ଛାତ ପଡ଼ି ଶିଶୁପୁତ୍ରର ଜୀବନଗଲା, ମା’ ଗୁରୁତର

ଛତ୍ରପୁର,୨୯ା୪(ଡି.ଏନ୍‌.ଏ.) : ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ମାଟିଖାଲ ଗାଁରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଭୋର୍‌ ସମୟରେ ମା ଓ ପୁଅ ଶୋଇଥିବା ବେଳେ ଘରର ଛାତ ତାଙ୍କ ଉପରେ ଖସି ପଡ଼ିଯାଇଥିଲା। ପରେ ମା’ ପୁଅଙ୍କୁ ଉଦ୍ଧାର କରି ବ୍ରହ୍ମପୁର ବଡ଼ ମେଡିକାଲକୁ ନିଆଯାଇଥିଲା। ସେଠାରେ ଡାକ୍ତର ଶିଶୁପୁତ୍ରଟିକୁ ମୃତ ଘୋଷଣା କରିଥିବା ବେଳେ ମା’ ଚିକିତ୍ସିତ ହେଉଛନ୍ତି।
ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲା ଢୋଲିଆ ସାହି ଗାଁର ଭିକାରୀ ପ୍ରଧାନଙ୍କ ୨ ବର୍ଷର ପୁଅ ଚନ୍ଦନଜିତ୍‌ଙ୍କୁ ନେଇ ସ୍ତ୍ରୀ ଗୀତାଞ୍ଜଳି ତାଙ୍କ ବାପଘର ଗଞ୍ଜାମ ଜିଲା ମାଟିଖାଲ ଗାଁରେ ରହିଆସୁଥିଲେ। ଲକ୍‌ଡାଉନ୍‌ ଯୋଗୁ ସେ ଶାଶୁଘରକୁ ଫେରିପାରି ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସାଂଗଠନିକ ସ୍ତରରେ ବଡ଼ଧରଣର ଅଦଳବଦଳ: ୪ ରାଜ୍ୟ ପାଇଁ ନୂଆ ସଭାପତି ଘୋଷଣା

ନୂଆଦିଲ୍ଲୀ,୨୮।୫: ଭାଜପା ସାଂଗଠନିକ ସ୍ତରରେ ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଗୁରୁବାର ଦଳ ୪ଟି ରାଜ୍ୟରେ ରାଜ୍ୟ ସଭାପତିଙ୍କ ପରିବର୍ତ୍ତନ ଘୋଷଣା କରିଛି। ଦିଲ୍ଲୀରେ ବୀରେନ୍ଦ୍ର…

ଆଉଟ୍‌ ହେବା ପରେ କାହାକୁ ଗାଳି ଦେଲେ ବୈଭବ ସୂର୍ଯ୍ୟବଂଶୀ? ଚମକାଉଛି Video

ନୂଆଦିଲ୍ଲୀ,୨୮।୫: ଆଇପିଏଲ୍‌ ୨୦୨୬ର ଏଲିମିନେଟର୍‌ ମୁକାବିଲାରେ ସନରାଇଜର୍ସ ହାଇଦ୍ରାବାଦକୁ ଏକତରଫା ଭାବେ ପରାସ୍ତ କରିଛି ରାଜସ୍ଥାନ ରୟାଲ୍ସ। ଏହି ମ୍ୟାଚ୍‌ରେ ରାଜସ୍ଥାନର ବିଜୟର ହିରୋ ସାଜିଛନ୍ତି ୧୫…

ବିଜୁଳି ଚୋରି ଧରିବାକୁ ଯାଇଥିବା JEଙ୍କ ଉପରକୁ ମରଣାନ୍ତକ ଆକ୍ରମଣ; ପ୍ରଥମେ ଲାତ ଗୋଇଠା ମାରିଲେ, ପରେ ପୋଷା କୁକୁର ଛାଡିଦେଲେ

ଲକ୍ଷ୍ନୌ ବିଦ୍ୟୁତ୍ ବିଭାଗ ବର୍ତ୍ତମାନ ସାରା ଦେଶରେ ବିଦ୍ୟୁତ୍ ଚୋରମାନଙ୍କୁ ଦମନ କରିବା ପାଇଁ ଏକ ଅଭିଯାନ ଚଳାଇଛି। ଏହି ଅଭିଯାନ ସମୟରେ, ବୁଧବାର ସନ୍ଧ୍ୟାରେ LESA…

ନିର୍ମାଣ ପରେ ବି ହସ୍ତାନ୍ତର ହେଉନି ରାଜସ୍ବ ନିରୀକ୍ଷକଙ୍କ କାର୍ଯ୍ୟାଳୟର ନୂତନ କୋଠା, ଗ୍ରାମବାସୀ କହିଲେ…

ଛତ୍ରପୁର,୨୮ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ତହସିଲ ଅନ୍ତର୍ଗତ ସୁନ୍ଦରପୁର ଗ୍ରାମରେ ଲୋକଙ୍କୁ ରାଜସ୍ବ ସେବା ଯୋଗାଇଦେବା ଲାଗି ସରକାରୀ ଅର୍ଥ ଖର୍ଚ୍ଚରେ ନିର୍ମାଣ କରାଗଲା ନୂତନ…

ଭାରତ-ଚାଇନା ମଧ୍ୟରେ ଭୟଙ୍କର ଯୁଦ୍ଧ ଆଶଙ୍କା! ସେନା ବେସ୍‌ରେ ବଡ଼ ହଲଚଲ,ଚମକାଇଲା IISSର ରିପୋର୍ଟ

ନୂଆଦିଲ୍ଲୀ,୨୮।୫: ଭାରତର ଦୁଇ ପଡ଼ୋଶୀ ପାକିସ୍ତାନ ଏବଂ ଚାଇନା ସହିତ ସୀମା ବିବାଦ ଦଶନ୍ଧି ଧରି ଜାରି ରହିଛି। ପାକିସ୍ତାନ ବିରୋଧରେ ପୂର୍ୱରୁ ଅନେକ ଯୁଦ୍ଧ ହୋଇସାରିଛି।…

ଅମୃତ ଧାରା ପ୍ରକଳ୍ପ ଅଚଳ: ଲୋକେ ହଟହଟା

ଲୋଇସିଂହା,୨୮।୫(ସୁଶାନ୍ତ ବାରିକ): ବଲାଙ୍ଗୀର ଜିଲା ଲୋଇସିଂହା ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ପରିସର୍‌ ଅମୃତ ଧାରା ପ୍ରକଳ୍ପ ଦୀର୍ଘ ଦିନ ହେଲା ଅଚଳ ହୋଇପଡିଛି। ଫଳରେ ଡ଼ାକ୍ତରଖାନାକୁ ଆସୁଥିବା…

ପିଇବା ପାଣି ଲାଗି ବିକ୍ଷୋଭ: ଟ୍ରାକ୍ଟର ଜବତ କଲା ପୋଲିସ

ଲୋଇସିଂହା ୨୮।୫ (ସୁଶାନ୍ତ ବାଇକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ଯୋଗୀସର୍ଡ଼ା ପଞ୍ଚାୟତ ଅଧୀନ ଛେଲବାହାଲ ସୁକତେଲ ନଦୀ ଗ୍ୟାଲେରୀ ଉପରୁ ବେଇଆନ ବାଲି ଚାଲାଣ ହେଉଛି। ଏହାର…

ପଦ ଛାଡ଼ିଲେ ମୁଖ୍ୟମନ୍ତ୍ରୀ: ପ୍ରାତଃଭୋଜନ ବୈଠକରେ କଲେ ଘୋଷଣା

ବେଙ୍ଗାଲୁରୁ,୨୮।୫: କର୍ନାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରାମାୟା ତାଙ୍କ ଇସ୍ତଫା ଘୋଷଣା କରିଛନ୍ତି। ବେଙ୍ଗାଲୁରୁରେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ତାଙ୍କ ମନ୍ତ୍ରୀମାନଙ୍କ ସହିତ ଏକ ପ୍ରାତଃଭୋଜନ ବୈଠକରେ ସେ ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri