ଛାତ୍ରୀଙ୍କୁ ଟ୍ୟୁଶନ ଶିକ୍ଷକଙ୍କ ଅସଦାଚରଣ

ଭୁବନେଶ୍ୱର,୫ା୧୦(ବ୍ୟୁରୋ): ଗୁରୁ-ଶିଷ୍ୟ ଭଳି ପବିତ୍ର ସମ୍ପର୍କରେ ପୁଣି ଲାଗିଛି କଳଙ୍କର ଛିଟା। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଜଣେ ଟ୍ୟୁଶନ ଶିକ୍ଷକ ତାଙ୍କ ଛାତ୍ରୀଙ୍କୁ ଅସଦାଚରଣ କରିଛନ୍ତି। ଛାତ୍ରୀଙ୍କ ନିକଟରୁ ଏ ସମ୍ପର୍କରେ ପରିବାର ଲୋକେ ଜାଣି ଶୁକ୍ରବାର ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଏକ କେସ୍‌ (ନଂ.୩୮୩/୧୯) ରୁଜୁ କରିବା ସହ ଅଭିଯୁକ୍ତ ଶିକ୍ଷକଙ୍କୁ ଥାନାକୁ ଆଣି ଅଟକ ରଖିଛି। ଥାନା ଅଧିକାରୀ ବିଶ୍ୱରଞ୍ଜନ ନାୟକ କହିଛନ୍ତି, ଅଭିଯୁକ୍ତ ହେଲେ ଜୟକୃଷ୍ଣ ନାୟକ(୫୫)। ତାଙ୍କୁ ପଚରାଉଚରା କରାଯାଉଛି, ଏହାପରେ ଗିରଫ କରାଯାଇ ଶନିବାର କୋର୍ଟ ଚାଲାଣ କରାଯିବ। ଜୟକୃଷ୍ଣଙ୍କ ନିକଟକୁ ଗୁରୁବାର ସନ୍ଧ୍ୟାରେ ସମ୍ପୃକ୍ତା ଛାତ୍ରୀ ଟିଉସନ୍‌ ଆସିଥିଲେ। ଜୟକୃଷ୍ଣ ଟ୍ୟୁଶନ ଶେଷ କରିବା ପରେ ସମସ୍ତଙ୍କୁ ବିଦା କରି ଦେଇ ଉକ୍ତ ଛାତ୍ରୀଙ୍କୁ ଅଟକାଇ ଜୋର ଜବରଦସ୍ତ ଅସଦାଚରଣ କରିଥିଲେ। ଛାତ୍ରୀ ଜଣକ ସେଠାରୁ ଖସି ଆସି ପରିବାର ଲୋକଙ୍କୁ ସବୁ କଥା ଜଣାଇଥିଲେ। ଏହା ପରେ ପରିବାର ଲୋକେ ଏ ନେଇ ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ନଦୀବନ୍ଧ, ଡ୍ରେନେଜ ଚିହ୍ନଟ କରି ମରାମତି ଉପରେ ଗୁରୁତ୍ୱ

ବାଲେଶ୍ୱର ଅଫିସ, ୨।୬-ବାଲେଶ୍ୱର ଜିଲାକୁ ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରୁ ରକ୍ଷା କରିବା ଲାଗି ସୋମବାର ପୂର୍ବାହ୍ନରେ ଜିଲାପାଳଙ୍କ ସଦ୍‌ଭାବନା ସଭାଗୃହରେ ଜିଲାସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି...

କୃଷି ବିଲ୍‌ରେ ବିଜେଡି ଅସ୍ପଷ୍ଟ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପଦାଙ୍କ ଅନୁସରଣ କରି ବିବାଦୀୟ ୩ କୃଷି ଆଇନ ଢାଞ୍ଚାରେ ରାଜ୍ୟ ସରକାର ଓଡ଼ିଶା କୃଷିଜାତ ଦ୍ରବ୍ୟ ଓ ପ୍ରାଣୀସମ୍ପଦ ବିପଣନ(ବିକାଶ...

କିଶୋରନଗରରେ ବଢୁଛି ଚୋରା ମଦ କାରବାର: ଅବକାରୀ ବିଭାଗ ନୀରବ, ସାଧାରଣରେ ଅସନ୍ତୋଷ

ବଇଣ୍ଡା,୧୮।୬(ଡି.ଏନ.ଏ.)-ଅନୁଗୋଳ ଜିଲା କିଶୋରନଗର ଥାନା ବାମୁର, କିଶୋରନଗର, ବାଟିମୁଣ୍ଡା, ସଞ୍ଜାମୁରା, ହିମିତିରା, ଅଙ୍ଗପଡ଼ା, ତୁରୁଡା, ରଣିଆକଟା ଆଦି ବିଭିନ୍ନ ଗ୍ରାମରେ ଚୋରା ମଦ କାରବାର ବୃଦ୍ଧି...

କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ଘୋଷଣା

ଭୁବନେଶ୍ୱର, ୨୮।୮(ବ୍ୟୁରୋ): ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ତରଫରୁ ଦୁଇବର୍ଷ ପାଇଁ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ସମ୍ମାନ ଘୋଷଣା କରାଯାଇଛି। ଅଭିନୟ ଓ ନିର୍ଦ୍ଦେଶନା...

ଅଙ୍ଗନଓ୍ବାଡି ପିଲାଙ୍କୁ ମିଳିବ ଚୁନାମାଛ

ଭୁବନେଶ୍ୱର,୧୧।୧୧(ବ୍ୟୁରୋ): ଅଙ୍ଗନଓ୍ବାଡି ପିଲାଙ୍କୁ ସୁଷମ ଖାଦ୍ୟ ଦିଆଯାଉଥିଲା। ତେବେ ପୃଷ୍ଟି ପାଇଁ ସେମାନଙ୍କୁ ଅଣ୍ଡା, ଛତୁଆ ଦିଆଯାଉଥିବା ବେଳେ ଏହି ତାଲିକାରେ ବର୍ତ୍ତମାନ ଚୁନାମାଛ ସାମିଲ୍‌...

ଉପରମୁହାଁ ସଂକ୍ରମଣ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୨୨ ପଜିଟିଭ୍‌

ଭୁବନେଶ୍ୱର,୨୦।୭(ବ୍ୟୁରୋ) : ରାଜ୍ୟରେ ସଂକ୍ରମଣ ଉପରମୁହାଁ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଚିହ୍ନଟ...

ସମ୍ବଲପୁର ଗସ୍ତରେ ପୋଲିସ ଡିଜି: ଅପରାଧ ନିୟନ୍ତ୍ରଣ, ୫-ଟି କାର୍ଯ୍ୟକାରିତା ନେଇ ସମୀକ୍ଷା

ସମ୍ବଲପୁର,୬।୨(ବ୍ୟୁରୋ)-ପୋଲିସ ଡିଜି ଅଭୟ ଗୁରୁବାର ଦିନିକିଆ ସମ୍ବଲପୁର ଗସ୍ତରେ ଆସିଛନ୍ତି। ଏହି ଅବସରରେ ଉତ୍ତରାଞ୍ଚଳ ଡିଭିଜନ ଜିଲାର ଏସ୍‌ପିମାନଙ୍କୁ ନେଇ ସେ ସମୀକ୍ଷା ବୈଠକ କରିଥିଲେ।...

ବାଲିଯାତ୍ରାକୁ ଜାତୀୟ ନୌବାଣିଜ୍ୟ ପର୍ବର ମାନ୍ୟତା ଦେବାକୁ ଦାବି: କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩।୧୧(ବ୍ୟୁରୋ): କଟକ ବାଲିଯାତ୍ରାକୁ ରାଜ୍ୟସ୍ତରୀୟ ମାନ୍ୟତା ପ୍ରଦାନ କରାଯିବା ପରେ ଏବେ ଏହାକୁ ‘ଜାତୀୟ ନୌବାଣିଜ୍ୟ ଐତିହ୍ୟ ପର୍ବ’ର ମାନ୍ୟତା ଦେବାକୁ ରାଜ୍ୟ ସରକାର ଦାବି...

Advertisement
Archives

Model This Week