ଛୂୁଟି କଟାଉଛନ୍ତି ସୁସ୍ମିତା

ମୁମ୍ବାଇ: ବଲିଉଡ୍‌ କୁଇନ୍‌ ସୁସ୍ମିତା ସେନ୍‌ ଏବେ ବିଦେଶରେ ଛୁଟି କଟାଉଥିବା ଜଣାପଡିଛି। ମାଲଦ୍ୱୀପରେ ସେ ତାଙ୍କ ପୁରୁଷ ବନ୍ଧୁ ରୋହମନ ଶଲଙ୍କ ସହ ହାପି ମୁଡ୍‌ରେ ଥିବା ଦେଖିବାକୁ ମିଳିଛି। ଅସଲ କଥା ହେଲା ବଲିଉଡ୍‌ର ଏହି ସିଙ୍ଗଲ ମଦର ଏବେ ମାଲଦ୍ୱୀପରେ ଅଛନ୍ତି। ଆଜି ପର୍ଯ୍ୟନ୍ତ ବିବାହ କରି ନ ଥିବା ସୁସ୍ମିତା ତାଙ୍କ ପୁରୁଷବନ୍ଧୁ ରୋହମନଙ୍କ ସହ ରିଲେସନଶିପରେ ଥିବା ବେଳେ ଉଭୟ ବିବାହ କରିବେ ବୋଲି ଶୁଣିବାକୁ ମିଳିଥିଲା। ହେଲେ ଏପର୍ଯ୍ୟନ୍ତ ସେ ବିବାହ କରି ନାହାଁନ୍ତି ସତ କିନ୍ତୁ ଉଭୟ ଜୀବନରେ ପ୍ରତିଟି ମୁହୂର୍ତ୍ତକୁ ଯେମିତି ଉପଭୋଗ କରି ଚାଲିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦେଢ ବର୍ଷ ବୟସରେ ଯୋଗ କଲେ ତୈମୁରଙ୍କ ଭଉଣୀ

ମୁମ୍ବାଇ: ଷ୍ଟାର୍‌ କିଡ୍‌ଙ୍କର କ୍ରେଜ୍‌ ଟିକେ ଅଲଗା। ବିଶେଷ କରି ସୋସିଆଲ ମିଡିଆରେ ଭାଇରାଲ ହେଉଥିବା ଏମାନଙ୍କ ଫଟୋ ଦେଖିବାକୁ ପ୍ରାୟ ସମସ୍ତଙ୍କର ଆଗ୍ରହ ଥାଏ।...

ସାରାଙ୍କ ପରେ ଏବେ ଜାହ୍ନବୀଙ୍କ ନିକଟତର ହେଉଛନ୍ତି କାର୍ତ୍ତିକ

ସାରା ଅଲ୍ଲୀ ଖାନ୍‌ଙ୍କଠାରୁ ବ୍ରେକ୍‌ ହେବା ପରେ ଅଭିନେତା କାର୍ତ୍ତିକ ଆର୍ଯ୍ୟାନ୍‌ ଏବେ ଜାହ୍ନବୀ କପୁରଙ୍କ ନିକଟତର ହେଉଛନ୍ତି। ଉଭୟ ଫିଲ୍ମ ଦୋସ୍ତାନା-୨ରେ ନଜର ଆସିବେ...

୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି ଏହି ପ୍ରସିଦ୍ଧ ଅଭିନେତା

ପ୍ରସିଦ୍ଧ ଅଭିନେତା ଅମୁଲ ପାଲେକର ଦୀର୍ଘ ୨୫ ବର୍ଷ ପରେ ପରଦାକୁ ଫେରୁଛନ୍ତି। ସେ ଥ୍ରୀଲିଙ୍ଗ ଡ୍ରାମା ହିନ୍ଦୀ ପ୍ଲେ ‘କୁସୁର’ରେ ନଜର ଆସିବେ। ‘କୁସୁର’ର...

ଆସିପାରେ ‘ତନୁ ଓ୍ବେଡସ୍‌ ମନୁ’ର ତୃତୀୟ ଭାଗ

ମୁମ୍ବାଇ: ବଲିଉଡ୍‌ ମୁଭି ‘ତନୁ ଓ୍ବେଡସ୍‌ ମନୁ’ର ଜବରଦସ୍ତ ରେସ୍‌ପନ୍ସ ପରେ ଏହାର ଦ୍ୱିତୀୟ ଭାଗ ଦେଖିବାକୁ ମିଳିଥିଲା। ଏବେ ଏହି ହିଟ୍‌ ଫିଲ୍ମର ତୃତୀୟ...

ସୁଶାନ୍ତଙ୍କ ବାନ୍ଧବୀ ରିଆଙ୍କ ଉପରେ ସମସ୍ତଙ୍କ ନଜର

ମୁମ୍ବାଇ: ସୁଶାନ୍ତ ସିଂ ରାଜପୁତ। ବଲିଉଡ୍‌ର ଏହି ପରିଚିତ ନାଁଟି ଏବେ ଅତିତ ହୋଇଯାଇଛି। ଅସମୟରେ ଦୁନିଆରୁ ବିଦାୟ ନେଇଥିବା ବଲିଉଡ୍‌ ନାୟକ ସୁଶାନ୍ତ ସିଂ...

ଏହି ପ୍ରସିଦ୍ଧ ଅଭିନେତାଙ୍କୁ ଗାଳି ଦେଇଥିଲେ ଶାଶୁ, ଜାଣନ୍ତୁ କାହିଁକି

ଅଭିନେତ୍ରୀ କାଜୋଲ ଏବଂ ଅଭିନେତା ଅଜୟ ଦେବଗନଙ୍କ ବିବାହକୁ ୨୦ ବର୍ଷରୁ ଅଧିକ ହେଲାଣି। ଏହି ଦୁଇଜଣଙ୍କ ମଧ୍ୟରେ ଥିବା ପ୍ରେମ ଏବଂ ପାରସ୍ପରିକ ବୁଝାମଣା...

‘ବ୍ରହ୍ମାସ୍ତ୍ର’ରେ ଶାହାରୁଖ୍‌ଙ୍କ ଏଣ୍ଟ୍ରି

ଦୀର୍ଘଦିନ ଧରି ଶାହାରୁଖ ଖାଁଙ୍କୁ ଫ୍ୟାନ୍‌ମାନେ ସିଲ୍‌ଭର ସ୍କ୍ରିନ୍‌ରେ ଦେଖିନାହାନ୍ତି। ସେ ଶେଷଥର ପାଇଁ ଆନନ୍ଦ ଏଲ୍‌ ରାୟଙ୍କ ଫିଲ୍ମ ‘ଜିରୋ’ରେ ନଜର ଆସିଥିଲେ। ଏହା ପରେ...

ଅପେରା ହାଲଚାଲ ରାତିତମାମ କାନ୍ଦିଥିଲେ ମୁନ୍ନା

ଅପେରା ଜଗତର ଆଗଧାଡିର ଅନ୍ୟତମ ନାୟକ ମୁନା। ଦୀର୍ଘ ୧୪ବର୍ଷ ଧରି ସେ ଅଭିନୟ ଜାରି ରଖିଛନ୍ତି। ପତ୍ନୀ ତଥା ଅଭିନେତ୍ରୀ ନମିତାଙ୍କ ସହ ସେ...

Coronavirus Update

UTI
Archives

Model This Week

Why Dharitri

Leave a comment

Your email address will not be published. Required fields are marked *