ଛାତ୍ର ଓମ୍‌ପ୍ରକାଶଙ୍କ ବଦାନ୍ୟତା

ଜଟଣୀ,୨।୪(ଡି.ଏନ.ଏ): ବର୍ତ୍ତମାନ କରୋନା କଟକଣା ଯୋଗୁ ସମସ୍ତେ ଘରର ଚାରିକାନ୍ଥ ମଧ୍ୟରେ ଆବଦ୍ଧ ହୋଇ ରହୁଛନ୍ତି। ମାତ୍ର ଏହି ସମୟରେ ସମାଜସେବା ଲାଗି ସାଇକେଲ ଧରି ବାହାରିପଡୁଛନ୍ତି ବାଛରାପାଟଣା ଅଞ୍ଚଳର ୮ମ ଶ୍ରେଣୀ ଛାତ୍ର ଓମ୍‌ପ୍ରକାଶ ନାୟକ। ଘରଲୋକେ ମନାକଲେ ବି ଶୁଣୁନାହାନ୍ତି। ରାସ୍ତାରେ ତୃଷାର୍ତ୍ତ ବ୍ୟକ୍ତିଙ୍କୁ ପାଣି ଯୋଗାଇବାକୁ ସେ ନିଷ୍ପତ୍ତି ନେଇଛନ୍ତି। ନିଜ ପକେଟ୍‌ ଖର୍ଚ୍ଚରୁ ସଞ୍ଚୟ କରି ରଖିଥିବା ସ୍ବଳ୍ପ ଅର୍ଥରେ ପାଣିବୋତଲ କିଣି ଖରାରେ ଡ୍ୟୁଟି କରୁଥିବା ପୋଲିସ କର୍ମଚାରୀମାନଙ୍କୁ ବାଣ୍ଟୁଛନ୍ତି। ନିରାଶ୍ରୟ ଲୋକଙ୍କୁ ଦେଖିଲେ ତାଙ୍କୁ ମଧ୍ୟ ପାଣିବୋତଲ ଦେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅସ୍ତରଙ୍ଗ ଉପକୂଳ ଲଙ୍ଘିଲା ଅଶାନ୍ତ ସମୁଦ୍ର: ଚାଷଜମିରେ ମାଡ଼ିଲା ଲୁଣା ଜୁଆର, ଗ୍ରାମବାସୀ ଆତଙ୍କିତ

କାକଟପୁର, ୨।୭(ଡି.ଏନ୍‌.ଏ.)-ଲଘୁଚାପ ଏବଂ ଅମାବାସ୍ୟା ତିଥି ପାଇଁ ଅଶାନ୍ତ ହୋଇପଡ଼ିଛି ସମୁଦ୍ର। ମଙ୍ଗଳବାର ମଧ୍ୟାହ୍ନରେ ଅସ୍ତରଙ୍ଗ ଉପକୂଳର ଉଦୟକଣି ଗଁା ନିକଟରେ ଉଚ୍ଚ ଜୁଆର କୂଳ...

ପିଲା କମିଲେ, ଶିକ୍ଷକ ବଢ଼ିଲେ

ଯାଜପୁର ଅଫିସ,୧।୩: ରାଜ୍ୟର ସରକାରୀ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗତ ୫ ବର୍ଷ ମଧ୍ୟରେ ଛାତ୍ରୀଛାତ୍ରଙ୍କ ସଂଖ୍ୟା ୮ ଲକ୍ଷ ୭ ହଜାର...

ଛାତ୍ରୀଙ୍କୁ ମାଡ଼ ମାମଲା: ପ୍ରଧାନ ଶିକ୍ଷୟିତ୍ରୀ ନିଲମ୍ବିତ

ବରଗଡ଼ ଅଫିସ,୧।୩: ବରଗଡ଼ ସହରର ଖଜୁରଟିକ୍ରାସ୍ଥିତ ନଲିଆଖଣ୍ଡି ରାଧାମାଧବ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ପୁଅଙ୍କ ମାଡରେ ଜଣେ ପଞ୍ଚମ ଶ୍ରେଣୀ ଛାତ୍ରୀ ଗୁରୁତର ହେବା...

ଅପରାଜିତା-ପିନାକୀ କଥା କଟାକଟି

ଭୁବନେଶ୍ୱର,୩।୪(ବ୍ୟୁରୋ): ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନିର୍ମାଣକୁ ନେଇ ଗୁରୁବାର ଏମ୍‌ପି ଅପରାଜିତା ଷଡ଼ଙ୍ଗୀ ଲୋକ ସଭାରେ ଉଦ୍‌ବେଗ ପ୍ରକାଶ କରିଥିଲେ। ଏଥିସହ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟର...

୭ ମାସ ହେବ ଆଉ ଶୁଣାଯାଉନି ଭୁଟୁଭୁଟି ଶବ୍ଦ :ପୁରାତନ ଡଙ୍ଗାଘାଟ ଆଜି ଅଲୋଡ଼ା

ଆନନ୍ଦପୁର, ୨୨।୧୦(ସନ୍ତୋଷ ରାଉତ)-କେନ୍ଦୁଝର ଜିଲା ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀରେ ବହୁ ପୁରାତନ ଡଙ୍ଗା ଘାଟ ଗତ ମାର୍ଚ୍ଚ ମାସରୁ ବନ୍ଦ ହୋଇଯାଇଛି। ପୂର୍ବରୁ...

ଧାମନଗର ଉପଡାକଘର ସହ ଯୋଡ଼ିହେଲା ଆଉ ୩ ଶାଖା ଡାକଘର

ଧାମନଗର,୧୦।୨(ଡି.ଏନ୍‌.ଏ.): ଭଦ୍ରକ ଜିଲା ଧାମନଗର ଉପଡାକଘର ସହ ଆଉ ୩ଟି ଶାଖା ଡାକଘର ଯୋଡ଼ି ହୋଇଛି। ଏହାକୁ ମିଶାଇ ମୋଟ ଧାମନଗର ଉପଡାକଘର ସଂଖ୍ୟା ୧୭ରେ...

ତୃତୀୟ ଲହରର ୬୦ ପ୍ରତିଶତ ମୃତକ ନେଇ ନ ଥିଲେ ଟିକା, ସର୍ଭେ ରିପୋର୍ଟ…

ନୂଆଦିଲ୍ଲୀ, ୨୨।୧ : ଦେଶରେ କରୋନା ମହାମାରୀର ତୃତୀୟ ଲହରରେ ୬୦ ପ୍ରତିଶତ ମୃତକ ସମ୍ପୂର୍ଣ୍ଣ ଟିକା ନେଇ ନ ଥିବା ଜଣାପଡ଼ିଛି। ଘରୋଇ ହସ୍ପିଟାଲ...

ବିଦାହେବେ ଅପାରଗ କର୍ମଚାରୀ

ଭୁବନେଶ୍ୱର,୩୦ା୧୦(ବ୍ୟୁରୋ):ଅପାରଗ ସରକାରୀ କର୍ମଚାରୀଙ୍କ ପାଇଁ ସତର୍କ ଘଣ୍ଟି। ଯେଉଁ କର୍ମଚାରୀଙ୍କ କାର୍ଯ୍ୟଶୈଳୀ ସନ୍ତୋଷଜନକ ନୁହେଁ କିମ୍ବା ସେମାନଙ୍କ ନିକଟରେ ପ୍ରଶାସନିକ ଦକ୍ଷତାର ଅଭାବ ରହିଛି ସେଭଳି...

Advertisement
Archives

Model This Week