ଛେଣ୍ଡିପଦା ବ୍ଲକର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଛେଣ୍ଡିପଦା,୯।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତର ପ୍ରକଳ୍ପ ଗୁଡିକୁ ଶୁକ୍ରବାର ବିଧାୟକ ସୁଶାନ୍ତ କୁମାର ବେହେରା ଉଦଘାଟ୍‌ନ କରିଛନ୍ତି। ‘ଆମ ଗାଁ ଆମ ବିକାଶ’ ଯୋଜନାରେ ଚାଙ୍ଗୁଡିଆ ପଞ୍ଚାୟତରେ ୪ଟି ଗୋଷ୍ଠୀକେନ୍ଦ୍ର, ସନ୍ତରାବନ୍ଧ ଉଚ୍ଚ ବିଦ୍ୟାଳୟରେ ଜିଲା ଖଣିଜ ପାଣ୍ଠିରୁ ନିର୍ମିତ ନୂତନ ଶ୍ରେଣୀ ଗୃହ ଉଦ୍‌ଘାଟନ କରିଛନ୍ତି। ପରେ ଜରପଡା ପଞ୍ଚାୟତର ମାର୍କେଟ କମ୍ପ୍ଲେକ୍ସ ଓ ଅଙ୍ଗନଓ୍ବାଡି କେନ୍ଦ୍ର ଆଦିକୁ ଉଦ୍‌ଘାଟନ କରିଥିବା ଜଣାପଡ଼ିଛି। ଏହି ଅବସରରେ ବିଧାୟକ ବେହେରା ଉପସ୍ଥିତ ସମସ୍ତ ଜନସାଧରଣଙ୍କୁ ସରକାରଙ୍କ ଜନ ଉନ୍ନୟନମୂଳକ କାର୍ଯ୍ୟକ୍ରମ ତଥା ବିଜୁ ସ୍ବାସ୍ଥ୍ୟ ଯୋଜନା, ମିଶନ ଶକ୍ତି, ଏଲିଡି ବଲ୍‌ବ, ଗୋପବନ୍ଧୁ ପେନ୍‌ସନ୍‌ ଆଦି ଲୋକାଭିମୁଖୀ ଯୋଜନା ସମ୍ପର୍କରେ ଲୋକଙ୍କୁ ବୁଝାଇଥିଲେ। ଅନ୍ୟତମ ଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ, ଚାଙ୍ଗୁଡିଆ ସରପଞ୍ଚ ନନ୍ଦିନୀ ସାହୁ ପ୍ରମୁଖ ଯୋଗ ଦେଇଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ତିନି ଭାଇଙ୍କୁ ବାସନ୍ଦ ଘଟଣା, ତୁଟିଲା ବିବାଦ

ପାତ୍ରପୁର,୧୮ା୯(ଡ଼ିଏନଏ): ଜରଡ଼ା ଥାନା ପାତ୍ରପୁର ବ୍ଲକ ଡୁଙ୍ଗୁରୁଗୁଡା ଗ୍ରାମରେ ସାମାନ୍ୟ କଥାକୁ ନେଇ ଗ୍ରାମରୁ ତିନି ଭାଇଙ୍କୁ ବାସନ୍ଦ କରାଯାଇଥିବାବେଳେ ସେମାନଙ୍କ ପିଲା ମାନଙ୍କୁ ଗ୍ରାମ...

ଅଫିସରେ ତାଲା, ଏସ୍‌ଡିଓଙ୍କୁ ଘେରାଉ

ଢେଙ୍କାନାଳ ଅଫିସ,୩।୫ଢେଙ୍କାନାଳ ସଦର ବ୍ଲକ ବ୍ରାହ୍ମଣୀ ନଦୀର ଗେଙ୍ଗୁଟିଆ ନିକଟରୁ ସହରକୁ ପାନୀୟଜଳ ଯୋଗାଣ ହେଉଥିବା ମୁଖ୍ୟ ପାଇପ୍‌ ଫାଟି ଯାଇଥିବାରୁ ୧୦ ଦିନ ହେବ...

