Posted inଜାତୀୟ

ଛାତ ଉପରେ ୪୦ ପ୍ରକାର ଆମ୍ବ କିସମ ଚାଷ କରି କୃଷି ବିଭାଗର ଦୃଷ୍ଟି ଆକର୍ଷଣ କଲେ ଜୋସେଫ୍‌

କୋଚି,୧୯।୫: ନିଜ ଛାତ ଉପରେ ୪୦ ପ୍ରକାରର ଆମ୍ବ ଗଛ ଲଗାଇ ଏବେ କୃଷି ବିଭାଗର ଦୃଷ୍ଟି ଆକର୍ଷଣ କରିଛନ୍ତି କୋଚି ବାସିନ୍ଦା ଜୋସେଫ୍‌। ୨ଶହ ଲିଟର ପାଣି ଧରୁଥିବା କୁଣ୍ଡରେ ବାଲି, ମାଟି ଓ ରାସାୟନିକ ପ୍ରୟୋଗ କରି ସେ ଏହି ଗଛ ସବୁକୁ ଲଗାଇଥିବା କୁହନ୍ତି। ମାତ୍ର ୧୦ ମିନିଟ୍‌ରେ କୁଣ୍ଡ ଗୁଡିକରେ ପାଣି ଦିଆଯାଉଥିବା ବେଳେ ଏଥିପାଇଁ ଖୁବ୍‌ କମ୍‌ ପାଣି ଖର୍ଚ୍ଚ ହୋଇଥାଏ ବୋଲି ସେ କୁହନ୍ତି। କଲମି ମାଧ୍ୟମରେ ଏତେ ଭେରାଇଟିର ଆମ୍ବଚାରା ପ୍ରସ୍ତୁତ କରିଥିବା କୁହନ୍ତି ଜୋସେଫ୍‌। କିସମ ଦେଖି ସେ ଗୋଟିଏ ଗଛକୁ ୬ଶହରୁ ୪ହାର ଟଙ୍କା ପର୍ଯ୍ୟନ୍ତ ଦାମ୍‌ରେ ବିକ୍ରି କରନ୍ତି ବୋଲି କୁହନ୍ତି। ୨୨ ବର୍ଷ ତଳେ ସେ ‘ପେଟ୍ରିସିଆ’ ନାମକ ଏକ ଆମ୍ବ କିସମ ଚାରା ପ୍ରସ୍ତୁତ କରିଥିଲେ। ଏହି ଆମ୍ବର ସ୍ବାଦ ଅନ୍ୟ ଆମ୍ବଠାରୁ ପ୍ରାୟ ୩୫ ପ୍ରତିଶତ ଅଧିକ ମିଠା ବୋଲି ସେ କୁହନ୍ତି। ଏହି କିସମର ଆମ୍ବଚାରା କେବଳ ତାଙ୍କ ପାଖରେ ମିଳେ ବୋଲି ସେ ଦାବି କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ଭୟା ମାମଲା: ସୁପ୍ରିମକୋର୍ଟରେ କ୍ୟୁରେଟିଭ ପିଟିଶନ ଦାଖଲ କଲେ ବିନୟ

ନୂଆଦିଲ୍ଲୀ,୯।୧: ବହୁ ଚର୍ଚ୍ଚିତ ନିର୍ଭୟା ଗଣବଳାତ୍କାର ମାମଲାର ୪ ଦୋଷୀଙ୍କ ଡେଥ୍‌ ଓ୍ବାରେଣ୍ଟ ମଙ୍ଗଳବାର ଜାରି କରାଯିବା ପରେ ଗୁରୁବାର ଏମାନଙ୍କ ମଧ୍ୟରୁ ଦୋଷୀ ବିନୟ...

କ୍ଷମତା ନିଶାରେ ସାଧାରଣ ଜନତାଙ୍କୁ ନିର୍ଯାତନା: ତାଲିକାରେ ରହିଛି ଏସବୁ ପ୍ରଶାସନିକ ଅଧିକାରୀଙ୍କ ନାମ…

ସୁରଜପୁର/ଇନ୍ଦୋର/ପଞ୍ଚକୁଲା/ଅଗରତାଲା,୨୩।୫: ପ୍ରଶାସନିକ ଅଧିକାରୀ କ୍ଷମତା ନିଶାରେ ସାଧାରଣ ଜନତାଙ୍କୁ ନିର୍ଯାତନା ଦେବା ଘଟଣା କିଛି ନୂଆ ନୁହେଁ। ଏବେ ଛତିଶଗଡରେ ସୁଜରପୁର କଲେକ୍ଟର ରଣବୀର ଶର୍ମା...

ଝାଡ଼ଖଣ୍ଡରେ ଅପରେଶନ୍‌ ଲୋଟସ୍‌, ସରକାର ଭାଙ୍ଗିବାକୁ ଭାଜପାର ଉଦ୍ୟମ ଅଭିଯୋଗ ଆଣିଲା କଂଗ୍ରେସ, ୩ ବିଧାୟକଙ୍କଠାରୁ ବିପୁଳ ଟଙ୍କା ଜବତ…

ରାଞ୍ଚି,୩୧।୭ : କଂଗ୍ରେସ ଭାଜପା ବିରୋଧରେ ବଡ଼ ଅଭିଯୋଗ ଆଣିଛି। ଝାଡ଼ଖଣ୍ଡରେ ଭାଜପା ଅପରେଶନ ଲୋଟସ ଦ୍ୱାରା ସରକାରଙ୍କୁ ଭାଙ୍ଗିବାର ଉଦ୍ୟମ କରୁଛି ବୋଲି କଂଗ୍ରେସ...

ଲା ଗଣେଶନ ମଣିପୁରର ନୂଆ ରାଜ୍ୟପାଳ

ନୂଆଦିଲ୍ଲୀ,୨୨ ।୮: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଲା ଗଣେଶନଙ୍କୁ ମଣିପୁରର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି । ଗଣେଶନ ଭାରତୀୟ ଜନତା ପାର୍ଟିର ଜଣେ...

ଲମ୍ବା ଲାଇନ୍‌ରେ ଠିଆ ହୋଇ ପ୍ରାୟ ଦେଢ଼ ଘଣ୍ଟା ପରେ ଭୋଟ ଦେଲେ ଭାଜପା ପ୍ରାର୍ଥୀ ପଙ୍କଜ ଗୁପ୍ତା

ଉନ୍ନାଓ,୨୩।୨: ଉତ୍ତରପ୍ରଦେଶରେ ଚତୁର୍ଥ ପର୍ଯ୍ୟାୟରେ ବୁଧବାର ମତଦାନ ଜାରି ରହିଥିବା ବେଳେ ଅନେକ ସ୍ଥାନରେ ଭୋଟ ପ୍ରଭାବିତ ହୋଇଥିବା ସୂଚନା ରହିଛି। ଅନେକ ସ୍ଥାନରେ ଇଭିଏମ୍‌...

ଇମରଜେନ୍ସି ଲାଇଟ୍‌ ଭିତରେ ସୁନାଇଟା ଚୋରା ଚାଲାଣ

ଜୟପୁର, ୪।୭: ରାଜସ୍ଥାନର ଜୟପୁରରେ ଏକ ବଡ଼ ଧରଣର ସୁନାଇଟା କାରବାର ଧରା ପଡ଼ିଛି। ୩୧.୯୯ କିଲୋଗ୍ରାମ୍‌ର ସୁନାଇଟା ଚୋରା ଚାଲାଣ ହେଉଥିବାବେଳେ କଷ୍ଟମ ଅଫିସର...

ଆଜି ମହାରାଷ୍ଟ୍ରର ମଙ୍ଗ ଧରିବେ ଉଦ୍ଧବ

ମୁମ୍ବାଇ,୨୮ା୧୧(ପି.ଟି.) : ମହାରାଷ୍ଟ୍ରରେ ଦୁଇ ଦଶନ୍ଧି ପରେ ଶିବସେନାରୁ ଜଣେ ମୁଖ୍ୟମନ୍ତ୍ରୀ ହେବାକୁ ଯାଉଛନ୍ତି। ଦଳ ମୁଖ୍ୟ ଉଦ୍ଧବ ଠାକ୍‌ରେ ଗୁରୁବାର ସନ୍ଧ୍ୟାରେ ଏହି ଗୁରୁଦାୟିତ୍ୱ...

ସୁରକ୍ଷାବାହିନୀକୁ ସଫଳତା: ୪ ଆତଙ୍କବାଦୀ ନିହତ

ଶ୍ରୀନଗର,୧୮।୭: ଜମ୍ମୁ କଶ୍ମୀରରେ ସୁରକ୍ଷା ବାହିନୀକୁ ବଡ଼ ସଫଳତା ମିଳିଛି। ପୁଞ୍ଚର ସିନ୍ଧ୍ରା ଅଞ୍ଚଳରେ ମିଳିତ ଅପରେଶନରେ ଚାରି ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଭାରତୀୟ...

Advertisement
Archives

Model This Week