ଛାତ୍ରୀଛାତ୍ରଙ୍କ ପାଖରେ ପାଠ୍ୟ ପୁସ୍ତକ ପହଞ୍ଚାଇଲେ ଶିକ୍ଷୟିତ୍ରୀ

ଭଟଲି,୧୭।୪(ଡି.ଏନ.ଏ): ଲକ୍‌ଡାଉନ୍‌ କଟକଣା ଯୋଗୁ ଛାତ୍ରୀଛାତ୍ରଙ୍କ ପାଖରେ ସେମାନଙ୍କ ପାଠ୍ୟ ପୁସ୍ତକ ପଠାଇବା ପାଇଁ ସରକାରଙ୍କ ନିର୍ଦ୍ଦେଶ ରହିଛି । ଏହି କ୍ରମରେ ଶୁକ୍ରବାର ବରଗଡ଼ ଜିଲା ଭଟଲିର ଶାନ୍ତି ସରକାରୀ ବାଳିକା ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ପାର୍ବତୀ ପ୍ରଧାନ ଏବଂ ସହକାରୀ ଶିକ୍ଷୟିତ୍ରୀ ଜ୍ୟୋତ୍ସ୍ନାମୟୀ ପ୍ରଧାନ ଘରକୁ ଘର ଯାଇ ଛାତ୍ରୀଛାତ୍ରଙ୍କୁ ସେମାନଙ୍କ ପାଠ୍ୟ ପୁସ୍ତକ ବଣ୍ଟନ କରିଛନ୍ତି। ଏହି ସମୟରେ ସେମାନେ ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତ୍ୱ ଅବଲମ୍ବନ କରିଥିବା ଦେଖିବାକୁ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କେନାଲ ପାର ହୋଇ ମୃତଦେହ ଦାହ ପ୍ରସଙ୍ଗ, ଗାଁରେ ପହଞ୍ଚିଲା କଂଗ୍ରେସ ଟିମ୍‌

ଗଞ୍ଜାମ,୧୭ା୮(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ଛତ୍ରପୁର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ହୁମା ପଞ୍ଚାୟତ ବାଉଁଶିଆପଡା ଗ୍ରାମ ଶ୍ମଶାନକୁ ରାସ୍ତା ନ ଥିବାରୁ ଲୋକେ ମୃତଦେହ ଦାହ ପାଇଁ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, କ୍ଷତିପୂରଣ ଦାବିରେ ତେଜିଲା ଆନ୍ଦୋଳନ

ପୁରୁଷୋତ୍ତମପୁର,୧୭ା୮(ସବିତା ମିଶ୍ର): ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବାଇଧର ମନ୍ଦିର ନିକଟରେ ସୋମବାର ସନ୍ଧ୍ୟାରେ ଏକ ଡାଲାଗାଡି ଧକ୍କାରେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ…

ଭାରତୀୟ ମଜଦୁର ସଂଘର ଦେଶ ବ୍ୟାପୀ ପ୍ରତିବାଦ

ଛତ୍ରପୁର,୧୭।୮(ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ରାଞ୍ଚିଠାରେ ହୋଇଥିବା ୧୬୧ତମ କେନ୍ଦ୍ରୀୟ କାର୍ଯ୍ୟ ସମିତିର ନିଷ୍ପତ୍ତି କ୍ରମେ ଭାରତୀୟ ମଜଦୁର ସଂଘ(ବିଏମ୍‌ଏସ) ପକ୍ଷରୁ ସୋମବାର ସ୍ଥାନୀୟ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଜିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡିରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ ଚାଷୀ…

ଅସହାୟ ପରିବାର ପାଖରେ ପହଞ୍ଚିଲା ‘ଯୁବ ଶକ୍ତି ଥୁଆମୂଳ ରାମପୁର’

ଥୁଆମୂଳ ରାମପୁର,୧୭।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ପାଡେପଦର ପଞ୍ଚାୟତ ଭାଟିଫାସ ଗ୍ରାମର ଦାଦନ ଶ୍ରମିକ ସ୍ବର୍ଗତ ସିବା ମାଝୀଙ୍କ ଅକାଳ ବିୟୋଗ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri