ଛୁରାମାଡ଼ରେ ଯୁବକଙ୍କ ମୃତ୍ୟୁ: ଜଣେ ଅଟକ

ଝାରସୁଗୁଡ଼ା ଅଫିସ,୧୧।୩: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ଥାନା ଗଙ୍ଗାନଗରଠାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଗଙ୍ଗାନଗରର ଅଜୟ କୁମାର ପ୍ରଧାନ।
ସୂଚନାନୁଯାୟୀ, ଅଜୟଙ୍କୁ କେହି ଦୁର୍ବୃତ୍ତ ମଙ୍ଗଳବାର ଅପରାହ୍ନରେ ଛୁରି ମାରିଥିଲେ। ପରେ ଗୁରୁତର ଅବସ୍ଥାରେ ତାଙ୍କୁ ହସ୍ପିଟାଲକୁ ନିଆଯାଇଥିଲା। ଆକ୍ରମଣର କାରଣ ଅସ୍ପଷ୍ଟ ଥିବାବେଳେ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଜୟଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ବ୍ରଜରାଜନଗର ଥାନା ପୋଲିସ ଏକ ମାମଲା ରୁଜୁ କରି ଜଣେ ଯୁବକଙ୍କୁ ଅଟକ ରଖିବା ସହ ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିରାମୟ କେନ୍ଦ୍ରରେ କର୍ମଚାରୀ, ଔଷଧ ଅଭାବ

ପାରାଦୀପ,୧୦ା୬(ସ୍ବ.ପ୍ର.): ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରରେ ନିରାମୟ କେନ୍ଦ୍ର ଖୋଲାଯାଇ ରୋଗୀଙ୍କୁ ମାଗଣା ଔଷଧ ପ୍ରଦାନ କରାଯାଉଛି। ପ୍ରାଥମିକ ପର୍ଯ୍ୟାୟରେ ଏହି ସରକାରୀ ଔଷଧ ପ୍ରତି ଲୋକେ ବିଶେଷ...

ଗଛରେ ପିଟିହେଲା ସ୍କୁଲ୍‌ ବସ୍‌

କଟକ ଅଫିସ,୨୨ା୯: ଗୁରୁବାର ସକାଳେ ଏକ ସ୍କୁଲ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କଟକ ସିଡିଏ-୮ ଅଭିମୁଖେ ଯାଉଥିବା ଏହି ବସ୍‌ରେ ପ୍ରାୟ ୩୦ ପିଲା ଥିବା...

ବାରିପଦାରେ ବଢୁଛି ଆପରାଧିକ ମାମଲା

ବାରିପଦା ଅଫିସ,୧୨ା୪- ମୟୂରଭଞ୍ଜ ଜିଲା ସଦର ମହକୁମା ବାରିପଦା ସହରରେ ଦିନକୁ ଦିନ ଅପରାଧ ବଢ଼ି ଚାଲିଛି। ଚୋରି,ଛିନତାଇ,ସାଇବର ଠକେଇ, ହତ୍ୟାକାଣ୍ଡ, ବଳାତ୍କାର ଆଦି ଘଟଣା...

ରାଜମିସ୍ତ୍ରି ହତ୍ୟା ମାମଲା: ମହିଳାଙ୍କୁ ଆଜୀବନ କାରାଦଣ୍ଡ

ଜଗତ୍‌ସିଂହପୁର ଅଫିସ, ୨୧ା୩: ୨୦୧୭ ଜୁନରେ ଜଗତ୍‌ସିଂହପୁର ଥାନା ଶାଳିଜଙ୍ଗ ପଞ୍ଚାୟତ ଅନ୍ତର୍ଗତ ଅନ୍ଧୁଟୀରେ ରାଜମିସ୍ତ୍ରି ଶରତ ରାୟ (୬୫)ଙ୍କୁ ହତ୍ୟା କରାଯାଇଥିଲା। ଏହି ମାମଲାର...

ହୃଦ୍‌ଘାତରେ କଏଦୀଙ୍କ ମୃତ୍ୟୁ

ବ୍ରହ୍ମପୁର ଅଫିସ,୧୫ା୯-ସ୍ତ୍ରୀ ହତ୍ୟା ମାମଲାରେ ଅଭିଯୁକ୍ତ ଥାଇ ବ୍ରହ୍ମପୁର ମଣ୍ଡଳ କାରାଗାରରେ ଥିବା ଜଣେ କଏଦୀଙ୍କର ଶନିବାର ମୃତ୍ୟୁ ଘଟିଛି। ସେ ହେଲେ ନକୁଳ ସାହୁ...

‘ମାର୍ଚ୍ଚ ୩୧ ସୁଦ୍ଧା ଧାନ ସଂଗ୍ରହ ସାର’

ଢେଙ୍କାନାଳ ଅଫିସ, ୧।୩ – ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଶନିବାର ସନ୍ଧ୍ୟାରେ ଜିଲାସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଜିଲାପାଳ ଭୂମେଶ ଚନ୍ଦ୍ର...

ଆରମ୍ଭ ହେଲା ଧାନ କିଣା

ବାରିପଦା ଅଫିସ,୪ ।୨ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଦେଶନୁସାରେ ଚଳିତ ଖରିଫ ଋତୁରେ ମୟୂରଭଞ୍ଜ ଜିଲାରୁ ଧାନ କିଣା ଆରମ୍ଭ...

ପୁଣି ୪ କରୋନା ପଜିଟିଭ: ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ହେଲା ୫୪

ଭୁବନେଶ୍ୱର,୧୨।୪: (ବ୍ୟୁରୋ)- ରାଜ୍ୟରେ ପୁଣି ୪କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୫୪ରେ ପହଁଚିଛି।ଶନିବାର ୪ଜଣଙ୍କଠାରେ କରୋନା ପଜିଟିଭ ଚିହ୍ନଟ ହୋଇଥିବା...

Advertisement
Archives

Model This Week