ଛେଣ୍ଡିପଦାରେ ଅଗସ୍ତି ବେହେରା ଆଗରେ

ଛେଣ୍ଡିପଦା, ୨୩ା୫(ସ୍ବ.ପ୍ର.)– ଛେଣ୍ଡିପଦା ବିଧାନସଭା ନିର୍ବାଚନମଣ୍ଡଳୀରେ ଭାଜପା ପ୍ରାର୍ଥୀ ଅଗସ୍ତି ବେହେରା ୪ର୍ଥ ରାଉଣ୍ଡ ସୁଦ୍ଧା ବିଜେଡିର ସୁଶାନ୍ତ କୁମାର ବେହେରାଙ୍କଠାରୁ ୯୩୬ ଭୋଟରେ ଆଗରେ ଅଛନ୍ତି। ସୁଶାନ୍ତ ମୋଟ୍‌ ୯୯୯୮ ଖଣ୍ଡ ଭୋଟ ପାଇଥିବା ବେଳ ଭାଜପାର ଅଗସ୍ତି ବେହେରା ୧୦୯୩୪ ଖଣ୍ଡ ଭୋଟ ପାଇଛନ୍ତି। କଂଗ୍ରେସର ସସ୍ମିତା ବେହେରା ୧୫୮୫ଭୋଟ ପାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚିରଞ୍ଜୀବଙ୍କ ପାଇଁ ପ୍ରଚାରରେ ଗୁଲାମ ନବୀ ଆଜାଦ

ନାଉଗାଁ,୨୭ା୪(ସ୍ବ.ପ୍ର.): ନିର୍ବାଚନ ଯେତିକି ପାଖେଇ ଆସୁଛି ପ୍ରାର୍ଥୀମାନଙ୍କ ପ୍ରଚାର ସେତେ ଜୋର୍‌ଦାର ହେବାରେ ଲାଗିଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ପ୍ରାର୍ଥୀମାନେ ରାଜ୍ୟ ଓ ଜାତୀୟସ୍ତରର...

ଯାଜପୁର ସଂସଦୀୟ କ୍ଷେତ୍ର: ୯ ବୁଥ୍‌ରେ ହେଉଛି ସାନି ମତଦାନ, ଭୋଟକେନ୍ଦ୍ରରେ ମତଦାତାଙ୍କ ଭିଡ଼

ଯାଜପୁର ଅଫିସ,୧୯।୫-ଯାଜପୁର ସଂସଦୀୟ କ୍ଷେତ୍ରର ୯ ଟି ବୁଥ୍‌ରେ ରବିବାର ସାନି ମତଦାନ ଚାଲିଛି। ଏଥିରେ ମୋଟ ୯୯୩୧ ମତଦାତା ସେମାନଙ୍କ ମତଦାନ ସାବ୍ୟସ୍ତ କରିବେ।...

ଏକ୍‌ଜିଟ୍‌ ପୋଲ୍‌ ଓ ନିର୍ବାଚନ ଫଳାଫଳ ମଧ୍ୟରେ ରହିଛି ବହୁତ ପାର୍ଥକ୍ୟ: ଜାଭେଡକର

ନୂଆଦିଲ୍ଲୀ,୯।୨: ସରିଛି ଦିଲ୍ଲୀ ବିଧାନସଭା ନିର୍ବାଚନ। ଏବେ ସମସ୍ତଙ୍କ ନଜର ଫଳାଫଳ ଉପରେ। ଇତିମଧ୍ୟରେ କିନ୍ତୁ ଏକ୍‌ଜିଟ୍‌ ପୋଲ୍‌ ଫଳଫଳକୁ ନେଇ ପୁଣି ଅଙ୍କକଷା ଆରମ୍ଭ...

ସାଢ଼େ ଚାରି କୋଟି ଓଡ଼ିଶାବାସୀଙ୍କ ସେବା କରିବା ଲାଗି ପୁଣିଥରେ ସୁଯୋଗ ଦେଇଥିବାରୁ ଧନ୍ୟବାଦ: ନବୀନ

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ନିରଙ୍କୁଶ ସଂଖ୍ୟାଗରିଷ୍ଠତା ହାସଲ କରି ପୁଣିଥରେ କ୍ଷମତାକୁ ଫେରିଛି ବିଜେଡି। ଦଳ ଉପରେ ଭରସା ରଖିବା ସହ ପଞ୍ଚମ ଥର...

ଝରିଗାଁରେ ବିଜେଡିର ପ୍ରକାଶ ମାଝି ବିଜୟୀ

ନବରଙ୍ଗପୁର,୨୩ା୫(ବି.ପ୍ର.): ନବରଙ୍ଗପୁର ଜିଲା ଅଧୀନ ଝରିଗାଁ ବିଧାନସଭା ନିର୍ବାଚନ ମଣ୍ଡଳୀରେ ବିଜେଡି ବାଜି ମାରିଛି। ବିଜେଡିର ପ୍ରକାଶ ଚନ୍ଦ୍ର ମାଝି ନିକଟତମ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସର ଉଲଧର...

ବିଭୂତି ପ୍ରଧାନ ୧୮୬୮ ଭୋଟରେ ଆଗୁଆ

କାମାକ୍ଷାନଗର, ୨୩ା୫(ଡି.ଏନ୍‌.ଏ.)-ପରଜଙ୍ଗ ବିଧାନସଭା ଆସନରେ ୧୨ ରାଉଣ୍ଡ ଶେଷ ସୁଦ୍ଧା ଭାଜପା ପ୍ରାର୍ଥୀ ବିଭୂତି ପ୍ରଧାନ ଆଗରେ ରହିଛନ୍ତି। ସେ ୨୭,୩୨୮ଭୋଟ ପାଇଛନ୍ତି। ତାଙ୍କ ପଛକୁ...

ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଆରମ୍ଭ

ନୂଆଦିଲ୍ଲୀ,୨୩।୪: ତୃତୀୟ ପର୍ଯ୍ୟାୟ ଲୋକ ସଭା ନିର୍ବାଚନ ପାଇଁ ମଙ୍ଗଳବାର ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଛି। ୧୫ଟି ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳର...

ଜଗତ୍‌ସିଂହପୁରରେ ରାଜଶ୍ରୀ ଆଗରେ

ଜଗତ୍‌ସିଂହପୁର ଅଫିସ,୨୩ା୫: ଜଗତ୍‌ସିଂହପୁର ଏମ୍‌ପି ପ୍ରାର୍ଥୀ ଡା. ରାଜଶ୍ରୀ ମଲ୍ଲିକ ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌ ଗଣତି ସୁଦ୍ଧା ୬୬୫୯ ଭୋଟ୍‌ ପାଇ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ...

Advertisement


Archives

Model This Week