ଛାତ୍ରୀଙ୍କ ତଣ୍ଟି କାଟିଥିବା ଶିକ୍ଷକ ପଶ୍ଚିମବଙ୍ଗରୁ ଗିରଫ

ଭୋଗରାଇ, ୪।୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ଥାନା ଅଧୀନ ଦେହୁର୍ଦ୍ଦା ଗ୍ରାମର ବିଶ୍ୱଜିତ୍‌ ନାଥ (୨୮) ନାମକ ଟ୍ୟୁଶନ ଶିକ୍ଷକ ଯୁକ୍ତ ୨ କଲେଜ ଛାତ୍ରୀଙ୍କୁ ଗତ ୨ ତାରିଖ ରାତିରେ ତଣ୍ଟି କାଟି ଫେରାର ହୋଇଯାଇଥିଲେ। ବାଲେଶ୍ୱର ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ ଜଳେଶ୍ୱର ଏସ୍‌ଡ଼ିପିଓ ଅଙ୍କିତା କୁମ୍ଭାର, ଭୋଗରାଇ ଥାନା ଅଧିକାରୀ ନରେନ୍ଦ୍ର ଦାସଙ୍କ ନେତୃତ୍ୱରେ ପୋଲିସ ତନାଘନା କରି ଶନିବାର ବିଶ୍ୱଜିତ୍‌ଙ୍କୁ ପଶ୍ଚିମବଙ୍ଗ ବେଲଦା ନିକଟସ୍ଥ ଖାକୁରଦାରୁ ଗିରଫ କରିଛନ୍ତି। ଗିରଫ ଯୁବକଙ୍କ ବିରୋଧରେ ଏକ ମାମଲା(ନଂ.୨/୨୦) ରୁଜୁ କରାଯାଇଛି। ତାଙ୍କୁ ଭୋଗରାଇ ଥାନାକୁ ଆଣି ପୋଲିସ ଅଧିକ ତଥ୍ୟ ସଂଗ୍ରହ ପାଇଁ ପଚରାଉଚୁରା କରୁଛି। ସୋମବାର ତାଙ୍କୁ କୋର୍ଟଚାଲାଣ କରାଯିବ ବୋଲି ସୂଚନା ମିଳିଛି। ଅପରପକ୍ଷରେ ଛାତ୍ର ଏବେ ବିପଦମୁକ୍ତ ବୋଲି ପରିବାର ଲୋକେ କହିଛନ୍ତି। ସେ ଏବେ କଟକ ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ପଟ୍‌ ଆଡମିଶନ ପିଲା ନିରାଶରେ ଫେରିଲେ

ବ୍ରହ୍ମପୁର ଅଫିସ,୧୬।୯: ବର୍ତ୍ତମାନ ମହାବିଦ୍ୟାଳୟଗୁଡିକରେ ଆଡ଼ମିଶନ ପ୍ରକ୍ରିୟା ଚାଲୁ ରହିଛି। ବ୍ରହ୍ମପୁରରେ ଥିବା ଖଲ୍ଲିକୋଟ କନିଷ୍ଠ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ମଧ୍ୟ ଯୁକ୍ତ୨ ପ୍ରଥମ...

ମହିଳା ସରପଞ୍ଚଙ୍କୁ ଦୁର୍ବ୍ୟବହାର, ଥାନାରେ ଏତଲା

ହାଟଡ଼ିହୀ,୧୮l୫(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଶାଳନିଆ ପଞ୍ଚାୟତର ହରିଜନ ମହିଳା ସରପଞ୍ଚ ସୁମିତ୍ରା ଯେନାଙ୍କୁ ଦୁର୍ବ୍ୟବହାର କରାଯାଇଥିବା ଅଭିଯୋଗ ହୋଇଛି। ଏ ନେଇ ସରପଞ୍ଚ...

ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ : ଗ୍ରାମରେ ଉତ୍ତେଜନା

ଧର୍ମଶାଳା/ଜେନାପୁର,୨୭ା୯(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଅନ୍ତର୍ଗତ ଚକ୍ରଧରପୁର ଗ୍ରାମର ଜଣେ ଯୁବକଙ୍କ ଗୁରୁବାର ସନ୍ଦେହ ଜନକ ମୃତ୍ୟୁ ହୋଇଛି। ମୃତକ ଜଣଙ୍କ ଗ୍ରାମର ଅମର...

ଲେପ୍ରୋସି କଲୋନୀରେ ରାଶନ ବାଣ୍ଟିଲେ ବ୍ଲକ ଅଧ୍ୟକ୍ଷ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ଛତ୍ରପୁର ବ୍ଲକ ଚିକଲଖଣ୍ଡି ପଞ୍ଚାୟତ ଅଧୀନ ଦାମିୟନ ନଗର ଲେପ୍ରୋସି କଲୋନୀରେ ଘର ଘର ବୁଲି ବ୍ଲକ ଅଧ୍ୟକ୍ଷ ଏମ୍‌. ଧନଞ୍ଜୟ ରେଡ୍ଡୀ ରାଶନ...

ନର୍ସିଂ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ

ବାଲେଶ୍ୱର ଅଫିସ, ୯।୭ ଭୁବନେଶ୍ୱରସ୍ଥିତ ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟର ଛାତ୍ରୀ ରୁଚିକା ମହାନ୍ତିଙ୍କ ଆତ୍ମହତ୍ୟା ଘଟଣା ସାରା ରାଜ୍ୟରେ ଚର୍ଚ୍ଚାର ବିଷୟ ହୋଇଥିବା ବେଳେ ବାଲେଶ୍ୱର...

ବିସ୍ଥାପିତ ପାଇଥିବା ଜାଗାକୁ ନେଇ କେଁ

ପୁରୀ ଅଫିସ, ୨୬।୯: ଶ୍ରୀମନ୍ଦିର ଐତିହ୍ୟ କରିଡର ପ୍ରକଳ୍ପ ପାଇଁ ମହାପ୍ରଭୁଙ୍କ ପ୍ରତି ସମର୍ପଣ ଭାବ ରଖି ସେମାନେ ନିଜ ଭିଟାମାଟି ଛାଡ଼ିଦେଲେ। ଏହାପରେ ଘର କରିବା...

ପୁଣି ଧରାପଡ଼ିଲା ଧଳାଜହର

ଢେଙ୍କାନାଳ ଅଫିସ, ୧୧।୬ ଢେଙ୍କାନାଳ ଜିଲାରେ ବ୍ରାଉନ୍‌ସୁଗାର ର଼୍ୟାକେଟ୍‌ ସକ୍ରିୟ ହୋଇଉଠିଛି। ସହରସ୍ଥିତ ରାମେଶ୍ୱରପୁର ରେଳଧାରଣା ପାର୍ଶ୍ୱରେ ଥିବା ଏକ ସିମେଣ୍ଟ ଗୋଦାମ ନିକଟରୁ ଶୁକ୍ରବାର...

ମାଉସୀ ମା’ ମନ୍ଦିର ପାଇଁ ଜମି ଦାନ କଲେ ଶିକ୍ଷାବିତ୍‌

କୋକସରା,୨୨।୫(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କୋକସରା ବ୍ଲକ ଲଡୁଗାଁରେ ମାଉସୀ ମା’ ମନ୍ଦିର ନିର୍ମାଣ ପାଇଁ ରବିବାର ଭୂମିପୂଜନ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ମାଉସୀ ମା’ ମନ୍ଦିର...

Advertisement
Archives

Model This Week