ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ: ଜଣେ ଅଟକ

ଝାରସୁଗୁଡ଼ା ଅଫିସ,୧୧।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗଙ୍ଗାନଗରଠାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଗଙ୍ଗାନଗରର ଅଜୟ କୁମାର ପ୍ରଧାନ।
ସୂଚନାନୁଯାୟୀ, ଅଜୟଙ୍କୁ କେହି ଦୁର୍ବୃତ୍ତ ମଙ୍ଗଳବାର ଅପରାହ୍ନରେ ଛୁରି ମାରିଥିଲେ। ପରେ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା। ଆକ୍ରମଣର କାରଣ ଅସ୍ପଷ୍ଟ ଥିବାବେଳେ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଜୟଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ବ୍ରଜରାଜନଗର ଥାନା ପୋଲିସ ଏକ ମାମଲା ରୁଜୁ କରି ଜଣେ ଯୁବକଙ୍କୁ ଅଟକ ରଖିବା ସହ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଲୁହା ପଥର ପରିବହନକୁ କେନ୍ଦ୍ରକରି ଗୋଷ୍ଠୀ ସଂଘର୍ଷ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ଯୋଡ଼ା, ୭।୧୧(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଯୋଡ଼ାଠାରେ ଲୁହା ପଥର ପରିବହନକୁ କେନ୍ଦ୍ରକରି ହୋଇଥିବା ଗୋଷ୍ଠୀ ସଂଘର୍ଷ ମାମଲାରେ ଯୋଡା ଥାନା ପୋଲିସ ଗୁରୁବାର ଜଣେ ଅଭିଯୁକ୍ତଙ୍କୁ...

ବିସ୍ମୟ ବାଳକ ଆୟୁଷ

ଆୟୁଷ ରଞ୍ଜନ ରାଉତ। ବୟସ ୧୪। ଅଷ୍ଟମ ଶ୍ରେଣୀରେ ପାଠ ପଢୁଥିବା ଏହି ଛାତ୍ର ଜଣକ ଏବେ ବିସ୍ମୟ ବାଳକ ଭାବେ ବେଶ୍‌ ଚର୍ଚ୍ଚା ସାଉଣ୍ଟିଛନ୍ତି।...

ବେଳାଭୂମିରେ ଗହଳି ମନା

ପୁରୀ ଅଫିସ,୧୬।୩: କରୋନାକୁ ନେଇ ବିଶ୍ୱବ୍ୟାପୀ ଭୟଙ୍କର ସ୍ଥିତି। ଦିନକୁ ଦିନ ଏହି ମାରାତ୍ମକ ଭୂତାଣୁ ନୂଆ ନୂଆ ଦେଶରେ ତା’ର ଉପସ୍ଥିତି ଜାହିର କରୁଛି।...

ଶ୍ରୀମନ୍ଦିର ଓ୍ବାଚ୍‌ ଟାଓ୍ବାରରେ ଚଢି ଫଟୋ ଉଠାଇଲେ ବିଦେଶିନୀ, ଭିଡିଓ ଭାଇରାଲ

ପୁରୀ ଅଫିସ,୨୯।୧୨: ନୂଆବର୍ଷ ପାଇଁ ପୁରୀ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି। ସୁରକ୍ଷା ବ୍ୟବସ୍ଥା ମଧ୍ୟ କଡାକଡି ହୋଇଥିବା କୁହାଯାଉଛି। ହେଲେ ଶ୍ରୀମନ୍ଦିର ସୁରକ୍ଷା...

ଆଗରପଡ଼ାରେ ଗଁ।ମୁହଁ। ହାତୀ

ବନ୍ତ, ୨୯।୬ (ସ୍ବ.ପ୍ର.) – ଭଦ୍ରକ ଜିଲା ବନ୍ତ ବ୍ଲକ ଆଗରପଡ଼ା ଅଞ୍ଚଳରେ ହାତୀ ଆତଙ୍କ ଦେଖାଦେଇଛି। ଏକ ମାସରୁ ଊର୍ଦ୍ଧ୍ୱ ହେବ କେନ୍ଦୁଝର ଜିଲା...

ଭଦ୍ରକର ଦୁଇ ଲକ୍ଷ ଉଜ୍ଜଳା ପରିବାରକୁ ମିଳିବ ମାଗଣା ଗ୍ୟାସ, ବିତରକ କର୍ମଚାରୀଙ୍କୁ ୫ ଲକ୍ଷର ବୀମା

ଭଦ୍ରକ ଅଫିସ, ୧୧।୪ – କରୋନା ମୁକାବିଲା ପାଇଁ ଭଦ୍ରକ ଜିଲାରେ ୨,୦୯,୦୦୦ ପରିବାରକୁ ମାସିକ ଗୋଟିଏ କରି ତିନୋଟି ଏଲ୍‌ପିଜିର ଦାମ୍‌ ସରକାରଙ୍କ ପକ୍ଷରୁ...

ଦୋଷୀଙ୍କୁ ଦଣ୍ଡ ଦାବିରେ ସଙ୍କଳ୍ପ ପଦଯାତ୍ରା

ଖଇରା,୪।୧୨(ଡି.ଏନ.ଏ.): ହାଇଦ୍ରାବାଦ ସମେତ ରାଜ୍ୟ ଓ ଦେଶର ବିଭିନ୍ନ ସ୍ଥାନରେ ଗଣବଳାତ୍କାର ଓ ନାରୀ ନିର୍ଯାତନା ଘଟଣା ବୃଦ୍ଧି ପାଉଥିବାରୁ ଏହାର ପ୍ରତିବାଦ ଜଣାଇବା ସହ...

ତ୍ରିପାକ୍ଷିକ ବୈଠକରେ ନିଷ୍ପତି: ରାତିରେ ପୋର୍ଟକୁ ଚଳାଚଳ କରିବ ଭାରୀଯାନ

ଛତ୍ରପୁର,୩ା୮(ଡି.ଏନ.ଏ)-ଗୋପାଳପୁର ପୋର୍ଟକୁ ଶୁକ୍ରବାର ରାତିରୁ ଭାରୀଯାନ ଚଳାଚଳ ଆରମ୍ଭ ହେବ ା ଛତ୍ରପୁର ଉପଜିଲାପାଳଙ୍କ ସମ୍ମିଳନୀ ଗୃହରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଲକ୍ଷ୍ମୀକାନ୍ତ ସେଠୀଙ୍କ ଅଧ୍ୟକ୍ଷତାରେ...

Coronavirus Update


Archives

Model This Week

Why Dharitri