ଛୁରାମାଡ଼ରେ ଯୁବକ ଗୁରୁତର: ପୋଲିସର ତଦନ୍ତ ଆରମ୍ଭ

ଭଦ୍ରକ ଅଫିସ,୬।୧୧: ଭଦ୍ରକରେ କାଳୀପୂଜା ପାଇଁ ଯାତ୍ରା ଚାଲିଥିବା ବେଳେ ମଙ୍ଗଳବାର ବିଳମ୍ବିତ ରାତିରେ ଚରମ୍ପାରେ ଜଣେ ଯୁବକଙ୍କୁ ଛୁରାମାଡ଼ ହୋଇଛି। ସେ ହେଲେ ଚରମ୍ପାର ଜି. ପିଆରୀ। ଜିଙ୍କୁ ଗୁରୁତର ଅବସ୍ଥାରେ କଟକ ସ୍ଥାନାନ୍ତର କରାଯାଇଛି। ଯାତ୍ରା ଦେଖୁଥିବା ବେଳେ ଜି ଓ ଅନ୍ୟ କିଛି ଯୁବକଙ୍କ ମଧ୍ୟରେ ଯୁକ୍ତିତର୍କ ହୋଇଥିଲା। ଉକ୍ତ ଯୁବକମାନେ ଉତ୍ତ୍ୟକ୍ତ ହୋଇ ତାଙ୍କୁ ଛୁରାମାଡ଼ କରିଥିଲେ। ପରେ ସେମାନେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଟାଉନ ଥାନା ପୋଲିସ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସରପଞ୍ଚ ପ୍ରାର୍ଥୀଙ୍କୁ ପରୀକ୍ଷା କରାଇଲେ ଭୋଟର

କୁତ୍ରା,୧୨ା୨(ଡି.ଏନ୍‌.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଲାଗି ପ୍ରଚାର ଜମୁଥିବାବେଳେ ସୁନ୍ଦରଗଡ଼ ଜିଲା କୁତ୍ରା ବ୍ଲକ ଅନ୍ତର୍ଗତ ମାଲୁପଡ଼ାଠାରେ ଏକ ନୂଆ ଘଟଣା ଦେଖିବାକୁ ମିଳିଛି। ଗ୍ରାମର...

କେନ୍ଦ୍ରାପଡ଼ା ଜିଲା ଆଉ ଶିଳ୍ପବିହୀନ ରହିବନି

କେନ୍ଦ୍ରାପଡ଼ା ଅଫିସ, ୪ା୨: କେନ୍ଦ୍ରାପଡ଼ା ଜିଲା ଆଗକୁ ଶିଳ୍ପ ବିହୀନ ହୋଇରହିବ ନାହିଁ। ଷ୍ଟିଲ ପ୍ଲାଣ୍ଟ ସମେତ ଶିଳ୍ପ କରିଡରରେ ଛୋଟବଡ ଶିଳ୍ପ ଚଳିତ ବର୍ଷ...

ଧାନମଣ୍ଡି ବନ୍ଦ ନେଇ ବଢୁଛି ଅସନ୍ତୋଷ

ଚମ୍ପୁଆ,୧୮।୧(ଡି.ଏନ.ଏ.) କେନ୍ଦୁଝର ଜିଲା ଚମ୍ପୁଆ ଅନ୍ତର୍ଗତ ରଜିଆ ପଞ୍ଚାୟତ କାର୍ଯ୍ୟାଳୟ ଠାରେ ଖୋଲାଯାଇଥିବା ଧାନମଣ୍ଡି ବନ୍ଦ ହୋଇଯାଇଥିବା ବେଳେ ଚାଷୀଙ୍କ ମଧ୍ୟରେ ଧାନ ବିକ୍ରିକୁ ନେଇ...

ପଶ୍ଚିମବଙ୍ଗ ଫେରନ୍ତାଙ୍କ ପାଇଁ ୧୪ ଦିନ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ୍‌

କେନ୍ଦୁଝର,୨୬।୪(ସ୍ବ.ପ୍ର.): ପଶ୍ଚିମବଙ୍ଗରୁ ଆସୁଥିବା ଲୋକଙ୍କ ପାଇଁ ଜିଲା ପ୍ରଶାସନ କଟକଣା ଜାରି କରିଛି। ଏଠାରୁ ଆସୁଥିବା ଲୋକ ୧୪ ଦିନ ଅନୁଷ୍ଠାନ କ୍ୱାରାଣ୍ଟାଇନ୍‌ ବାଧ୍ୟତାମୂଳକ। ସରପଞ୍ଚ...

ଜବତ ଶାଢ଼ିକୁ ନେଇ ଚର୍ଚ୍ଚା

ସମ୍ବଲପୁର,୧୦ା୫(ବ୍ୟୁରୋ): ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ବୁଧବାର ଅନୁଷ୍ଠିତ ହେବ। ତେବେ ପ୍ରଚାର ଲାଗି କଟକଣା ରହିଥିବା ବେଳେ ମଙ୍ଗଳବାର ସ୍ଥାନୀୟ ନେତାମାନେ ଭିତିରିଆ ପ୍ରଚାର କରୁଥିବା...

ବଜ୍ରପାତରେ ମହିଳାଙ୍କ ଜୀବନ ଗଲା

ବଇଣ୍ଡା,୮।୬(ଡି.ଏନ.ଏ.)-କିଶୋରନଗର ବ୍ଲକ ବିଲେଇନାଳୀ ଗ୍ରାମରେ ଶନିବାର ଅପରାହ୍ନରେ ବଜ୍ରପାତରେ ଗ୍ରାମର ସୁଲୋଚନା ସାହୁ(୪୫)ଙ୍କ ମୃତ୍ୟୁ ଘଟିଛି। ସୁଲୋଚନା ମହୁଲ ଫଳ ସଂଗ୍ରହ କରିବାକୁ ଯାଇଥିବାବେଳେ ହଠାତ୍‌...

ଟ୍ରେନ୍‌ଲାଇନରୁ ମିଳିଲା ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ

ଭଣ୍ଡାରିପୋଖରୀ,୧୫।୯(ସ୍ବ.ପ୍ର.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ମଞ୍ଜୁରୀରୋଡ ରେଳ ଧାରଣାରୁ ଗୁରୁବାର ଜଣେ ମହିଳାଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ରେଲଓ୍ବେ ପୋଲିସ ଜବତ କରିଛି। ହେଲେ ମହିଳାଙ୍କ...

ବାଉଁଶ ଖୁଣ୍ଟ ଭରସାରେ ବିଦ୍ୟୁତ୍‌ ତାର

ପଟ୍ଟାମୁଣ୍ଡାଇ,୬ା୬(ସ୍ବ.ପ୍ର.): ବିଦ୍ୟୁତ୍‌ ପରିଚାଳନା ଦାୟିତ୍ୱ ଟାଟା କମ୍ପାନୀକୁ ଦିଆଯିବା ପରେ ପୂର୍ବ ଅବସ୍ଥାରେ ସୁଧାର ଆସିବ ବୋଲି ଆଶା କରାଯାଉଥିଲା। ଏନ୍‌ଜେନ୍‌ ହାତରୁ ଦାୟିତ୍ୱ କାଢ଼ି...

Advertisement
Archives

Model This Week