ଛାତ୍ରୀଙ୍କୁ ଗଣବଳାତ୍କାର ଅଭିଯୋଗ, ୨ ଯୁବକ ଅଟକ

ଆଳି, ୯।୧୦ (ଡି.ଏନ୍‌.ଏ.): ଆଳି ଥାନା ଅଞ୍ଚଳର ଜନୈକା ନବମ ଶ୍ରେଣୀ ଛାତ୍ରୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗରେ ବୁଧବାର ମାନପୁର ଅଞ୍ଚଳର ୨ଜଣ ଯୁବକଙ୍କୁ ପୋଲିସ ଅଟକ ରଖି ପଚରାଉଚୁରା କରୁଛି। ଘଟଣା ମୁତାବକ, ଗତ ୬ ତାରିଖ ରାତିରେ ପୀଡ଼ିତା ବାହାରକୁ ପରିସ୍ରା କରିବାକୁ ଆସିଥିବା ବେଳେ ଅଭିଯୁକ୍ତ ଦ୍ୱୟ ତାଙ୍କୁ ଉଠାଇ ନେଇ ବଳାତ୍କାର କରିଥିଲେ। ତେବେ ନାବାଳିକାଙ୍କ ଚିତ୍କାର ଶୁଣି ପଡୋଶୀମାନେ ଉଠିଯିବାରୁ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଘଟଣାର ଗୋଟିଏ ଦିନ ପରେ ପୀନିତାଙ୍କ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ୧୭୮/୧୯ ନଂ.ରେ ଏକ ମାମଲା ରୁଜୁ କରିଛି। ଏଥିସହ ଅଭିଯୁକ୍ତ ଦ୍ୱୟଙ୍କୁ ଅଟକ ରଖି ପଚରାଉଚୁରା ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁୁପ୍ରିମକୋର୍ଟଙ୍କ କଡ଼ା ନିର୍ଦ୍ଦେଶ, ଏମାନଙ୍କୁ ଆଉ ମିଳିବନି ପେଟ୍ରୋଲ…

ନୂଆଦିଲ୍ଲୀ,୪।୮: ବିନା ଥାର୍ଡ ପାର୍ଟି ବୀମାରେ ଚାଲୁଥିବା ଗାଡ଼ିକୁ ନେଇ କଠୋର ହେଲେ ସୁପ୍ରିମକୋର୍ଟ। ଅଦାଲତ କହିଛନ୍ତି ଯେଉଁ ଗାଡ଼ିଗୁଡ଼ିକର ବୈଧ ଥାର୍ଡ ପାର୍ଟି ବୀମା ନାହିଁ…

ଡୁଙ୍ଗୁରିପାଲିରେ ପ୍ରଶାସନିକ କାର୍ଯ୍ୟାନୁଷ୍ଠାନ: ଜବରଦଖଲମୁକ୍ତ ହେଲା ସମବାୟ ସମିତିର ଗୋଦାମ ଗୃହ

ଡୁଙ୍ଗୁରିପାଲି, ୪।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଆଞ୍ଚଳିକ ସମବାୟ ବାଣିଜ୍ୟ ସମିତି ଲିଃ ର ଏକ ପୁରାତନ ଗୋଦାମ ଗୃହକୁ ଦୀର୍ଘ ବର୍ଷ ଧରି ଜବରଦଖଲ…

ବିଜୟଙ୍କ ଉପରେ ସଙ୍ଗୀନ ଅଭିଯୋଗ ଆଣିଲେ ଜୁନିୟର ଷ୍ଟାଲିନ୍‌, କହିଲେ ମୋ ସହ…

ନୂଆଦିଲ୍ଲୀ,୪।୮: ତାମିଲନାଡୁର ବିରୋଧୀ ଦଳ ନେତା ଏବଂ ଡିଏମକେ ନେତା ଉଦୟନିଧି ଷ୍ଟାଲିନ୍ ମଙ୍ଗଳବାର ଦିନ ଟିଭିକେ ସରକାରଙ୍କ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଛନ୍ତି। ଏକ ଜନସଭାରେ…

