ଛିଡ଼ା ହୋଇଥିବା ବୋଲେରୋକୁ ପଛରୁ ପିଟିଲା ବାଇକ୍‌ : ଡ୍ରାଇଭର ଗୁରୁତର

ବିଜେପୁର,୧।୩(ଡି.ଏନ୍‌.ଏ.): ବରଗଡ଼ ଜିଲା ବିଜେପୁର ବ୍ଲକ ସଦରମହକୁମା ସ୍ଥିତ ବିଏସ୍‌ଏନ୍‌ଏଲ୍‌ ଟାଓ୍ବାର ପାର୍ଶ୍ୱରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ଛିଡ଼ା ହୋଇଥିବା ଏକ ବୋଲେରୋକୁ ପଛରୁ ଧକ୍କାଦେଇ ବାଇକ୍‌ ଚାଳକ ଗୁରୁତର ହୋଇଛନ୍ତି। ଚାଳକ ହେଲେ ଉକ୍ତ ସହରର ସୁଧାଂଶୁ ପଣ୍ଡା (୪୩)। ସୁଧାଂଶୁ ବାଇକ୍‌ରେ ପେଟ୍ରୋଲ ପମ୍ପରୁ ଘରକୁ ଫେରୁଥିବା ସମୟରେ ଟାଓ୍ବାର ପାର୍ଶ୍ୱରେ ଛିଡା ହୋଇଥିବା ଏକ ବୋଲେରୋକୁ ପଛପଟୁ ଧକ୍କା ଦେଇଥିଲେ। ଗୁରୁତର ଅବସ୍ଥାରେ ବୋଲେରୋ ଚାଳକ ତାଙ୍କୁ ସ୍ଥାନୀୟ ଲୋକଙ୍କ ସହାୟତାରେ ଉଦ୍ଧାର କରି ଚିକିତ୍ସା ପାଇଁ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ହେଲେ ସେଠାରେ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଖବରପାଇ ସ୍ଥାନୀୟ ପୋଲିସ ଦୁର୍ଘଟଣାଗ୍ରସ୍ତ ବାଇକ୍‌କୁ ଜବତ କରି ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକା ଛାତ୍ରୀଙ୍କୁ ଅଧ୍ୟାପକଙ୍କ ପ୍ରେମ ନିବେଦନ, ଅଡିଓ ଭାଇରାଲ୍‌ ପରେ ଚହଳ, ଥାନାରେ…

ଠାକୁରମୁଣ୍ଡା,୨୦ା୨(ତାରାକାନ୍ତ ପଟ୍ଟନାୟକ)- ଠାକୁରମୁଣ୍ଡା ଥାନା ଅଧୀନ ଏକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଜଣେ ନାବାଳିକା ଛାତ୍ରୀଙ୍କୁ ଜଣେ ଅଧ୍ୟାପକ ପ୍ରେମ ନିବେଦନ ସହ ଶାରୀରିକ ସମ୍ପର୍କ ପାଇଁ…

କାମ ସାରି ଫେରିବା ବେଳେ ଖଣ୍ଡା-କାତିରେ ଆକ୍ରମଣ କରି ହତ୍ୟା, ୮ଜଣଙ୍କୁ ଆଜୀବନ କାରାଦଣ୍ଡରେ…

ଛତ୍ରପୁର,୨୦ା୨(ଦିଲୀପ ସାମଲ)- ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଦୟାପଲ୍ଲୀ ଗ୍ରାମର ୨୦୧୨ର ଏକ ହତ୍ୟା ମାମଲାର ଚୂଡାନ୍ତ ରାୟ ଶୁକ୍ରବାର ପ୍ରକାଶ ପାଇଛି। ଛତ୍ରପୁର ଅତିରିକ୍ତ ଜିଲା…

ଗୋ-ହତ୍ୟା ଅଭିଯୋଗକୁ ନେଇ ବିଷମ କଟକ ଥାନାରେ ଉତ୍ତେଜନା, ମାଂସ ଧରି ଥାନା ସମ୍ମୁଖରେ ଧାରଣା…

ବିଷମକଟକ,୨୦।୨(ପ୍ରସନ୍ନ କୁମାର ପଣ୍ଡା):ରାୟଗଡ଼ା ଜିଲା ବିଷମ କଟକ ଥାନା ଅଞ୍ଚଳରେ ଗୋ-ହତ୍ୟା ଅଭିଯୋଗକୁ କେନ୍ଦ୍ର କରି ପ୍ରବଳ ଉତ୍ତେଜନା ପ୍ରକାଶ ପାଇଛି। ଦୁର୍ଗୀ ଅଞ୍ଚଳରେ ଗୋ-ମାଂସ ଚାଲାଣ…

ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି ଅମିତ

ମୋରଡ଼ା,୨୦ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚଢ଼େଇଗଁା ଗ୍ରାମର ଅମିତ କୁମାର ଦାସ(୧୭) ସମାଜ ପରିବର୍ତ୍ତନର ସଂକଳ୍ପ ନେଇ ସାଇକେଲରେ ଭାରତ ଭ୍ରମଣ କରୁଛନ୍ତି।…

ଘୋଡାହାଡ଼ ନଦୀ ଗଣ୍ଡରୁ ମିଳିଲା ନିଖୋଜ ବୃଦ୍ଧାଙ୍କ ମୃତଦେହ 

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ଗ୍ରାମ ଦେଇ ପ୍ରବାହିତ ଘୋଡ଼ାହାଡ଼ ନଦୀର ଗଣ୍ଡରେ ବୁଡ଼ିଯାଇ ଜଣେ ବୃଦ୍ଧା ମୃତ୍ୟୁବରଣ କରିଛନ୍ତି। ବୃଦ୍ଧା…

ତପ୍ତପାଣି ଘାଟିରେ ଓଲଟିଲା ମକା ବୋଝେଇ ଟ୍ରକ

ଦିଗପହଣ୍ଡି,୨୦|୨(ଅଶେଷ ନାଥ ମିଶ୍ର) ଗଞ୍ଜାମ – ଗଜପତି ସୀମାନ୍ତ ତପ୍ତପାଣି ଘାଟି ରାସ୍ତାର ପାଳୁଖଳା ଗ୍ରାମ ନିକଟ ଘାଟି ରାସ୍ତାରେ ଏକ ମକା ବୋଝେଇ ଟ୍ରକ୍ (ନଂ.…

ମୋହନାରେ ନୂତନ ଥାନା ଅଧିକାରୀ

ମୋହନା,୨୦ା୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନାରେ ନୂତନ ଥାନା ଅଧିକାରୀ ଭାବେ ଓମ ନାରାୟଣ ପାତ୍ର ଦାୟିତ୍ୱ ଗ୍ରହଣ କରିଛନ୍ତି। ପୂର୍ବରୁ ରହିଥିବା ଥାନା ଅଧିକାରୀ…

କିଡ୍‌ନୀ, ହାର୍ଟ ଦାନକରି ଅମର ହେଲେ ଶୁଭମ୍‌

ବଞ୍ଚୋ/ବଉଳା/ଛେନାପଦି,୨୦ା୨(ପ୍ରଦୋଷ କୁମାର ବିଶ୍ୱାଳ/ଦୁର୍ଗା ପ୍ରସାଦ ଆୟଚ/ ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ ଜମ୍ଭିରା ଗ୍ରାମର ଉପେନ୍ଦ୍ର ଆୟଚଙ୍କ ପୁତ୍ର ଶୁଭମ୍‌ ଆୟଚ(୧୨) ଦୁର୍ଘଟଣାରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri