ଛୁଟିରେ ଅଧିକାରୀ ହେଡକ୍ୱାର୍ଟର ନ ଛାଡ଼ିବାକୁ ନିର୍ଦ୍ଦେଶ

ଛତ୍ରପୁର,୮ା୩(ଡି.ଏନ୍‌.ଏ.)- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସରକାରୀ ଛୁଟି। ଗଞ୍ଜାମ ଜିଲାର ସମସ୍ତ ସରକାରୀ କାର୍ଯ୍ୟାଳୟର ଅଧିକାରୀମାନେ ଏହି ଛୁଟି ଦିନରେ ହେଡକ୍ୱାର୍ଟର ନ ଛାଡିବାକୁ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ଶନିବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ଜିଲାପାଳଙ୍କ ବିନା ଅନୁମତିରେ ହେଡକ୍ୱାର୍ଟର ନ ଛାଡିବାକୁ ନିର୍ଦ୍ଦେଶନାମାରେ ଦର୍ଶାଯାଇଛି। ଏଥିରେ ଖିଲାପ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ସତର୍କ କରାଇ ଦେଇଛନ୍ତି। ବର୍ତ୍ତମାନ ଭାରତର ବିଭିନ୍ନ ସ୍ଥାନରେ କରୋନା ଭାଇରସ୍‌ ବ୍ୟାପୁଥିବା, ରୌଦ୍ରତାପ ଏବଂ ମାର୍ଚ୍ଚ ମାସର ଟାର୍ଗେଟ ନେଇ ଉଭୟ କାର୍ଯ୍ୟ ଓ ଅନୁଦାନ ଖର୍ଚ୍ଚ ପରିପ୍ରେକ୍ଷୀରେ ଏହି ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇ କୃଷସାର ମୃଗ ମଧ୍ୟରେ ଲଢ଼େଇ: ଆହତକୁ ଉଦ୍ଧାର କଲା ବନ ବିଭାଗ

ବୁଗୁଡ଼ା,୨୨ା୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବନାଞ୍ଚଳ ଅନ୍ତର୍ଗତ ଚକରାପଲ୍ଲୀ ଗ୍ରାମ ନିକଟରେ ଥିବା ଏକ ବିଲରୁ ବୁଧବାର ସକାଳେ ଆହତ ଅବସ୍ଥାରେ ୫ ବର୍ଷର ଅଣ୍ଡିରା...

ମଇଁଷିଚରାଳିଙ୍କୁ ଛୁରାମାଡ

ଛତ୍ରପୁର,୩୧।୩(ଡି.ଏନ୍‌.ଏ.)- ଛତ୍ରପୁର ଥାନା ପଦ୍ମାବତୀ ଗଁା ନିକଟରେ ମଇଁଷି ଚରାଳିଙ୍କୁ ସୋମବାର ଅପରାହ୍ନରେ ଛୁରାମାଡ ହୋଇଛି। ସେହେଲେ ତେଲାପଲ୍ଲୀ ଗଁାର ଏସ୍‌. ମୋଚି ପାତ୍ର। ତାଙ୍କୁ...

ହୁକିଂ ତାରରେ ଲାଗି ନାବାଳକଙ୍କ ମୃତ୍ୟୁ: ଘଟଣାସ୍ଥଳରେ ଉତ୍ତେଜନା

ଭଞ୍ଜନଗର,୧୫।୯(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଚୁନାପଲ୍ଲୀଠାରେ ଫସଲ ସୁରକ୍ଷା ପାଇଁ ବିଛା ହୋଇଥିବା ହୁକିଂ ତାରରେ ଲାଗି ରବିବାର ଜଣେ ନାବାଳକଙ୍କ ମୃତ୍ୟୁ...

