ଛିଡ଼ା ହୋଇଥିବା ଟ୍ରକ୍‌କୁ ସାମ୍ନାରୁ ପିଟିଲା ଟ୍ରକ୍‌

ଭବାନୀପାଟଣା,୨୯।୨(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଭବାନୀପାଟଣା-ଜୁନାଗଡ଼ ଜାତୀୟ ରାଜପଥ ନଂ.୨୬ ରିଷିଗାଁ ରିଲାଏନ୍ସ ପେଟ୍ରୋଲପମ୍ଫ ନିକଟରେ ଶନିବାର ଦୁର୍ଘଟଣା ଘଟିଛି। ଏକ ୟୁକାଲିପଟାସ୍‌ ବୋଝେଇ ଟ୍ରକ ରାସ୍ତା କଡରେ ଛିଡ଼ା ହୋଇଥିବା ବେଳେ ଅନ୍ୟ ଏକ ମାଲ ବୋଝେଇ ଟ୍ରକ୍‌ ତାକୁ ସାମ୍ନାରୁ ଧକ୍କା ଦେଇଥିଲା। ଏଥିରେ ଉଭୟ ଗାଡିର ଡ୍ରାଇଭର ଆହତ ହୋଇଛନ୍ତି। ଖବର ପାଇ ସଦରଥାନା ପୋଲିସ ପହଞ୍ଚି ଉଭୟ ଡ୍ରାଇଭରଙ୍କୁ ଉଦ୍ଧାର କରି ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲା। ତେବେ ୟୁକାଲିପଟାସ ବୋଝେଇ ଗାଡି ଡ୍ରାଇଭର ମେଡିକାଲରୁ ଫେରାର ଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ତହସିଲ ସମ୍ବନ୍ଧୀୟ ସେବା ଉପରେ ଗୁରୁତ୍ୱ

ବଇଣ୍ଡା,୧୪।୧୧(ଡି.ଏନ୍‌.ଏ.)-ଅନୁଗୋଳ ଜିଲା କିଶୋରନଗର ବ୍ଲକ ସଞ୍ଜାମୁରା ପଞ୍ଚାୟତରେ ଗୁରୁବାର ରାଜ୍ୟ ସରକାରଙ୍କ ପକ୍ଷରୁ ନୂତନ ଭାବେ ପ୍ରଚଳିତ ହୋଇଥିବା ଯୋଜନା ମୋ ଗାଁ ତହସିଲ (ସେବା...

କରୋନା ସଂକ୍ରମଣ ଭୟ: ବ୍ରହ୍ମପୁର ସୀମା ସିଲ୍‌

ବ୍ରହ୍ମପୁର ଅଫିସ,୧୩।୭-ସାରା ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ପ୍ରତିଦିନ ଗଞ୍ଜାମ ଜିଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏହାକୁ ନେଇ...

ବିଦ୍ୟୁତ୍‌ ଆଘାତରେ ୨ ଯୁବକ ମୃତ

ରସାଳପୁର, ୧୮ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ଚାନ୍ଦିପୁର ଥାନା ହିଡ଼ିଗଁାରେ ଶନିବାର ଅପରାହ୍ନରେ ବିଦ୍ୟୁତ୍‌ ଆଘାତ ଲାଗି ୨ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ପ୍ରଦୀପ ଜେନା...

ସରିଲା ମା’ ବିରଜାଙ୍କ ରଥଯାତ୍ରା

ଯାଜପୁର ଟାଉନ୍‌,୨୪ା୧୦(ଡି.ଏନ.ଏ.): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ରଥଯାତ୍ରା ଶନିବାର ଶେଷ ହୋଇଛି। ମା’ଙ୍କୁ ମହାମାୟା ବେଶରେ ସଜ୍ଜିତ କରାଯାଇଥିଲା। ଚଳିତ ବର୍ଷ ୯...

ଜମି ଅଧିଗ୍ରହଣ ପାଇଁ ଏସ୍‌ଆଇଏ ସର୍ଭେ: ଦ୍ୱିତୀୟ ଦିନରେ ୨୦ ପରିବାରର ତଥ୍ୟ ସଂଗ୍ରହ

ପୁରୀ ଅଫିସ, ୧ା୧୦: ଶ୍ରୀମନ୍ଦିର ସୁରକ୍ଷା ଜୋନରୁ ଜମି ଅଧିଗ୍ରହଣ ପାଇଁ ପ୍ରଶାସନ ପକ୍ଷରୁ ଚାଲିଛି ସାମାଜିକ ପ୍ରଭାବ ନିର୍ଦ୍ଧାରଣ (ଏସ୍‌ଆଇଏ) ସର୍ଭେ। ଉପଜିଲାପାଳ ଏବଂ...

ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ

ମାଲକାନଗିରି,୨୯ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ଏବଂ ମାଲକାନଗିରି ପୋଲିସ ଦୁଇଟି ଘଟଣାରେ ୭୬୨କେଜି ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ...

ବାହାରିଲା ଆଡ଼ପ ଅବଢ଼ା

ପୁରୀ ଅଫିସ,୨୫ା୬: ମହାପ୍ରଭୁ ଜନ୍ମବେଦୀରେ ବିଜେ କରିବା ପରେ ଆଡ଼ପ ଅବଢ଼ା ପାଇବା ଲାଗି ଭକ୍ତଙ୍କ ମଧ୍ୟରେ ଏକପ୍ରକାର ଉତ୍କଣ୍ଠା ରହିଥାଏ। ଏବେ ଏହି ଉତ୍କଣ୍ଠାର...

ହତ୍ୟା ଅଭିଯୋଗକୁ ପୂରିଲା ୪୦ ଦିନ: ଅଭିଯୁକ୍ତଙ୍କ ଗିରଫ ଦାବିରେ ଥାନା ଆଗରେ ଗ୍ରାମବାସୀଙ୍କ ଧାରଣା

ମହାକାଳପଡା, ୭।୧(ଡି.ଏନ.ଏ): କେନ୍ଦ୍ରାପଡା ଜିଲା ମହାକାଳପଡା ଥାନା ଅଧୀନ ଜଅଁରା ଗ୍ରାମରେ ୨୦୧୯ ନଭେମ୍ବର ୨୮ ତାରିଖରେ ଅଶୋକ ପରିଡାଙ୍କୁ ଗ୍ରାମର ଏକ ପରିବାର ହତ୍ୟା...

Advertisement


Archives

Model This Week