ କରିବା ପରେ ଏକଥା କାହାକୁ ନ କହିବା ପାଇଁ ଧମକ ଦେଇଥିଲେ। ଛାତ୍ରୀ ଜଣଙ୍କ ଭୟଭୀତ ହୋଇ ଏ ସମ୍ପର୍କରେ କାହାକୁ କହି ନ ଥିଲେ। ଝିଅ ଦୁଇଦିନ ଧରି ବିଦ୍ୟାଳୟକୁ ନ ଯିବାରୁ ପରିବାର ଲୋକେ କାରଣ ପଚାରିଥିଲେ। ଛାତ୍ରୀ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇବା ପରେ ତାଙ୍କ ମା’ ଶନିବାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ସଜୀବଙ୍କୁ ଥାନାକୁ ଆଣି ଅଟକ ରଖି ପଚରାଉଚରା କରିବା ପରେ କୋର୍ଟ ଚାଲାଣ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲ ଅଫିସରୁ ୬୩ ଲକ୍ଷ ଟଙ୍କା ଆତ୍ମସାତ

ଡାବୁଗାଁ, ୩୦।୫: ନବରଙ୍ଗପୁର ଜିଲା ଡାବୁଗାଁ ତହସିଲ କାର୍ଯ୍ୟାଳୟରେ ୬୩ ଲକ୍ଷ ୬୨ ହଜାର ୭୩ରୁ ଊର୍ଦ୍ଧ୍ୱ ଟଙ୍କାର ଆର୍ଥିକ ଅନିୟମିତତା ଅଭିଯୋଗରେ ବରିଷ୍ଠ ରାଜସ୍ବ...

ବସନ୍ତ ବିହାର କଣ୍ଟେନମେଣ୍ଟ ଜୋନ ଘୋଷଣା

ପାରଳାଖେମୁଣ୍ଡି, ୧୬।୪(ଡି.ଏନ୍‌.ଏ.): ଗଜପତି ଜିଲା ସଦର ମହକୁମା ପାରଳାଖେମୁଣ୍ଡି ପୌରପାଳିକାର ବସନ୍ତ ବିହାରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହାକୁ...

୭୧୭ ବୁଥ୍‌ରେ ୨ଲକ୍ଷ ୨୦ ହଜାର ଭୋଟର କରିବେ ମତଦାନ

ଜୁନାଗଡ/ଗୋଲାମୁଣ୍ଡା,୧୫।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ଆସନ୍ତା ୧୬ ତାରିଖରୁ ପ୍ରଥମ ପର୍ଯ୍ୟାୟ ମତଦାନ ଅନୁଷ୍ଠିତ ହେବ। ଏହିକ୍ରମରେ କଳାହାଣ୍ଡି ଜିଲାର ପ୍ରଥମ ପର୍ଯ୍ୟାୟରେ ଜୁନାଗଡ...

ସମ୍ବଲପୁର ସହରରେ ପଶିଲା ବନ୍ୟାଜଳ

ସମ୍ବଲପୁର,୨୯।୮(ବ୍ୟୁରୋ)-ଶନିବାର ହୀରାକୁଦ ଜଳଭଣ୍ଡାରରୁ ୪୬ ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସନ ହେଉଛି । ମହାନଦୀ ପିଛିଲା ପାଣିରେ ସମ୍ବଲପୁର ଜିଲାର ନଦୀ ନାଳଗୁଡ଼ିକ ଫୁଲି ଉଠିଛି...

ଗଡୁନି ଗାଡ଼ି, ଚିନ୍ତାରେ ଚାଳକ

ବଇଣ୍ଡା, ୮ା୬(ଡି.ଏନ.ଏ.)  ବଞ୍ଚିବା ପାଇଁ ବାଛିଥିବା ବାଟରୁ ରୋଜଗାର ମିଳୁନି। କରୋନା କଟକଣା ଯୋଗୁ ବୃତ୍ତିରେ ତାଲା ପଡିଛି। ଏବେ ସଂକ୍ରମଣ ଭୟଠାରୁ ବଳିଯାଇଛି ପେଟପାଟଣା ଚିନ୍ତା।...

ଚଢ଼ା ଦରରେ ସାମଗ୍ରୀ ବିକି ୨୭ ବ୍ୟବସାୟୀ ଗିରଫ

ଝାରସୁଗୁଡା ଅଫିସ,୧ା୪-ଝାରସୁଗୁଡା ସହର ଶୁକର ବଜାର ଡେଲି ମାର୍କେଟରେ ବିଭିନ୍ନ ଅତ୍ୟାବଶ୍ୟକ ସାମଗ୍ରୀ ଚଢ଼ା ଦରରେ ବିକ୍ରୟ କରୁଥିବା ଅଭିଯୋଗ ହେବା ପରେ ପ୍ରଶାସନ ବୁଧବାର...

ତହସିଲଦାର ସଫା କଲେ କାର୍ଯ୍ୟାଳୟ ପରିସର

ଶେରଗଡ଼,୯।୭(ଡି.ଏନ.ଏ.) : ଗଞ୍ଜାମ ଜିଲା ଶେରଗଡ଼ ତହସିଲ କାର୍ଯ୍ୟାଳୟ ପରିସରକୁ ମଙ୍ଗଳବାର କର୍ମଚାରୀମାନେ ମିଶି ସଫା କରିଛନ୍ତି। ଏହାକୁ ତହସିଲଦାର ଡ଼. ଦୟାସିନ୍ଧୁ ପରିଡା ସଫା...

ପରିଚାଳନା ତ୍ରୁଟିରୁ ରକ୍ତ ଅଭାବ

ନୟାଗଡ଼ ଅଫିସ,୨୧ା୨:ପରିଚଳାନାରେ ତ୍ରୁଟି କାରଣରୁ ସଙ୍କଟରେ ନୟାଗଡ଼ ଜିଲା ମୁଖ୍ୟ ଚିକିସତ୍ାଳୟ ପରିସରରେ ଥିବା ରକ୍ତ ଭଣ୍ଡାର । ଫେବୃୟାରୀରେ ଶୂନ୍ୟ ହୋଇ ଯାଉଛି ରକ୍ତ...

Advertisement
Archives

Model This Week