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ବାପାଙ୍କ ଜୀବନଗଲା, ପୁଅ ଗୁରୁତର

ଖୁଣ୍ଟା,୧୦ା୩(ଡି.ଏନ.ଏ.): ମୟୂରଭଞ୍ଜ ଜିଲା ଖୁଣ୍ଟା ଥାନା ଅଧୀନ ଖୁଣ୍ଟା-ବାରିପଦା ରାଜ୍ୟ ରାଜପଥର ଟିଟିଆ ଛକଠାରେ ଶୁକ୍ରବାର ଦୁର୍ଘଟଣାରେ ବାପାଙ୍କ ମୃତ୍ୟୁ ହୋଇଥିବା ବେଳେ ପୁଅ ଗୁରୁତର...

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ: ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

ଜୁନାଗଡ଼,୨ା୯(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ ଗୁରୁବାର ନୂଆଁଖାଇ ପାଇଁ ଚାରିଆଡ଼େ ଆନନ୍ଦ,ଉଲ୍ଲାସ ରହିଥିବାବେଳେ ଏପଟେ ବିଳମ୍ବିତ ରାତିରେ ଜିଲାର ଜୁନାଗଡ଼ ଥାନା ଅଞ୍ଚଳରୁ ଏକ ଦୁଃଖଦ ଘଟଣା...

ଲୋକମାନ୍ୟ ତିଳକ ଏକ୍ସପ୍ରେସ ଦୁର୍ଘଟଣାର ହେବ ଉଚ୍ଚସ୍ତରୀୟ ତଦନ୍ତ, ଆହତଙ୍କୁ ମିଳିବ ସହାୟତା

କଟକ ଅଫିସ,୧୬।୧: ମୁମ୍ବାଇ-ଭୁବନେଶ୍ୱର ଲୋକମାନ୍ୟ ତିଲକ ଏକ୍ସପ୍ରେସ ଦୁର୍ଘଟଣା ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ହେବ। ଏ ନେଇ ସ୍ବତନ୍ତ୍ର ଟିମ୍‌ ଗଠନ କରାଯାଇଥିବା ଇଷ୍ଟକୋଷ୍ଟ ରେଲଓ୍ବେ...

ଲୋକଙ୍କ ସମସ୍ୟା ବୁଝିଲେ ଗୃହ ବିଭାଗ ପ୍ରମୁଖ ସଚିବ

ଜି.ଉଦୟଗିରି,୧୧ା୧୨(ଡି.ଏନ.ଏ.)-ଗୃହ ବିଭାଗର ପ୍ରମୁଖ ସଚିବ ତଥା କନ୍ଧମାଳ ଜିଲା ନୋଡାଲ ଅଫିସର ସଞ୍ଜୀବ ଚୋପ୍ରା ମଙ୍ଗଳବାର ଜି.ଉଦୟଗିରି ବ୍ଲକର ବିଭିନ୍ନ ଗ୍ରାମ ଗସ୍ତକରି ଲୋକଙ୍କ ସମସ୍ୟା...

ଆଦର୍ଶ ପୋଖରୀ ନିର୍ମାଣ ନାଁରେ ଅର୍ଥ ଆତ୍ମସାତ୍‌

ପଟ୍ଟାମୁଣ୍ଡାଇ, ୧୧।୧(ସ୍ବ.ପ୍ର.): ଆଦର୍ଶ ପୋଖରୀ ପୁନରୁଦ୍ଧାର ନାମରେ ଲକ୍ଷାଧିକ ଟଙ୍କା ଆତ୍ମସାତ୍‌ କରାଯାଇଥିବା ଅଭିଯୋଗ ହେଉଛି। ୩ ଦଫାରେ ସେହି ଟଙ୍କା ଖର୍ଚ୍ଚ କରାଯାଇଛି। ସେହି...

ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ ଓଡ଼ିଆ ଇଞ୍ଜିନିୟର

ପାଟଣା,୧୭ା୬(ସ୍ବ.ପ୍ର.):ଛତିଶଗଡ଼ର ଜାହାଙ୍ଗିର ଚମ୍ପା ଜିଲା ପିହରିଡ଼ ଗ୍ରାମରେ ୮୦ ଫୁଟ ଗଭୀର ବୋରୱେଲରେ ଫସି ରହିଥିବା ଦିବ୍ୟାଙ୍ଗ ବାଳକ ରାହୁଲଙ୍କ ଉଦ୍ଧାର କାର୍ଯ୍ୟରେ ସାମିଲ ଥିଲେ...

Advertisement
Archives

Model This Week