ଛାତ୍ରୀଛାତ୍ରଙ୍କୁ ଗଣିତ ପଢ଼ାଇଲେ କ୍ରୀଡ଼ା ମନ୍ତ୍ରୀ

କାକଟପୁର, ୨ା୧୧(ଡି.ଏନ୍‌.ଏ.): କ୍ରୀଡ଼ା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା ଶୁକ୍ରବାର ପୁରୀ ଜିଲା ଅସ୍ତରଙ୍ଗ ବ୍ଲକ ନୂଆଗଡ଼ ଗ୍ରାମସ୍ଥିତ ବାସୁଳେଇ ବିଦ୍ୟାପୀଠ ଯାଇ ଦଶମଶ୍ରେଣୀ ଛାତୀଛାତ୍ରଙ୍କ ପାଠ ପଢ଼ାଇଛନ୍ତି। ଛାତ୍ରୀଛାତ୍ରମାନଙ୍କୁ ମନ୍ତ୍ରୀ ଗଣିତ ପଢ଼ାଇଥିଲେ। ଛାତ୍ରୀଛାତ୍ରମାନେ ମଧ୍ୟ ଜଣେ ଆଇଆଇଟି ଶିକ୍ଷାପ୍ରାପ୍ତ ମନ୍ତ୍ରୀଙ୍କୁଠାରୁ ପାଠ ପଢ଼ି ଉତ୍ସାହିତ ଥିବା ଲକ୍ଷ୍ୟ କରାଯାଇଥିଲା। ଗଣିତ ପାଠ କଷ୍ଟ ନୁହେଁ ଅଭ୍ୟାସ କଲେ ଏହା ସହଜ ହୋଇଯାଏ ଏଣୁ ଗଣିତ ପାଠକୁ ନିୟମିତ ଅଭ୍ୟାସ କରିବାକୁ ଛାତ୍ରୀଛାତ୍ରଙ୍କୁ ମନ୍ତ୍ରୀ ପରାମର୍ଶ ଦେଇଥିଲେ। ପରେ ବିଦ୍ୟାଳୟର ସୁବିଧା ଅସୁବିଧା ସମ୍ପର୍କରେ ମନ୍ତ୍ରୀ ଛାତ୍ରୀଛାତ୍ର ଓ ପ୍ରଧାନ ଶିକ୍ଷକଙ୍କଠାରୁ ପଚାରି ବୁଝିଥିଲେ। ଗୁରୁବାର ଥିଲା ବିଜେଡି ଜନସମ୍ପର୍କ ପଦଯାତ୍ରାର ଶେଷଦିନ। ଏହି ଅବସରରେ କାକଟପୁର ନିର୍ବାଚନ ମଣ୍ଡଳୀ ବିଜେଡି ପକ୍ଷରୁ କରାଯାଇଥିବା ଜନସମ୍ପର୍କ ପଦଯାତ୍ରା ଅସ୍ତରଙ୍ଗ ବ୍ଲକ ଅଞ୍ଚଳରେ ଶେଷ ହୋଇଥିଲା। ଶେଷ ଦିନରେ ବ୍ଲକ ଅଧ୍ୟକ୍ଷ ସ୍ବାଧୀନ କୁମାର ନାୟକଙ୍କ ନେତୃତ୍ୱରେ ପଦଯାତ୍ରା ଅନୁଷ୍ଠିତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କକ୍ରୋଚ୍ ଜନତା ପାର୍ଟିର ପ୍ରତିଷ୍ଠାତାଙ୍କୁ ଆକ୍ରମଣ, ଚାପୁଡ଼ା ମାରି….