ଗଞ୍ଜାମରେ ହୋମ୍‌ କ୍ୱାରାଣ୍ଟାଇନ୍‌ରେ ଅଛନ୍ତି ପ୍ରବାସୀ: ନିୟମିତ ସ୍ବାସ୍ଥ୍ୟାବସ୍ଥା ମନିଟରିଂ କରୁଛି ଟିମ୍‌

ଛତ୍ରପୁର, ୨୭।୫(ଡି.ଏନ୍‌.ଏ.)- ରାଜ୍ୟକୁ ଫେରୁଥିବା ପ୍ରବାସୀଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମକୁ ଫେରୁଛନ୍ତି। ଜି଼ିଲାରେ ବହୁ ପ୍ରବାସୀ ହୋମ୍‌ କ୍ୱାରାଣ୍ଟାଇନରେ ଅଛନ୍ତି। ସ୍ବାସ୍ଥ୍ୟବସ୍ଥା ସମ୍ପର୍କରେ ନିରୀକ୍ଷଣ ପାଇଁ...

ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘ ସମ୍ମିଳନୀ: ଶାଖା ବନ୍ଦ ନିଷ୍ପତ୍ତିକୁ ବିରୋଧ

ବ୍ରହ୍ମପୁର ଅଫିସ,୨୩ା୧୨-ଉତ୍କଳ ଗ୍ରାମୀଣ ବ୍ୟାଙ୍କ କର୍ମଚାରୀ ସଂଘ ଉପଖଣ୍ଡସ୍ତରୀୟ ସମ୍ମିଳନୀ ରବିବାର ଅନୁଷ୍ଠିତ ହୋଇଯାଇଛି। ରାମଲିଙ୍ଗମ ଟେମ୍ପୁଲ ରୋଡସ୍ଥିତ ଶଙ୍କର ଭବନ ସମ୍ମିଳନୀ କକ୍ଷରେ ଆୟୋଜିତ...

ମହିଳାଙ୍କ ବେକରୁ ସୁନା ଚେନ୍‌ ଝାମ୍ପିନେଲେ ଲୁଟେରା

ବ୍ରହ୍ମପୁର ଅଫିସ,୧୫।୬: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲାରେ ଜୁନ ୩୦ ତାରିଖ ପର୍ଯ୍ୟନ୍ତ ଦୈନିକ ୧୯ ଘଣ୍ଟା ଲକ୍‌ଡାଉନ ଘୋଷଣା କରାଯାଇଛି। ଏହାର...

ଜଳଛତ୍ରରୁ ପାଣି ପିଉନାହାନ୍ତି ଲୋକେ

ବୁଗୁଡ଼ା,୧ା୬(ଡି.ଏନ.ଏ.)- ବୁଗୁଡ଼ା ଏନଏସିର ବିଭିନ୍ନ ସ୍ଥାନରେ ଜଳଛତ୍ର ଖୋଲାଯାଇଛି। କିନ୍ତୁ ରକ୍ଷଣାବେକ୍ଷଣ ଅଭାବରୁ ଲୋକେ ଏହି ପାଣି ପିଇବାକୁ ଅମଙ୍ଗ ହେଉଛନ୍ତି। ବିଭିନ୍ନ ସ୍ଥାନରେ ଜଳଛତ୍ର...

ଗୁଟ୍‌ଖା କାରଖାନାରେ ଚଢ଼ାଉ

ହିଞ୍ଜିିଳିକାଟୁ, ୧୯ା୫(ଡି.ଏନ୍‌.ଏ.)-ହିଞ୍ଜିଳିକାଟୁ ଥାନା ପଲାସୀ ଗ୍ରାମରେ ଏକ ଗୁଟ୍‌ଖା କାରଖାନା ଉପରେ ରବିବାର ମଧ୍ୟରାତ୍ରିରେ ପୋଲିସ ଚଢ଼ାଉ କରିଛି। ଆସିକା ଏସ୍‌ଡିପିଓ ସୂର୍ଯ୍ୟମଣି ପ୍ରଧାନଙ୍କ ନେତୃତ୍ୱର...

Coronavirus Update

Archives

Model This Week

Why Dharitri