ବାଲେଶ୍ୱର ଅଫିସ, ୩ା୧-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଦେହୁର୍ଦ୍ଦା ଗ୍ରାମରେ ଗୁରୁବାର ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ଏହି ଗ୍ରାମର ଜଣେ ଯୁକ୍ତ ଦୁଇ ଶ୍ରେଣୀ ଛାତ୍ରୀଙ୍କ ବେକ ଓ ତାଙ୍କ ଡାହାଣ ହାତ ପାପୁଲିକୁ ତାଙ୍କ ଟ୍ୟୁଶନ ଶିକ୍ଷକ ଏକ ଧାରୁଆ ଅସ୍ତ୍ରରେ କାଟି ଦେଇ ଫେରାର ହୋଇଯାଇଛନ୍ତି। ଛାତ୍ରୀଙ୍କ ବେକରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ତାଙ୍କୁ ପ୍ରଥମେ ପରିବାର ଲୋକେ ଉଦ୍ଧାର କରି ଜଳେଶ୍ୱରପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଚିକିତ୍ସା ଲାଗି ଭର୍ତ୍ତି କରିଥିଲେ। ସେଠାରେ ଅବସ୍ଥା ସଙ୍କଟାପନ୍ନ ହେବାରୁ ତାଙ୍କୁ ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଏନେଇ ଭୋଗରାଇ ଥାନାରେ ଏକ ମାମଲା (ନଂ.୨/୨୦) ରୁଜୁ ହୋଇଛି। ଘଟଣାସ୍ଥଳରେ ଟ୍ୟୁଶନ ଶିକ୍ଷକ ଛାଡି ଯାଇଥିବା ବାଇକ୍କୁ ପୋଲିସ ଜବତ କରି ତଦନ୍ତ ଆରମ୍ଭ କରିଛି। ଛାତ୍ରୀଙ୍କୁ ଆକ୍ରମଣର କାରଣ ଜଣାପଡିନାହିଁ।

ସ୍କୁଟର ସିଟ ତଳୁ ନାଗ ଉଦ୍ଧାର
ବାରିପଦା ଅଫିସ,୪।୬- ବାରିପଦା ସହର ତକତପୁର ୱାର୍ଡ ନଂ ୨୭ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ ସ୍କୁଟର ସିଟ ତଳୁ ଏକ ନାଗ ସାପ ଉଦ୍ଧାର କରାଯାଇଛି।...

ସ୍ଥାୟୀ ନିଯୁକ୍ତି ଦାବିରେ ଏଡିଏମ୍ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା
କେନ୍ଦୁଝର, ୧।୭(ସ୍ବ.ପ୍ର.): ସ୍ଥାୟୀ ନିଯୁକ୍ତି ଦାବିରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟର ଅସ୍ଥାୟୀ କର୍ମଚାରୀମାନେ ସୋମବାର ସକାଳୁ ଏଡିଏମ୍ଓଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଛନ୍ତି। ରୋଗୀଙ୍କଠାରୁ...

ଭୋଟବାକ୍ସ ଲକ୍ ନ ହେବାରୁ କର୍ମଚାରୀ ହଟହଟା
ଜଳେଶ୍ୱର, ୧୭।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଜଳେଶ୍ୱର ବ୍ଲକର କେତେକ ବୁଥ୍ରେ କଁା ଭଁା ଉତ୍ତେଜନା ପ୍ରକାଶ ପାଇଥିଲା। ଗୋପୀମୋହନପୁର ପଞ୍ଚାୟତ ୬ନଂ. ବୁଥ୍ ଗୋପୀମୋହନପୁର ଓ...

ମାଟ୍ରିକ ଫଳାଫଳକୁ ନେଇ ଅସନ୍ତୋଷ: ସ୍କୁଲ ଆଗରେ ଧାରଣାରେ ବସିଲେ ଛାତ୍ରୀଛାତ୍ର
ସଜନାଗଡ଼, ୩୦।୬(ଡି.ଏନ.ଏ.)-ମହାମାରୀ କରୋନା ଯୋଗୁ ଚଳିତବର୍ଷ ମାଟ୍ରିକ୍ ପରୀକ୍ଷା ହୋଇପାରିନାହିଁ। ବୋର୍ଡ଼ ତରଫରୁ ଛାତ୍ରୀଛାତ୍ରଙ୍କୁ ବିକଳ୍ପ ବ୍ୟବସ୍ଥା ଅନୁଯାୟୀ ମାର୍କ ଦିଆଯାଇଛି। ମାତ୍ର ମାଟ୍ରିକ୍ ପରୀକ୍ଷା...

କଂଗ୍ରେସକୁ ହରାଇ ୨ୟ ଥର ବିଧାୟକ ହେଲେ ଭାଗୀରଥି
ହାଟଡିହୀ, ୨୪।୫(ଡି.ଏନ୍.ଏ.): କେନ୍ଦୁଝର ଜିଲା ଆନନ୍ଦପୁର ନିର୍ବାଚନମଣ୍ଡଳୀରେ ଚଳିତ ବର୍ଷ ବିଧାୟକ ପଦ ପାଇଁ ହୋଇଥିଲା ଜୋରଦାର ଟକ୍କର। ବିଜେଡିର ଭାଗୀରଥି ସେଠୀ, କଂଗ୍ରେସର ଜୟଦେବ...

ଖାଦ୍ୟ ଅନ୍ବେଷଣରେ ଗାଁରେ ଦନ୍ତା
ଖଇରା, ୨୪।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ବର୍ତ୍ତନା ଅଞ୍ଚଳକୁ ଖାଦ୍ୟ ଅନ୍ବେଷଣରେ ଏକ ଦନ୍ତା ପଶି ଆସିଥିବା ବେଳେ ବନବିଭାଗ ଉଦ୍ୟମରେ ତାକୁ ପ୍ରଥମେ...

ବେଆଇନ କରତକଳରେ ଚଢ଼ାଉ: ୮ଲକ୍ଷ ଟଙ୍କାର ଯନ୍ତ୍ରାଂଶ, କାଠ ଜବତ
ରୂପ୍ସା, ୩।୧୦(ଡି.ଏନ.ଏ.)-ବାଲେଶ୍ୱର ବନବିଭାଗ ଏବେ ବେଆଇନ ଭାବେ ଚାଲିଥିବା କରତକଳଗୁଡିକରେ ଲଗାମ ଲଗାଇବାକୁ ଉଦ୍ୟମ ଆରମ୍ଭ କରିଛି। ୫ଦିନ ମଧ୍ୟରେ ଜିଲାର ବିଭିନ୍ନ ବ୍ଲକର ୭ଟି...

ବିପଦରେ ଗୋସମ୍ପଦ
ରୂପ୍ସା, ୬।୯-ବାଲେଶ୍ୱର ଜିଲା ସଦର ବ୍ଲକରେ ଗୋସମ୍ପଦ ଏବେ ବିପଦରେ। ବିଭିନ୍ନ ପ୍ରାଣୀ ଚିକିତ୍ସାଳୟ ଓ ପ୍ରାଣୀଧନ ନିରୀକ୍ଷକ କେନ୍ଦ୍ରରେ ଡାକ୍ତର, ନିରୀକ୍ଷକ ଓ ଆଟେଣ୍ଡାଣ୍ଟ...