ଜୟପୁର,୧୫।୬: ରାଜସ୍ଥାନର ଜୟପୁରରେ କକ୍ରୋଚ୍ ଜନତା ପାର୍ଟିର ଅଭିଜିତ୍ ଦୀପକେଙ୍କୁ ଚାପୁଡ଼ା ମାଡ଼ ହୋଇଛି । ରିପୋର୍ଟ ଅନୁଯାୟୀ, ଜଣେ ଅଜଣା ଯୁବକ ଏକ ପ୍ରତିବାଦ ସମୟରେ…

ବଡ଼ ଭଉଣୀ ସାମ୍ନାରେ ସାନ ଭଉଣୀଙ୍କୁ ଗଣବଳାତ୍କାର, ଶୌଚ ପାଇଁ ଯାଇଥିବା ବେଳେ ଟେକିନେଇ…

ବାରିପଦା,୧୫।୬(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଟାଉନ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ହୋଇଥିବା ନେଇ ଅଭିଯୋଗ ହୋଇଛି । ବଡ ଭଉଣୀ ସହ ଶୌଚ…

୨ ଚୋରି ମାମଲାର ପର୍ଦ୍ଦାଫାଶ, ୪ ଅଭିଯୁକ୍ତ ଗିରଫ, ଚୋରି ସାମଗ୍ରୀ ଜବତ

ଖଜୁରୀପଡ଼ା,୧୫।୬(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରୀପଡ଼ା ଥାନା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଅଞ୍ଚଳରେ ଘଟିଥିବା ଦୁଇଟି ପୃଥକ ଚୋରି ମାମଲାର ତଦନ୍ତ କରି ପୋଲିସ…

ଚକରାଘାଟି ବୁଲିଯିବା ବେଳେ ଦୁର୍ଘଟଣାରେ ଚନ୍ଦନଙ୍କ ମୃତ୍ୟୁ, ସମବେଦନା ଜଣାଇଲେ ଭଞ୍ଜନଗର ବିଧାୟକ

ଭଞ୍ଜନଗର,୧୫।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୁଲାଡ ମୁଖ୍ୟ ରାସ୍ତାର ତୁଳସିପଲ୍ଲୀ ଛକ ନିକଟରେ ସୋମବାର ଅପରାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି । ବାଇକ୍ ଓ ସାଇକେଲ…

୧୧ କେଭି ତାର ନେଲା ୭ ମଇଁସିଙ୍କ ଜୀବନ: ଉତ୍ତେଜନା ରାସ୍ତାରୋକୋ

ଖଣ୍ଡପଡ଼ା/ନୟାଗଡ଼(ଅଜୟ କୁମାର ମହାରଣା/ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଖଣ୍ଡପଡ଼ା ବ୍ଲକ ଅଧୀନ ବଡ଼ ବାଣପୁର ପଞ୍ଚାୟତ ଘଣାଶାଳିଆ ଗ୍ରାମରେ ସୋମବାର ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି।…

ମରୈଗାଁରେ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ, ରକ୍ତଦାନ କଲେ…

ହାଟଡିହୀ/ଛେନାପଦୀ,୧୫।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମରୈଗାଁ ସତ୍ୟସାଇ ସେବା ସଂଗଠନ ତରଫରୁ ଅମୃତ ବିନ୍ଦୁ କାର୍ଯ୍ୟକ୍ରମ ସୋମବାର ଅନୁଷ୍ଠିତ ହୋଇଛି । ଉକ୍ତ…

ନାଳରୁ ୧୬ଫୁଟର କୁମ୍ଭୀର ଉଦ୍ଧାର, ଜାଲ ପକାଇ ଧରିଲେ….

ରାଜନଗର,୧୫।୬(ଭାସ୍କର ରାଉତରାୟ): ରାଜନଗର ବ୍ଲକ ଜରିମୂଳ ବଜାରର ମାଟିଆ ମଙ୍ଗଳା ଛକ ନିକଟରେ ଥିବା ପାଣି ନାଳରୁ କୁମ୍ଭୀର ଉଦ୍ଧାର କରାଯାଇଛି । ବନବିଭାଗ ଟିମ ୧୬ଫୁଟର…

ପାଟଣାଗଡ଼ ଅଞ୍ଚଳରେ ଚାଞ୍ଚଲ୍ୟ: ଘରୁ ଡ଼ାକି ନେଇ ଯୁବତୀଙ୍କୁ ବଳାତ୍କାର, ତାପରେ….

ପାଟଣାଗଡ଼ ୧୫।୬ (ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ ଥାନ ଅଞ୍ଚଳରେ ଏକ ଲଜ୍ଜାଜନକ ଘଟଣା ଘଟିଛି । ଜଣେ ଯୁବତୀଙ୍କୁ ବଳାତ୍କାର ଅଭିଯୋଗରେ ୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri