ଛାତ୍ର ଜୀବନରୁ ସୌଖୀନ ପାଇଁ ବନ୍ଧୁକ ରଖିଆସୁଛି: ସ୍ବାସ୍ଥ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀମାନଙ୍କର ୨୦୧୮-୧୯ ଆର୍ଥିକ ବର୍ଷର ସମ୍ପତ୍ତି ତାଲିକା ଜାରି କରାଯିବା ପରେ ଚର୍ଚ୍ଚାରେ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ। ସେ ରାଜ୍ୟର ଦ୍ୱିତୀୟ ଧନୀ ମନ୍ତ୍ରୀ ପାଲଟିଛନ୍ତି। ଏ ସବୁ ମଧ୍ୟରେ ତାଙ୍କ ପାଖରେ ୨ଟି ରିଭଲଭର ଓ ଗୋଟିଏ ରାଇଫଲ ରହିଛି। ଏ ନେଇ ପଚରାଯିବାରେ ମନ୍ତ୍ରୀ କହିଛନ୍ତି, ଛାତ୍ର ଜୀବନରୁ ବନ୍ଧୁକ ରଖିଆସୁଛି। ତେବେ ଏହା ସୁରକ୍ଷା ପାଇଁ ନୁହେଁ, ସୌଖୀନ ଲାଗି। ଆଇନର ବ୍ୟବସ୍ଥା ଭିତରେ ବନ୍ଧୁକ ରଖିଛି, ଏହା ଦୋଷାବହ ନୁହେଁ। ଅପରପକ୍ଷେ ସମ୍ପତ୍ତି ବଢ଼ିବା ଏକ ସ୍ବାଭାବିକ ପ୍ରକ୍ରିୟା। ରାଜନୀତି ସହ ବ୍ୟବସାୟ ମଧ୍ୟ କରୁଛି। ଯିଏ ବ୍ୟବସାୟ କରିବ ତାହା ସମ୍ପତ୍ତି ବଢ଼ାଇବ ନା କମାଇବା ବୋଲି ନବ ପ୍ରଶ୍ନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ବର ୨୦୨୬ ମାସିକ ରାଶିଫଳ: ବଦଳିବ ଏହି ରାଶିଙ୍କ ଭାଗ୍ୟ, ଜାଣନ୍ତୁ ୧୨ ରାଶି ପାଇଁ କେମିତି ରହିବ ମାସ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ୨୦୨୬ ଏକ ଗୁରୁତ୍ୱପୂର୍ଣ୍ଣ ମାସ ହେବାକୁ ଯାଉଛି। ଏହି ମାସରେ ଅନେକ ପ୍ରମୁଖ ଗ୍ରହ ରାଶି ପରିବର୍ତ୍ତନ କରିବେ। ଏହାର ପ୍ରଭାବ ୧୨ଟି…

ମୋଦିଙ୍କ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ ନେଇ ମାନସମନ୍ଥନ: ୭୦+ ମନ୍ତ୍ରୀଙ୍କ କଟିବ ପତ୍ତା! ଯୁବ-ମହିଳାଙ୍କୁ ମିଳିବ…

ନୂଆଦିଲ୍ଲୀ,୨୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍ତ୍ରିମଣ୍ଡଳରେ ଖୁବଶୀଘ୍ର ବଡ଼ ପରିବର୍ତ୍ତନ ହୋଇପାରେ। ସମ୍ଭାବ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣରେ ଯୁବ ଓ ମହିଳାଙ୍କୁ ଅଧିକ ସ୍ଥାନ ଦେବା ଉପରେ ଗୁରୁତ୍ୱ…

ନେପାଳ ବନ୍ୟାରେ ଫସି ରହିଥିବା ଭାରତୀୟଙ୍କ ପାଇଁ MEA ଜାରି କଲା ହେଲପ ଲାଇନ

ନୂଆଦିଲ୍ଲୀ,୨୭।୮: ବୁଧବାର ନେପାଳର ରାସୁୱା ଜିଲାର ତିବ୍ଦତ ସୀମା ନିକଟରେ ହଠାତ ବନ୍ୟା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଛି। ରିପୋର୍ଟ ଅନୁଯାୟୀ ଏବେ ପର୍ଯ୍ୟନ୍ତ ଅତି କମରେ…

ଧନିଷ୍ଠା ନକ୍ଷତ୍ରର ସଂଯୋଗରେ ଚମକିବ ଭାଗ୍ୟ: ମିଥୁନ, ସିଂହ ସମେତ ଏହି ରାଶି ହେବେ ମାଲାମାଲ!

୨୭ ଅଗଷ୍ଟ ଗୁରୁବାର ଦିନ ଗ୍ରହ-ନକ୍ଷତ୍ରର ସ୍ଥିତି ଅନେକ ରାଶି ପାଇଁ ଶୁଭ ଫଳ ଆଣିବ। ଚନ୍ଦ୍ରମା ଧନିଷ୍ଠା ନକ୍ଷତ୍ର ଦେଇ ମକରରୁ କୁମ୍ଭ ରାଶିକୁ ପ୍ରବେଶ…

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ସମୟଚକ୍ରରେ ସଭ୍ୟତା

ଅନେକ ପିଢ଼ି ଧରି ପାଶ୍ଚାତ୍ୟ ଇତିହାସକୁ ଏକ ପ୍ରଗତିର କାହାଣୀ ବୋଲି କୁହାଯାଉଥିଲା। କ୍ରମଶଃ ମାନବ ଜାତି କୁସଂସ୍କାରରୁ ବିଜ୍ଞାନ ଆଡ଼କୁ, ରାଜତନ୍ତ୍ରରୁ ଗଣତନ୍ତ୍ର ଆଡ଼କୁ ଏବଂ…

ପାଟଶାଢ଼ିରେ ଗଙ୍ଗାଧରଙ୍କ ତପସ୍ବିନୀ

ସୋନପୁର,୨୭।୮ (ମୃତ୍ୟୁଞ୍ଜୟ ଶତପଥୀ): ରାଖୀ ପୂର୍ଣ୍ଣିମାରେ ସ୍ବଭାବ କବି ଗଙ୍ଗାଧର ମେହେରଙ୍କ ଜୟନ୍ତୀ। ଏହାକୁ ସ୍ମରଣୀୟ କରିବାକୁ ବରିଷ୍ଠ ବୁଣାକାର ଏକ ସ୍ବତନ୍ତ୍ର ଶାଢ଼ି ପ୍ରସ୍ତୁତ କରିଛନ୍ତି।…

ୟୁଜିସି-ଏନ୍‌ଇଟି: ଚଳିତ ସପ୍ତାହରେ ପ୍ରକାଶ ପାଇବ ୮୪ ବିଷୟର ପରୀକ୍ଷାଫଳ

ନୂଆଦିଲ୍ଲୀ, ୨୭ା୮ : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ର ନ୍ୟାଶନାଲ ଏଲିଜିବିଲିଟି ଟେଷ୍ଟ (ଏନ୍‌ଇଟି)ର ୮୪ଟି ବିଷୟର ଫଳାଫଳ ଚଳିତ ସପ୍ତାହରେ ପ୍ରକାଶ ପାଇବ। ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri