ଛାତ୍ରୀଙ୍କୁ ଯୌନ ନିର୍ଯାତନା: ଶିକ୍ଷକ ଅଟକ

ସୋର, ୨୦ା୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ବ୍ଲକ ନଦୀଗାଁ ପଞ୍ଚାୟତ ଅଞ୍ଚଳରେ ଥିବା ଏକ ଆବାସିକ ବିଦ୍ୟାଳୟର ଜଣେ ଛାତ୍ରୀ ଯୌନ ନିର୍ଯାତନାର ଶିକାର ହୋଇଥିବା ଅଭିଯୋଗ ହୋଇଛି। ତାଙ୍କ ଗୁରୁତର ଅବସ୍ଥାରେ କଟକ ବଡ଼ ଡାକ୍ତରଖାନା ଆଇସିୟୁରେ ଭର୍ତ୍ତି କରାଯାଇଛି। ସୋର ପୋଲିସ ଏକ ମାମଲା(ନଂ. ୫୭୬/୧୯) ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରିଛି। ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଥିବା ସନ୍ଦେହ କରି ଜଣେ ଶିକ୍ଷକ ଏବଂ ଜଣେ ଛାତ୍ରଙ୍କୁ ଅଟକ ରଖି ପଚରାଉଚୁରା କରୁଛି।
ବାସୁଦେବପୁର ଅଞ୍ଚଳର ଦୁଇ ଭଉଣୀ ଏହି ବିଦ୍ୟାଳୟରେ ପଢନ୍ତି। ଅଷ୍ଟମ ଶ୍ରେଣୀରେ ପଢୁଥିବା ଛାତ୍ରୀଜଣକ ହଠାତ୍‌ ଅସୁସ୍ଥ ହୋଇପଡିଥିଲେ। ଖବରପାଇ ତାଙ୍କ ମା’ ସେଠାରେ ପହଞ୍ଚି ଝିଅଙ୍କୁ ଚିକିତ୍ସା ପାଇଁ କଟକ ବଡ ଡାକ୍ତରଖାନା ନେଇଯାଇଥିଲେ। ସେଠାରେ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ଏଥିରେ ଜଣେ ଶିକ୍ଷକ ସମ୍ପୃକ୍ତ ଥିବା ଅନ୍ୟ ଭଉଣୀଜଣକ ମା’ ପାଖରେ କହିବା ପରେ ଛାତ୍ରୀଙ୍କ ବାପା ସୋର ଥାନାରେ ଅଭିଯୋଗ କରିଛନ୍ତି। ସୋର ପୋଲିସ କଟକ ଯାଇ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ସେବା ସମବାୟ ସମିତି: ୧୧୪୧ ସଭ୍ୟଙ୍କ ମଧ୍ୟରୁ ୧୬୯ ଭୋଟ ଦେଇପାରିବେ

ପଦ୍ମପୁର,୨୧।୫(ଡି.ଏନ୍‌.ଏ): ରାଜ୍ୟ ସରକାରଙ୍କ ନିଷ୍ପତ୍ତିକ୍ରମେ ଜୁନ ୧୯ ଓ ୨୬ ତାରିଖରେ ରାଜ୍ୟରେ ସମବାୟ ସମିତି ନିର୍ବାଚନ ହେବ। ଏହି କ୍ରମରେ ଜୁନ୍‌ ୨୬ରେ ପଦ୍ମପୁର...

ଆକାଂକ୍ଷା ପକ୍ଷରୁ ସହାୟତା

ଖଇରା, ୨୧।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ସବଡିଭିଜନରେ ବିଦ୍ୟୁତ ପରିଚାଳନା ଦାୟିତ୍ୱରେ ଥିବା ଆକାଂକ୍ଷା ପାୱାର ପକ୍ଷରୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିକୁ ଅର୍ଥଦାନ କରାଯାଇଛି ା ଆକାଂକ୍ଷାର...

