ଛାତ୍ରୀଙ୍କୁ ଆଡ୍‌ମିଟ୍‌ କାର୍ଡ ମିଳି ନ ଥିବା ପ୍ରସଙ୍ଗ: ଜିଲାପାଳଙ୍କୁ ଲିଖିତ ଅଭିଯୋଗ କଲେ ବାପା

ଗଞ୍ଜାମ,୧୪।୨(ଡି.ଏନ୍‌.ଏ.): ମାଟ୍ରିକ୍‌ ପରୀକ୍ଷା ଆଉ ମାତ୍ର ୫ ଦିନ ଥିବା ବେଳେ ଗଞ୍ଜାମ ବ୍ଲକ ହୁମାଠାରେ ଥିବା ବୀରଭଦ୍ର ହାଇସ୍କୁଲ ଦଶମ ଶ୍ରେଣୀ ଛାତ୍ରୀ ଡି. ଲିଲି ରେଡିଙ୍କ ଆଡ୍‌ମିଟ୍‌ କାର୍ଡ ଏଯାବତ୍‌ ଆସିନାହିଁ। ଏହି ଘଟଣାରେ ଲିଲିଙ୍କ ବାପା ବାପା ଡି. ଭାସ୍କର ରେଡି ଶୁକ୍ରବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେଙ୍କୁ ଭେଟି ଲିଖିତ ଅଭିଯୋଗ କରିଛନ୍ତି । ଆଡ୍‌ମିଟ୍‌ କାର୍ଡ ଆସି ନ ଥିବା ଯୋଗୁ ଝିଅ ଦୁଶ୍ଚିନ୍ତାରେ ରହୁଥିବା ଜିଲାପାଳଙ୍କୁ ଅବଗତ କରାଇବା ସହ ଏକ ବର୍ଷର ପରିଶ୍ରମ ନଷ୍ଟ ହେବା ନେଇ କହିଥିଲେ।
ସୂଚନାଯୋଗ୍ୟ, ଲିଲି ଫର୍ମଫିଲପ ପାଇଁ ପ୍ରଧାନ ଶିକ୍ଷକ ଦାୟିତ୍ୱରେ ଥିବା ବିଜ୍ଞାନ ଶିକ୍ଷକ ସୁନୀଲ ବେହେରାଙ୍କୁ ଟଙ୍କା ଦେଇଥିଲେ । ମାତ୍ର ତାଙ୍କ ଭୁଲ ଯୋଗୁ ବର୍ତ୍ତମାନ ସେ ପରୀକ୍ଷା ଦେବାରୁ ବଞ୍ଚିତ ହେବେ ବୋଲି ଡି. ଭାସ୍କର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାଜେନ୍ଦ୍ର ହତ୍ୟା ଘଟଣାର ପର୍ଦ୍ଦାଫାଶ, ମୁଖ୍ୟ ଅଭିଯୁକ୍ତ ଗିରଫ

ଟିଟିଲାଗଡ଼, ୨୪।୬ (ଡି.ଏନ.ଏ.): ବଲାଙ୍ଗୀର ଜିଲା ଟିଟିଲାଗଡ ଥାନା ଅନ୍ତର୍ଗତ ଘଣ୍ଟବାହାଲି ଗ୍ରାମର ରାଜେନ୍ଦ୍ର ଛତର ହତ୍ୟା ଘଟଣାର ପର୍ଦ୍ଦାଫାଶ କରିଛି ପୋଲିସ। ଏହି ଘଟଣାର...

ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ସହାୟତା କଲେ ଚମ୍ପୁଆ ଡାକ୍ତର

ଚମ୍ପୁଆ, ୨।୫(ଡି.ଏନ.ଏ.)- କରୋନା ମହାମାରୀର ମୁକାବିଲାପାଇଁ ରାଜ୍ୟସରକାର ବହୁବିଧି ପଦକ୍ଷେପ ନେଇଥିବାରୁ ଦେଶରେ ଓଡିଶାର ସମ୍ମାନ ବୃଦ୍ଧି କରିଥିବା ବେଳେ କରୋନା ଯୋଦ୍ଧା ଭାବରେ ସେବା...

