ଛେଣ୍ଡିପଦାରେ ସଶସ୍ତ୍ର ଡକାୟତି: ଆଜବେଷ୍ଟ ଭାଙ୍ଗି ଘରେ ପଶି ଲକ୍ଷାଧିକ ଟଙ୍କା, ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ଛେଣ୍ଡିପଦା,୧।୩(ଡି.ଏନ୍‌.ଏ.): ଅନୁଗୋଳ ଜିଲା ଛେଣ୍ଡିପଦା ଥାନା ପୁରୁଣାଗଡ଼ ଗ୍ରାମରେ ଶନିବାର ବିଳମ୍ବିତ ରାତିରେ ସଶସ୍ତ୍ର ଡକାୟତି ହୋଇଛି। ୬ଜଣ ଦୁର୍ବୃତ୍ତ ଗ୍ରାମର ଶିବ ମନ୍ଦିର ସମ୍ମୁଖରେ ରହୁଥିବା ପ୍ରମୋଦ ମହାପାତ୍ରଙ୍କ ଘର ଆଜବେଷ୍ଟ ଭାଙ୍ଗି ଘରେ ପଶିଥିଲେ। ପରେ ସେମାନେ ଘରଲୋକଙ୍କୁ ଖଣ୍ଡା, ଭୂଜାଲି, ବନ୍ଧୁକ ଦେଖାଇ ଭୟଭୀତ କରାଇଥିଲେ। ଏପରିକି ଘର ମାଲିକ ପ୍ରମୋଦଙ୍କୁ ନିସ୍ତୁକ ମାଡ଼ ମାରି ଘରେ ଥିବା ପ୍ରାୟ ୧ ଲକ୍ଷ ୨୦ହଜାର ଟଙ୍କା, ୫ ଭରି ସୁନା ସହ ରୂପା ଅଳଙ୍କାର ନେଇ ଫେରାର ହୋଇଯାଇଥିଲେ। ଡକାୟତଙ୍କ ମାଡ଼ରେ ପ୍ରମୋଦଙ୍କ ବାମ ହାତରେ ଆଘାତ ଲାଗିଛି। ତାଙ୍କୁ ଛେଣ୍ଡିପଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏ ନେଇ ରାତିରେ ପୋଲିସକୁ ଖବର ଦିଆଯିବା ସତ୍ତ୍ୱେ ପୋଲିସଘଟଣାସ୍ଥଳକୁ ଆସି ନ ଥିବା ଅଭିଯୋଗ ହୋଇଛି। ରବିବାର ସକାଳେ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

କାମ ସାରି ଫେରୁଥିଲେ, ଧକ୍କା ଦେଇ ଚମ୍ପଟ ମାରିଲା ବାଇକ୍‌; ଚାଲିଗଲା ଯୁବକଙ୍କ ଜୀବନ, ସଙ୍ଗାତ ମାମୁ…

ଦିଗପହଣ୍ଡି,୮।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ ଝରିପଦର ଗ୍ରାମ ନିକଟରେ ଅଜଣା ବାଇକ ଧକ୍କାରେ ଜଣେ ଯୁବକ ମୃତ୍ୟୁବରଣ କରିଛନ୍ତି।ମୃତକ…

ବରଗଡ଼ ଜିଲା ପ୍ରିମିୟର ଲିଗ୍: ସମଲେଶ୍ୱରୀ ଇଲେଭେନ ବିଜୟୀ

ବରଗଡ଼,୮।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା କ୍ରିକେଟ୍ ଆସୋସିଏଶନ୍, ବରଗଡ଼ ଆନୁକୂଲ୍ୟରେ ଆୟୋଜିତ ହେଉଥିବା ୮ମ ବରଗଡ଼ ଜିଲଖ ପ୍ରିମିୟର ଲିଗର ପଞ୍ଚମ ଦିବସ ଶୁକ୍ରବାର ଅନୁଷ୍ଠିତ ପ୍ରଥମ…

ଦକ୍ଷିଣ ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ:ଆଗାମୀ ୪ ଦିନ ବର୍ଷା, ଜାରି ହେଲା ଓ୍ବାର୍ନିଂ

ଭୁବନେଶ୍ୱର, ୮ା୫ (ବନ୍ଦନା ସେଠୀ) – ଦକ୍ଷିଣ ଆଣ୍ଡାମାନ ସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ। ସମୁଦ୍ର ପତନଠାରୁ ଦେଢ କିଲୋମିଟର ଉଚ୍ଚ ଯାଏ ଘୂର୍ଣ୍ଣିବଳୟଟି ବ୍ୟାପିଛି। ଆଗାମୀ…

ଦିଗପହଣ୍ଡି ଓ ପାଟପୁର ଥାନାରେ ଜୁଭେଣ୍ଟିକା ସଚେତନତା

ଦିଗପହଣ୍ଡି,୮|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଓ ପାଟପୁର ଥାନା ପରିସରରେ ଶୁକ୍ରବାର ମହିଳା ଓ ଶିଶୁଙ୍କ ପ୍ରତି ଅପରାଧ ନିରାକରଣ ସମ୍ପର୍କିତ ଜୁଭେଣ୍ଟିକା ସଚେତନତା…

କାର ଦୁର୍ଘଟଣାରେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ

ଭବାନୀପାଟଣା,୮।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସଦର ଥାନା ଅନ୍ତର୍ଗତ ବାଦଲି ଛକ ନିକଟରେ ଗୁରୁବାର ରାତିରେ ଏକ କାର ଦୁର୍ଘଟଣାରେ ଜଣେ ଜିଏନଏମ ଛାତ୍ରୀଙ୍କ ମୃତ୍ୟୁ…

କିଶୋରୀଙ୍କୁ ଶିଖାଇଲେ ସାଇବର ସୁରକ୍ଷା ଥାନା ବୁଲିଲେ ପୋଲିସ …

ଦାରିଙ୍ଗବାଡି, ୮ ।୫ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ପରିସରରେ ଶୁକ୍ରବାର ଅପରାହ୍ନରେ ପୋଲିସ ପକ୍ଷରୁ ଜୁଭେଂଟିକା କାର୍ଯ୍ୟକ୍ରମ ଆଇଆଇସି ସଂଗ୍ରାମ କେଶରୀ ଜେନାଙ୍କ ଅଧ୍ୟକ୍ଷତାରେ…

ପୋଲିସ-କିଶୋରୀ ସମ୍ପର୍କର ନୂଆ ଅଧ୍ୟାୟ: ଥୁଆମୂଳ ରାମପୁରରେ ‘ଜୁଭେଣ୍ଟିକା’ ଅଭିଯାନ

ଥୁଆମୂଳ ରାମପୁର, ୮ା୫ (ଦୁର୍ଗା କୀର୍ତ୍ତି) : ଓଡ଼ିଶା ପୋଲିସର ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖା ଏବଂ ୟୁନିସେଫ୍‌ର ମିଳିତ ପ୍ରୟାସରେ ଶୁକ୍ରବାର ଥୁଆମୂଳ…

କାଣ୍ଡେଲ ରୋଡ୍‌ ଷ୍ଟେଶନ ସମସ୍ୟା ସମାଧାନ ଦାବି

କେସିଙ୍ଗା, ୮ା୫ (ତୁମେଶ୍ୱର ସାହୁ)- ସମ୍ବଲପୁର ରେଲୱେ ଡିଭିଜନ ଅନ୍ତର୍ଗତ କାଣ୍ଡେଲ ରୋଡ୍‌ ଷ୍ଟେଶନରେ ବିଭିନ୍ନ ସମସ୍ୟା ଯୋଗୁ ଯାତ୍ରୀମାନେ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri