ଛୁଟିରେ ଚାଲିଛି ଡ୍ରେନ୍‌ ନିର୍ମାଣ

ଆନନ୍ଦପୁର, ୭।୧୦ (ସ୍ବ.ପ୍ର.)- ପାର୍ବଣ ପାଇଁ ସମସ୍ତ ବିଭାଗୀୟ ଅଧିକାରୀ ଛୁଟିରେ ରହିଥିବା ବେଳେ ଏହି ସମୟରେ ଖପରାଖାଇ-ଘସିପୁରା ଭିଆଇପି ରୋଡ୍‌ର ଡ୍ରେନ୍‌ ନିର୍ମାଣ କାର୍ଯ୍ୟ ଅବାଧରେ ଚାଲିଥିବା ଅଭିଯୋଗ ହେଉଛି। ଯନ୍ତ୍ରୀଙ୍କ ତଦାରଖ ବିନା ଚାଲିଥିବା ନିର୍ମାଣ କାର୍ଯ୍ୟର ସ୍ବଚ୍ଛତା ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ତଦାରଖ ଅଭାବରୁ ଲୁହା ଛଡକୁ ଟେକା ନ ଯାଇ କେବଳ ବାଲି ଉପରେ ରଡ୍‌ ଥୋଇ ଦିଆଯାଇ ନିମ୍ନମାନର କଂକ୍ରିଟରେ କାର୍ଯ୍ୟ ହେଉଥିବା କୁହାଯାଇଛି। ଏହାକୁ ନେଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ଗୋଟିଏ ପଟେ ଭିଆଇପି ରୋଡ୍‌ର ନିର୍ମାଣାଧୀନ ଡ୍ରେନ୍‌ରେ ପାନୀୟ ଜଳ ପାଇପ୍‌ ରହିଥିବା ବେଳେ ଏହାକୁ ଦୃଷ୍ଟି ଆଢୁଆଳରେ ରଖିବା ପାଇଁ ତରବରିଆ ଭାବେ ଏଭଳି ନିର୍ମାଣ କାର୍ଯ୍ୟ ଶେଷ କରିବାକୁ ଉଦ୍ୟମ ହେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କରୋନା ସ୍ଥିତି ସମୀକ୍ଷା କଲେ ନୋଡାଲ୍‌ ଅଧିକାରୀ

  ରାୟଗଡ଼ା ଅଫିସ,୩ା୫: ରାଜ୍ୟ ସରକାରଙ୍କ ପକ୍ଷରୁ ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲା ନୋଡାଲ୍‌ ଅଧିକାରୀଭାବେ ନିଯୁକ୍ତ ଭି. ଭି ଯାଦବ ରବିବାର ରାୟଗଡ଼ା...

ସୁଆଣ୍ଡୋ ଗସ୍ତରେ ୫-ଟି ସଚିବ

ପୁରୀ ଅଫିସ,୧୬।୪: ରାଜ୍ୟ ସରକାରଙ୍କ ୫-ଟି ସଚିବ ଭିକେ ପାଣ୍ଡିଆନ ଶନିବାର ସୁଆଣ୍ଡୋ ଗସ୍ତ କରିଛନ୍ତି। ସେଠାରେ ଚାଲିଥିବା ଉନ୍ନୟନମୂଳକ କାର୍ଯ୍ୟ ସମୀକ୍ଷା କରିଛନ୍ତି। ଏହି...

ହାଇକୋର୍ଟଙ୍କ ଫୁଲ୍‌କୋର୍ଟରେ ନିଷ୍ପତ୍ତି: ସ୍ବାଭାବିକ ହେବ ତଳ କୋର୍ଟ କାର୍ଯ୍ୟ

କଟକ ଅଫିସ,୨୩।୮: କରୋନା କଟକଣା ଭିତରେ କୋର୍ଟଗୁଡ଼ିକ କିଭଳି କାର୍ଯ୍ୟ କରିବେ, ସେନେଇ ହାଇକୋର୍ଟର ଫୁଲ୍‌କୋର୍ଟ ବୈଠକରେ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ସେପ୍ଟେମ୍ବର ୧୯...

ଟ୍ରକ୍‌କୁ ପିଟିଲା ଟ୍ରକ: ଜଣେ ମୃତ, ୨ ଆହତ

ସୋର, ୨୩।୪(ଡି.ଏନ.ଏ.)-ସୋର ଥାନା ଅନ୍ତର୍ଗତ ୧୬ ନଂ ଜାତୀୟ ରାଜପଥର ତଳନଗର ଠାରେ ଏକ ଟ୍ରକରେ ମାଲବୋଝେଇ ସମୟରେ ଅନ୍ୟ ଏକ ଟ୍ରକ ଧକ୍କା ଦେଇଛି।...

ଋଷିକୁଲ୍ୟା ବେଳାଭୂମିରେ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ

ଗଞ୍ଜାମ,୨୧ା୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଣାବନ୍ଧ ଗ୍ରାମ ନିକଟ ଋଷିକୁଲ୍ୟା ବେଳାଭୂମିଠାରେ ଚଳିତବର୍ଷ ବିଳମ୍ବରେ ହେଲେ ମଧ୍ୟ ଅଲିଭ୍‌ ରିଡ୍‌ଲେ କଇଁଛଙ୍କ ଗଣଅଣ୍ଡାଦାନ ପ୍ରକ୍ରିୟା ଆରମ୍ଭ ହୋଇଛି...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା: ଲିଭିଗଲା ୩ ଜଣଙ୍କ ଜୀବନଦୀପ

ବାଲିଆପାଳ,୮।୩(ସ୍ବ.ପ୍ର.): ବାଲେଶ୍ୱର ଜିଲା ବାଲିଆପାଳ ଥାନା ଖାଳମୁହାଣି ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ...

୨୨ ବର୍ଷରେ ମହାବାତ୍ୟା: ସ୍ମୃତି ଏବେ ବି ଅଭୁଲା

ଏରସମା,୨୮ା୧୦(ସ୍ବ.ପ୍ର.): ମହାବାତ୍ୟାର ଲୋମଟାଙ୍କୁରା ଘଟଣାବଳୀକୁ ଏବେବି ଲୋକେ ଭୁଲି ପାରିନାହାନ୍ତି। ୨୨ ବର୍ଷ ତଳେ ଅର୍ଥାତ୍‌ ୧୯୯୯, ଅକ୍ଟୋବର ୨୯ରେ ତାଣ୍ଡବ ରଚିଥିଲା ମହାବାତ୍ୟା। ଏବେବି...

ସାନଛତା ମଠ ଉଚ୍ଛେଦ ଆରମ୍ଭ

ପୁରୀ ଅଫିସ,୧୧।୧୨ : ଶ୍ରୀମନ୍ଦିର ସୁରକ୍ଷା ଜୋନ୍‌ରେ ଉଚ୍ଛେଦ କାର୍ଯ୍ୟ ଜାରି ରହିଛି। ୩ ଦିନ ଧରି ମଙ୍ଗୁ ମଠ ବ୍ୟବସାୟିକ କୋଠା ଭଙ୍ଗାଯିବା ପରେ...

Advertisement
Archives

Model This Week