ଅସହାୟଙ୍କୁ ନିଜ ଖାଦ୍ୟ ଦେଲେ କନେଷ୍ଟବଳ

ବାଲିଗୁଡା,୨୮ା୪(ଡି.ଏନ୍‌.ଏ.)- କରୋନା ପାଇଁ ଲକ୍‌ଡାଉନ ପରେ ବହୁ ଲୋକ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଲୋକେ ଘରେ ରହିଥିବାବେଳେ ପୋଲିସ କର୍ମଚାରୀ ସେମାନଙ୍କ...

କରୋନା ଭୟରେ ମିଳୁନି ସାଧାରଣ ସ୍ବାସ୍ଥ୍ୟସେବା

ଚୌଦ୍ୱାର,୩ା୪ (ଡି.ଏନ୍‌.ଏ): କରୋନା ଭୂତାଣୁ ବ୍ୟାପିବା ଆଶଙ୍କାରେ ସାରା ଦେଶରେ ଲକ୍‌ଡାଉନ ଘୋଷଣା ଥିବାବେଳେ ଚୌଦ୍ୱାରରେ ମଧ୍ୟ ଏହାକୁ କଡ଼ାକଡ଼ି ପାଳନ କରାଯାଇଛି। ସାଧାରଣ ଲୋକ...

ଗଛ ବଞ୍ଚାଇଦେଲା ଜୀବନ:ନାଳରେ ଭାସି ଯାଇଥିବା ବୃଦ୍ଧା ଉଦ୍ଧାର

ରାସୋଳ, ୨୯ା୧୦(ଡି.ଏନ.ଏ) ଗଛ ବଞ୍ଚାଇଦେଲା ବୃଦ୍ଧାଙ୍କ ଜୀବନ। ଘଟଣା ଘଟିଛି ଢେଙ୍କାନାଳ ଜିଲା ହିନ୍ଦୋଳ ଥାନା ବାହାଲୁଣ୍ଡା ଗ୍ରାମ ନିକଟରେ। ରବିବାର ରାତିରେ ସ୍ଥାନୀୟ ବଡଯୋରା...

ଭିଡ଼ିଓ କନଫେରେନ୍ସିଂରେ ସରପଞ୍ଚଙ୍କ ସହିତ କଥାହେଲେ ମୁଖ୍ୟମନ୍ତ୍ରୀ

ବରଗଡ଼ ଅଫିସ୍‌,୨୨।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ସରପଞ୍ଚମାନଙ୍କ ସହିତ ଭିଡ଼ିଓ କନଫେରେନ୍ସିଂ ଜରିଆରେ କଥାବାର୍ତ୍ତା କରି ବିଭିନ୍ନ ପରାମର୍ଶ ଦେଇଛନ୍ତି। ଲକ୍‌ ଡାଉନ କଟକଣା...

ରାସ୍ତା ପାଲଟିଛି ଦୁର୍ଗମ: ଖମ୍ବ ପୋତି ପ୍ରତିବାଦ ଜଣାଇଲେ ଗ୍ରାମବାସୀ, ଜିଲାପାଳ ଦୃଷ୍ଟି ଦେବାକୁ ଦାବି

ବାଲିଆପାଳ, ୨୭ା୮(ଡି.ଏନ.ଏ.)-ବାଲିଆପାଳ ବ୍ଲକ ବଡାଶ ପଞ୍ଚାୟତ ଜଗାଇ ହାକାଣ୍ଡ ପୋଖରୀରୁ ମାଣିକ ସିମୁଳିଆସ୍ଥିତ ପ୍ରଜାପିତା ବ୍ରହ୍ମାକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ(ବିନ୍ଦୁ ଧର୍ମ)ଆଶ୍ରମ ପର୍ଯ୍ୟନ୍ତ ରାସ୍ତା ଦୁର୍ଗମ ହୋଇପଡିଛି।...

ଭତ୍ତା ହିତାଧିକାରୀଙ୍କୁ କରୋନା ସୁରକ୍ଷା କିଟ୍‌

କେନ୍ଦ୍ରାପଡା ଅଫିସ, ୨୨।୪-କେନ୍ଦ୍ରାପଡ଼ା ଜିଲା ସାମାଜିକ ସୁରକ୍ଷା ବିଭାଗ ପକ୍ଷରୁ ବରିଷ୍ଠ ଭତ୍ତା ହିତାଧିକାରୀଙ୍କୁ କରୋନା ସୁରକ୍ଷା କିଟ୍‌ ବୁଧବାର ପ୍ରଦାନ କରାଯାଇଛି। ଜିଲାର ୮୦...

Coronavirus Update

Archives

Model This Week

Why Dharitri