ଛାତ୍ର କଂଗ୍ରେସ କଲା ଟୁଇଟ୍‌

ଅନୁଗୋଳ ଅଫିସ, ୧।୫ – ଲକ୍‌ଡାଉନ କଟକଣା ଉଲ୍ଲଂଘନ କରି ଡିସ୍‌ ସଫେଇ ବାହାନାରେ ଅନୁଗୋଳ କଳାକେନ୍ଦ୍ରରେ ବୁଧବାର ପୌରପାଳିକାର କେତେଜଣ କର୍ମଚାରୀ ଭୋଜିର ଆୟୋଜନ କରିବା ଘଟଣାର ତଦନ୍ତ ଆରମ୍ଭ କରିଛି ପୌରପରିଷଦ। ଗୁରୁବାର ଏ ନେଇ ‘ଧରିତ୍ରୀ’ରେ ପ୍ରକାଶିତ ଖବରକୁ ଅନୁଗୋଳ ଜିଲା ଛାତ୍ର କଂଗ୍ରେସ ନେତା ଲୁଲୁ ପାଣିଗ୍ରାହୀଙ୍କ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ୫-ଟି ସଚିବଙ୍କୁ ଟୁଇଟ୍‌ କରାଯିବା ପରେ ଭୋଜି କରୁଥିବା କର୍ମଚାରୀ ଏବଂ ଉପସ୍ଥିତ ନେତା, ଠିକାଦାରଙ୍କ ମଧ୍ୟ ଛନକା ପଶିଛି। ଅନ୍ୟପକ୍ଷରେ ଅନୁଗୋଳ ପୌରପାଳିକା ପକ୍ଷରୁ ଘଟଣାର ତଦନ୍ତ କରାଯାଉଥିବା ସୂଚନା ମିଳିଛି। ପୌର ପ୍ରଶାସକ ତଥା ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ମଧ୍ୟ ଘଟଣାକୁ ଗୁରୁତ୍ୱର ସହ ନେଇ ଅନୁଧ୍ୟାନ କରାଯିବ ବୋଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ମେଳି କଲେ ଅରବିନ୍ଦ ମହାପାତ୍ରଙ୍କ ସମର୍ଥକ, ନିଲମ୍ବନର ପୁନଃବିଚାର କରିବାକୁ…

କେନ୍ଦ୍ରାପଡା, ୪ା୨ (ଜଗନ୍ନାଥ ଧଳ)- କେନ୍ଦ୍ରାପଡା ଜିଲା ପାଟକୁରା ବିଧାୟକ ଅରବିନ୍ଦ ମହାପାତ୍ରଙ୍କୁ ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକ ଗତ ଜାନୁଆରୀ ୧୫ରୁ ଦଳର ସଦସ୍ୟତାରୁ…

ଜମିଜମା ବିବାଦରୁ ସଂଘବଦ୍ଧ ଆକ୍ରମଣ, ଯୁବକକୁ ଖଣ୍ଡାରେ ହାଣିଲେ

ଵ୍ରହ୍ମପୁର, ୪/୨(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅନ୍ତର୍ଗତ ଗୁଡିଆପାଳି ଛକ ନିକଟରେ ଯୁବକଙ୍କୁ ସଂଘବଦ୍ଧ ଭାବେ ମରଣାନ୍ତକ ଆକ୍ରମଣ ହୋଇଛି । ଗୁରୁତର…

କୀଟନାଶକ ପିଇ ଜୀବନ ହାରିଲେ ଛାତ୍ରୀ

ଦିଗପହଣ୍ଡି,୪ା୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ପଞ୍ଚାୟତ ପତାଣ୍ଡ ଗ୍ରାମର ଜଣେ ଯୁକ୍ତ ୨ ଦିତୀୟବର୍ଷ ଛାତ୍ରୀ ଏସ.ଅନିତା ଦୋରା(୧୭) କୀଟନାଶକ ପିଇ…

ପୋଖରୀ ହୁଡ଼ାରେ ପ୍ୟାଣ୍ଟ ଶର୍ଟ, ପାଣି ଭିତରେ ମୃତଦେହ

ବଲାଙ୍ଗୀର,୪ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ସର୍ବବୃହତ ମହାରାଣୀ ପୋଖରୀ ପାଣିରେ ଭାସୁଥିବା ଏକ ମୃତଦେହକୁ ଜବତ କରିଛି ଅଗ୍ନିଶମ ବିଭାଗ। ସୂଚନାନୁଯାୟୀ, ଆଜି ଦିନ ବେଳେ…

ରେଳଷ୍ଟେଶନରେ ଦାଦନ ଶ୍ରମିକଙ୍କ ଗହଳି, ଶ୍ରମ ବିଭାଗ ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା,୪ା୨(ତୁମେଶ୍ଵର ସାହୁ): ଦିନକୁ ଦିନ ରାଜ୍ୟରେ ଦାଦନ ସମସ୍ୟା ବଢ଼ିବାରେ ଲାଗିଛି । ଦାଦନ ସମସ୍ୟା ବଲାଙ୍ଗୀର ଜିଲା ସମେତ କଳାହାଣ୍ଡି ଜିଲାରେ ମଧ୍ୟ ଦେଖିବାକୁ ମିଳିଛି।…

ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ବନ୍ଦ ହେବ ବେଆଇନ ମଦ କାରବାର! ଅବକାରୀ ଅଧୀକ୍ଷକଙ୍କୁ ଚିଠି

ଧର୍ମଶାଳା,୪।୨(ଶିବ ପ୍ରସାଦ ମହାନ୍ତି): ଯାଜପୁର ଧର୍ମଶାଳା ନିର୍ବାଚନ ମଣ୍ଡଳୀରେ ‘ମଦ’ ରେଡ୍‌ ପାଇଁ ନିର୍ଦ୍ଦେଶ ଦିଆଯାଇଛି । ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଅବକାରୀ ଅଧୀକ୍ଷକଙ୍କୁ ଚିଠିରେ ନିର୍ଦ୍ଦେଶ…

ନାବାଳିକାଙ୍କ ହାତଗୋଡ଼ ବାନ୍ଧି ବଳାତ୍କାର ଉଦ୍ୟମ କରି ଜଙ୍ଗଲରେ ଛାଡ଼ି ଦେଇଥିଲେ ୨ ଯୁବକ, ପୀଡ଼ିତାଙ୍କ ଏମିତି ବୟାନ ପରେ…

ତୁମୁଡ଼ିବନ୍ଧ,୪ା୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ବେଲଘର ଥାନା ଅଞ୍ଚଳର ୧୪ ବର୍ଷୀୟା ନାବାଳିକାଙ୍କ ସହ ଜଙ୍ଗଲରେ ଦୁଇ ଯୁବକଙ୍କ ବର୍ବରତା ସହ ନିର୍ଯାତନା ଘଟଣାରେ ଦୁଇ…

ଅସ୍ତ୍ରଶସ୍ତ୍ର ସହ ଆତ୍ମସମର୍ପଣ କଲେ ଟପ୍‌ କ୍ୟାଡର ମାଓବାଦୀ, ସରକାରଙ୍କ ତରଫରୁ ମିଳିଲା…

ମାଲକାନଗିରି,୪ା୨(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର ଟପ୍‌ କ୍ୟାଡର ମାଓବାଦୀ ସୁଖରାମ ମରକମ୍‌ ଓରଫ ସୁରେଶ ଓରଫ ୟୋଗେସ୍‌ ବୁଧବାର ମାଲକାନଗିରି ପୋଲିସ ନିକଟରେ ଅସ୍ତ୍ରଶସ୍ତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri