ଛାତ୍ରୀଛାତ୍ରଙ୍କ ସାଥିରେ ମଧ୍ୟାହ୍ନଭୋଜନ କଲେ ଜିଲାପାଳ

ବରଗଡ଼ ଅଫିସ,୧୧।୨: ବରଗଡ଼ ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନ ମଙ୍ଗଳବାର ଭଟଲି ବ୍ଲକ ଅନ୍ତର୍ଗତ ଦେଉଲତୁଣ୍ଡାସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଅଚାନକ ପରିଦର୍ଶନରେ ଯାଇଥିଲେ। ସେଠାରେ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କୁ ଭେଟି ପାଠପଢ଼ା ସମ୍ପର୍କରେ ପଚାରି ବୁଝିଥିଲେ। ଏହା ସହିତ ଛାତ୍ରୀଛାତ୍ରଙ୍କ ସାଥିରେ ମଧ୍ୟାହ୍ନ ଭୋଜନ ଖାଇ ଖାଦ୍ୟର ମାନ ଯାଞ୍ଚ କରିଥିଲେ। ସେହିପରି ଉକ୍ତ ଗ୍ରାମର ଅଙ୍ଗନୱାଡି କେନ୍ଦ୍ର ଏବଂ ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟ ମଧ୍ୟ ଜିଲାପାଳ ପରିଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରିବ୍ୟୁନାଲ ତୁରନ୍ତ କାର୍ଯ୍ୟକ୍ଷମ କର

କଟକ ଅଫିସ,୭।୭: ଗଠନର ପ୍ରାୟ ଦେଢ଼ ବର୍ଷ ପରେ ମଧ୍ୟ ଅକାମୀ ହୋଇ ପଡ଼ିଛି ଓଡ଼ିଶା ରିୟଲ ଇଷ୍ଟେଟ୍‌ ଆପିଲେଟ୍‌ ଟ୍ରିବ୍ୟୁନାଲ୍‌ (ଓଆର୍‌ଇଏଟି)। ଏଯାବତ୍‌ ଗୃହ...

ଚୋର ଧରିବାକୁ ବୁଲିଲା ଖଟ

ଭଦ୍ରକ ଅଫିସ, ୨।୩- ଡିଜିଟାଲ ଯୁଗରେ ବି ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ଚୋର ଧରିବାକୁ ଲୋକେ ଗାଁରେ ବୁଲାଇଲେ ଖଟ। ରବିବାର ଭଦ୍ରକ ଗ୍ରାମାଞ୍ଚଳ ଥାନା...

ଦ୍ୱିତୀୟ ଶ୍ରୀକ୍ଷେତ୍ର ମାନ୍ୟତା ଦାବି ଜୋର

ବାରିପଦା ଅଫିସ, ୩୦।୬- ବିଶ୍ୱ ବିଖ୍ୟାତ ପୁରୀ ରଥଯାତ୍ରା ପରେ ବାରିପଦା ସ୍ବତନ୍ତ୍ର ଗୁରୁତ୍ୱ ରଖୁଥିବାରୁ ଏହାକୁ ‘ଦ୍ୱିତୀୟ ଶ୍ରୀକ୍ଷେତ୍ର’ ମାନ୍ୟତା ପ୍ରଦାନ ଦାବି ଜୋର...

ଜୁଆଆଡ୍ଡାରେ ଚଢ଼ାଉ, ୧୧ ଗିରଫ

ବଲାଙ୍ଗୀର ଅଫିସ, ୨୯ା୪: କରୋନା ଲକ୍‌ଡାଉନ୍‌ ସମୟରେ ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାହାରପାଲି ଜଙ୍ଗଲରେ ଚାଲିଥିବା ଏକ ଜୁଆଆଡ୍ଡା ଉପରେ ପୋଲିସ ଚଢ଼ାଉ କରି...

ଅଜ୍ଞାତବାସରେ ସମିତି ସଭ୍ୟ

ଗଞ୍ଜାମ,୧।୩(ଡି.ଏନ୍‌.ଏ.): ସରିଲା ନିର୍ବାଚନ ପ୍ରକାଶ ପାଇଲା ଫଳାଫଳ। ବର୍ତମାନ ଅଧକ୍ଷ ପଦ ପାଇଁ ଘୋଡ଼ା ବେପାର ଆରମ୍ଭ ହୋଇଛି। ନବନିର୍ବାଚିତ ପଞ୍ଚାୟତ ସମିତି ସଭ୍ୟମାନେ ବର୍ତ୍ତମାନ...

ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ କ୍ରସର ମାଲିକ

ଖୋର୍ଦ୍ଧା ଅଫିସ,୨୦ା୭: ଖୋର୍ଦ୍ଧା ଜିଲା ପ୍ରଶାସନ ପକ୍ଷରୁ ବେଆଇନ ଭାବେ ଚାଲିଥିବା କ୍ରସର ଶିଳ୍ପସଂସ୍ଥା ଉପରେ ଚଢ଼ାଉ ଜାରି ରହିଛି। ୯ ଦିନରେ ୯୦ଟି କ୍ରସର...

ମୋପେଡ୍‌କୁ ଧକ୍କାଦେଲା କାର୍‌: ଚାଳକ ମୃତ

ହିିଞ୍ଜିଳିକାଟୁ,୨।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିିଞ୍ଜିଳ ଥାନା ପୋଚିଲିମା ଛକ ନିକଟରେ ସୋମବାର ମଧ୍ୟାହ୍ନରେ ଏକ ଦୁର୍ଘଟଣା ଘଟିଛି। କାର ଧକ୍କାରେ ଜଣେ ମୋପେଡ୍‌ ଚାଳକଙ୍କ ମୃତ୍ୟୁ...

କାର୍ଯ୍ୟରେ ଥିବା ସମୟରେ କରୋନା ଯୋଦ୍ଧାଙ୍କୁ କରୋନା: ମୟୂରଭଞ୍ଜରେ ନୂଆ ୨୧ ପଜିଟିଭି ଚିହ୍ନଟ

ବାରିପଦା ଅଫିସ,୧୫ା୭: ମୟୂରଭଞ୍ଜ ଜିଲାରେ ବୁଧବାର ୨୧ ଜଣ ନୂଆ କରୋନା ପଜିଟିଭି ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯୭କୁ ବୃଦ୍ଧି...

Advertisement
Archives

Model This Week