କୁମ୍ଭାରିପଦାର ପାହାଡ଼ ଭୁସ୍ଖଳନ ଘଟଣା: ୪୦୦ ଲୋକଙ୍କୁ ହାତୀମୁଣ୍ଡା ସ୍ଥାନାନ୍ତର କଲା ପ୍ରଶାସନ

ଦାରିଙ୍ଗବାଡି,୬।୧୦(ଡି.ଏନ୍‌.ଏ.): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅନ୍ତର୍ଗତ ହାତୀମୁଣ୍ଡା ପଞ୍ଚାୟତର କୁମ୍ଭାରିପଦାର ଗ୍ରାମ ନିକଟରେ ଥିବା ପାହାଡ ଭୁସ୍ଖଳନ ଘଟଣାକୁ ଜିଲାପାଳ ଆଶିଷ ଈଶ୍ୱର ପାଟିଲ...

ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଉଦ୍‌ଯାପିତ

ଦେବଗଡ଼,୧୯ା୧(ଡ଼ି.ଏନ୍‌.ଏ.)-ଓରମାସ ଏବଂ ଜିଲା ପ୍ରଶାନର ମିଳିତ ଆନୁକୂଲ୍ୟରେ ଗତ ୨ରୁ ସ୍ଥାନୀୟ ଶନି ମନ୍ଦିର ନିକଟରେ ଆୟୋଜିତ ହେଉଥିବା ଜିଲାସ୍ତରୀୟ କ୍ଷୁଦ୍ର ପ୍ରଦର୍ଶନୀ ଗତ ୧୬...

ଫିକା ପଡ଼ିଲା ଭୂଧାରଚଣ୍ଡୀଙ୍କ ପୀଠରେ ରଜ : ବିନା ଭକ୍ତରେ ଅନୁଷ୍ଠିତ ହେବ ନିଆଁପାଟ, ଉଡ଼ା ପର୍ବ

ସଜନାଗଡ଼, ୧୩।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ବଜାରଠାରୁ ୫ କି.ମି. ଦୂର ସଜନାଗଡ଼ ଗ୍ରାମର ଆମ୍ରକୁଞ୍ଜ ମଧ୍ୟରେ ପ୍ରତିଷ୍ଠିତ ଦେବୀ ମା’ ଭୂଧାର ଚଣ୍ଡୀଙ୍କ ପୀଠରେ କାହିଁ...

ନାଳକୁ ଖସିଲା କାର: ଅଳ୍ପକେ ବର୍ତ୍ତିଲେ ଚାଳକ

ପାଟଣା,୧୪।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟ ଦେଇ ଯାଇଥିବା ୨୨୦ ନମ୍ବର ରାଞ୍ଚି ବିଜୟୱାଡା ଜାତୀୟ ରାଜପଥର ସ୍ବାମ ନାଳର ବାଇପାସ ନିକଟରେ ଏକ ଦୁର୍ଘଟଣା...

ସୁନ୍ଦରଗଡ଼ରେ ମମିତା ତାତି

ସୁନ୍ଦରଗଡ,୧୨।୧୧(ଡି.ଏନ୍‌.ଏ.): ମମିତା ମେହେର ହତ୍ୟା ଘଟଣାରେ ଗୃହ ରାଷ୍ଟ୍ର ମନ୍ତ୍ରୀଙ୍କ ବହିଷ୍କାର ଦାବିରେ କଂଗ୍ରେସର ୬ ଘଣ୍ଟିଆ ବନ୍ଦ ପାଳନ ସୁନ୍ଦରଗଡ଼ରେ ଶାନ୍ତିପୂର୍ଣ୍ଣ ଭାବେ ଦେଖିବାକୁୁ...

ପିଡିଏସ୍‌ ବଣ୍ଟନରେ ସାମାଜିକ ଦୂରତା ନିୟମ ଉଲ୍ଲଂଘନ

ସମ୍ବଲପୁର,୧।୪ (ବ୍ୟୁରୋ)- କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଲକ୍‌ ଡାଉନ ଜାରି ରହିଛି । ଏହି ପରିପେକ୍ଷୀରେ ରାଜ୍ୟ ସରକାର ଭତ୍ତା ଓ...

Advertisement
Archives

Model This Week