ଉପନିର୍ବାଚନରେ ପରାଜୟ ପରେ ଭାଜପାର ବଡ଼ ଆକ୍ସନ, ଭାଙ୍ଗିଦେଲା ଦଳର…

ନୂଆଦିଲ୍ଲୀ,୪।୮: ଦତିଆ ବିଧାନସଭା ଉପନିର୍ବାଚନରେ ମିଳିଥିବା ଶୋଚନୀୟ ପରାଜୟ ପରେ ଭାଜପା ଏକ ବଡ଼ ନିଷ୍ପତ୍ତି ନେଇଛି। ଦଳ ସଂଗଠନରେ ପରିବର୍ତ୍ତନ ଆଣିବା ଉଦ୍ଦେଶ୍ୟରେ ସମଗ୍ର ଜିଲ୍ଲା…

ନିୟମିତ ଭାବେ ରାସ୍ତା ଅବରୋଧକୁ କେନ୍ଦ୍ର କରି ମାରପିଟ୍, ଅଭିଯୁକ୍ତ ବାପା-ପୁଅ ଗିରଫ

ବଞ୍ଚୋ, ୪।୮(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଥାନା ଅନ୍ତର୍ଗତ ଶିବରାୟଣପୁର ଗ୍ରାମରେ ରାସ୍ତା ଅବରୋଧକୁ କେନ୍ଦ୍ର କରି ଘଟିଥିବା ମାରପିଟ୍ ଘଟଣାରେ ପୋଲିସ ବାପା ଓ ପୁଅଙ୍କୁ ଗିରଫ…

କଳାହାଣ୍ଡି-ନୂଆପଡ଼ା ଲାଇଫ୍ ଲାଇନ୍ ତୁର୍କେଲ ପୋଲ ଅଚଳ: ୧୧ ମାସ ହେଲା ଯୋଗାଯୋଗ ବିଚ୍ଛିନ୍ନ, କଂଗ୍ରେସର ବିଶାଳ ପଦଯାତ୍ରା

ଭବାନୀପାଟଣା, ୪।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଓ ନୂଆପଡ଼ା ଜିଲାର ‘ଲାଇଫ୍ ଲାଇନ୍’ କୁହାଯାଉଥିବା ଭବାନୀପାଟଣା ବ୍ଲକର ତୁର୍କେଲ ବ୍ରିଜ୍ ବିପଦସଂକୁଳ ହୋଇପଡ଼ିଥିବାରୁ ଗତ ୧୧ ମାସ…

ପୃଥିବୀରେ ମାଡ଼ ହେବ ଭୟଙ୍କର ଆଷ୍ଟ୍ରୋଏଡ, ବୈଜ୍ଞାନିକ କହିଦେଲେ ତାରିଖ; ୨୨ଟି ପରମାଣୁ ବୋମା ଭଳି ଘଟିବ ପ୍ରଳୟ !

ନୂଆଦିଲ୍ଲୀ,୪।୮: ପୃଥିବୀରେ ମାଡ଼ ହେବ ବିରାଟ ଆଷ୍ଟ୍ରୋଏଡ୍ । ଧ୍ୱଂସ ହୋଇଯିବ ସବୁ କିଛି । ଛାରଖାର ହୋଇଯିବ ପୃଥିବୀ। ଯାହାକୁ ନେଇ ବୈଜ୍ଞାନିକମାନେ ଛାନିଆ ହେଲେଣି…

ହାଟଡିହୀରେ ଅଭାବନୀୟ ଚିତ୍ର: ଖଟିଆରେ ଭାଲିଆ ନାଳ ପାର ହେଲେ ରୋଗୀ, ରାସ୍ତା-ପୋଲ ନଥିବାରୁ ଦୁର୍ଦ୍ଦଶାରେ…

ହାଟଡିହୀ, ୪।୮ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ କେ. ବାଲିପାଳ ପଞ୍ଚାୟତ ଅନ୍ତର୍ଗତ ମଲ୍ଲିପଶି ଗ୍ରାମକୁ ପକ୍କା ରାସ୍ତା ଏବଂ ନାଳ ଉପରେ ପୋଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri