Posted inଜାତୀୟ

ଛୁଆ ରୋଗୀଣା ଥିବାରୁ ୪ ମହଲା କୋଠାରୁ ଫୋପାଡି ମାରିଦେଲେ ମା’

ଲକ୍ଷ୍ନୌ,୨୩।୭: ଦୁନିଆ କ’ଣ ଜାଣିବା ପୂର୍ବରୁ ନିଜ ମା’ ପାଇଁ ମୃତ୍ୟୁକୁ ଅପଣାଇ ନେଇଛି ଜଣେ ୩ ମାସର ଶିଶୁ। ନିଜ ୩ ମାସ ଶିଶୁ ପୁତ୍ରର ଯକୃତ ଜନିତ ସମସ୍ୟା ଓ କାମଳ ରୋଗ ଥିବାରୁ ଏହାକୁ କିଛିଦିନ ଚିକିତ୍ସା କରିବା ପରେ ଏଥିରେ ଅତିଷ୍ଠ ହୋଇ ୪ ମହଲା କୋଠାରୁ ତଳକୁ ଫୋପାଡି ଜଣେ ମା’ ତାଙ୍କ ଶିଶୁକୁ ହତ୍ୟା କରିଥିବା ଜଣାପଡିଛି। ଘଟଣାଟି ଘଟିଛି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ଥିବା କିଙ୍ଗ ଜର୍ଜ ମେଡିକାଲ ୟୁନିର୍ଭସିଟି(କେଜିଏମ୍‌ୟୁ)ଟ୍ରମା ସେଣ୍ଟରରେ। ତେବେ ଜନ୍ମରୁ ପିଲାଟି ରୋଗୀଣା ଥିବାରୁ ପିଲାଟିର ମା’ କେଜିଏମ୍‌ୟୁ ଟ୍ରମା ସେଣ୍ଟରର ୪ମହାଲା ଛାତରୁ ଶିଶୁଟିକୁ ତଳକୁ ଫୋପାଡି ଦେଇଥିଲେ। ଆଉ ସେହିଠାରେ ହିଁ ଶିଶୁଟିର ମୃତ୍ୟୁ ହୋଇଥିଲା ବୋଲି କହିଛନ୍ତି ଶିଶୁର ପିତା। ଏଏସ୍‌ପି ବିକାଶ ଚନ୍ଦ୍ର ତ୍ରିପାଠୀ ଅଭିଯୁକ୍ତଙ୍କୁ ଗିରଫ କରି ଘଟଣାର ତଦନ୍ତ ଆରମ୍ଭ କରିଥିବା ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାକେ ଦାନ ମାଝୀ, ଏହି କାରଣକୁ ନେଇ ଫିଲ୍ମ ‘ଲାଶ୍’ର ପ୍ରଯୋଜକଙ୍କ ନାଁରେ ଦେଲେ ଏତଲା

ଭବାନୀପାଟଣା,୨୭।୭(ଉତ୍ତମ କୁମାର ଦାଶ): କାନ୍ଧରେ ପତ୍ନୀଙ୍କ ମୃତ ଦେହ ବୋହି ସାରା ବିଶ୍ୱରେ ଏକଦା ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଥିବା କଳାହାଣ୍ଡିର ଦାନ ମାଝୀ ପୁଣି ଚର୍ଚ୍ଚାକୁ ଆସିଛନ୍ତି…

ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ, ମହାଲକ୍ଷ୍ମୀକୁ ରସଗୋଲା ଖୁଆଇ କରିବେ ମାନଭଞ୍ଜନ

ପୁରୀ,୨୭ା୭: ଆଜି ଘୋଷଯାତ୍ରାର ଅନ୍ତିମ ପର୍ବ ନୀଳାଦ୍ରିବିଜେ। ନୀଳକନ୍ଦରକୁ ବିଜେ କରିବେ ନୀଳାଦ୍ରିନାଥ। ଗୋଟି ପହଣ୍ଡିରେ ଶ୍ରୀମନ୍ଦିର ରତ୍ନବେଦିକୁ ବିଜେ କରିବେ ଦାରୁବିଗ୍ରହ। ଏଥିସହ ଚଳିତବର୍ଷର ବିଶ୍ୱପ୍ରସିଦ୍ଧ…

ଅଗଷ୍ଟ ୧ରୁ ବଦଳିବ ଗ୍ୟାସ ସିଲିଣ୍ଡର ଦର! ମହଙ୍ଗା ହେବ କି ଶସ୍ତା ଜାଣନ୍ତୁ

ନୂଆଦିଲ୍ଲୀ, ୨୭।୭: ଇରାନ ଏବଂ ଆମେରିକା ମଧ୍ୟରେ ସଂଘର୍ଷ ଯୋଗୁଁ ସାଧାରଣ ଜନତାଙ୍କୁ ମହଙ୍ଗା ମାଡ଼ର ସମ୍ମୁଖୀନ ହେବାକୁ ପଡିଥିଲା । ତେଲ, ଗ୍ୟାସ ଏବଂ ଅନେକ…

ରେଳ ଟ୍ରାକ୍‌ରେ ଦୁଇ ଫୁଟ ପାଣି, ଦୁଇ ଘଣ୍ଟା ଧରି ଅଟକିଲା କୋରାପୁଟ–ବିଶାଖାପାଟଣମ୍ ଟ୍ରେନ୍

ଟିକିରି, ୨୭।୭ (ପ୍ରଫୁଲ୍ଲ କୁମାର ବେହେରା): ଲଗାଣ ବର୍ଷାର ପ୍ରଭାବ ଏବେ ରେଳ ଚଳାଚଳ ଉପରେ ପଡ଼ିଛି। ରାୟଗଡ଼ା ଜିଲାର ଟିକିରି ଷ୍ଟେଶନ୍ ନିକଟରେ ରେଳ ଟ୍ରାକ୍‌…

ଏହି ଅଭିନେତ୍ରୀଙ୍କ ପ୍ରେମରେ ବୋଲ୍ଡ ହେଲେ ଅର୍ଶଦୀପ ସିଂ

ଭାରତୀୟ କ୍ରିକେଟ ଦଳର ଦ୍ରୁତ ବୋଲର ଅର୍ଶଦୀପ ସିଂହ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମସ୍ତ କଳ୍ପନାଜଳ୍ପନାର ଅନ୍ତ ଘଟାଇଛନ୍ତି। ଅର୍ଶଦୀପ ଇନଷ୍ଟାଗ୍ରାମରେ ମଡେଲ ତଥା ଅଭିନେତ୍ରୀ…

ଘଣ୍ଟାପ୍ରତି ୮୫ କିମି ବେଗରେ ପବନ! IMD ଜାରି କଲା ଚେତାବନୀ, ୧୩ ଘଣ୍ଟା ଭିତରେ ଭୟଙ୍କର ହେବ….

ନୂଆଦିଲ୍ଲୀ, ୨୭।୭: ଦେଶରେ ମୌସୁମୀ ବର୍ଷାର ପ୍ରଭାବ ଜୋରଦାର ଭାବେ ଜାରି ରହିଥିବା ବେଳେ ପୁଣିଥରେ ପାଗ ଅଧିକ ଖରାପ ହେବାର ସମ୍ଭାବନା ରହିଛି। ପାଣିପାଗ ବିଭାଗର…

ଲୋମହର୍ଷଣକାରୀ ଘଟଣା…ପ୍ୟାଣ୍ଟରେ ପରିସ୍ରା କରିଦେବାରୁ ନିଷ୍ଠୁର ହେଲେ ଶିକ୍ଷୟିତ୍ରୀ, ଗୁପ୍ତାଙ୍ଗରେ ଚେଙ୍କ ଦେଇ…

ଲକ୍ଷ୍ନୌ,୨୭।୭: ବାରାଣସୀର ଲାଲପୁର-ପାଣ୍ଡେପୁର ପୋଲିସ ଷ୍ଟେସନ ଅଞ୍ଚଳର ଏକ ପ୍ଲେ ସ୍କୁଲରେ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ୫ ବର୍ଷୀୟ ଛାତ୍ରଙ୍କ ଗୁପ୍ତାଙ୍ଗରେ…

ଇସ୍ତଫା ପରେ ବି ନରମି ନାହାନ୍ତି ଧର୍ମେନ୍ଦ୍ର; କଂଗ୍ରେସ ନେତା ଜୟରାମ ରମେଶଙ୍କୁ ଦେଲେ କଡ଼ା ଜବାବ, କହିଲେ-ମୁଁ ଜଣେ …

ନୂଆଦିଲ୍ଲୀ, ୨୭।୭: ଜନ୍ତର-ମନ୍ତରରେ ମାସେରୁ ଅଧିକ ସମୟ ଧରି ଚାଲିଥିବା CJPର ଆନ୍ଦୋଳନ ପରେ ଧର୍ମେନ୍ଦ୍ର ପ୍ରଧାନ ଶିକ୍ଷାମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ। ଇସ୍ତଫା ପରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri