ଛେଣ୍ଡିପଦା ବ୍ଲକ ସଦରମହକୁମାରେ ୭୧ତମ ସାଧାରଣତନ୍ତ୍ର ଦିବସ

ଛେଣ୍ଡିପଦା,୨୬।୧(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ ସଦର ମହକୁମା ମିନିଷ୍ଟାଡିୟମରେ ରବିବାର ୭୧ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଏହି ଦିବସରେ ମୁଖ୍ୟଅତିଥି ଭାବେ ଛେଣ୍ଡିପଦା ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ପ୍ରଧାନ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହିତ ଅଭିବାଦନ ଗ୍ରହଣ କରିଛନ୍ତି। ଏଥିରେ ବ୍ଲକର ୨୦ରୁ ଊଦ୍ଧର୍‌ବ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଛାତ୍ରୀଛାତ୍ର ପରେଡରେ ଅଂଶଗ୍ରହଣ କରିଥିଲେ । ସମ୍ମାନିତ ଅତିଥି ଭାବେ ଛେଣ୍ଡିପଦା ବ୍ଲକ ଉପାଧ୍ୟକ୍ଷା ସୁଷମା ରାଉଳ,ଛେଣ୍ଡିପଦା ସରପଞ୍ଚ ସରୋଜିନୀ ବେହେରା,ସମିତି ସଭ୍ୟ ହେମଲତା ସେଠୀ ଯୋଗଦେଇ କୃତୀ ଛାତ୍ରୀଛାତ୍ରଙ୍କୁ ପୁରସ୍କୃତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶପିଂ ମଲରେ ଭୟାବହ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ଜିନିଷ ଜଳିପୋଡ଼ି ଛାରଖାର

ଝାରସୁଗୁଡା, ୨୨।୭(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡା ସରବାହାଲ ରୋଡ଼ସ୍ଥିତ ଭି ଆର୍ଟ ଶପିଂ ମଲ ଏବଂ ଶଙ୍କର ଅଳଙ୍କାର ଦୋକାନରେ ବୁଧୁବାର ଭୋରରୁ ଭୟାବହ ଅଗ୍ନିକାଣ୍ଡ ଘଟିଛି I…

ଭଟାପଲାକୁ ନୂତନ ଗ୍ରାମ ପଞ୍ଚାୟତ ମାନ୍ୟତା ଦାବି ଜୋରଦାର: ଲିଖିତ ଦାବିପତ୍ର ଦାଖଲ

କର୍ଲାମୁଣ୍ଡା,୨୨।୭(ପ୍ରଦୀପ କୁମାର ସାହୁ):କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଭଟାପଲାକୁ ସୱତନ୍ତ୍ର ଗ୍ରାମ ପଞ୍ଚାୟତର ମାନ୍ୟତା ପ୍ରଦାନ କରିବା ଦାବିରେ ଅଞ୍ଚଳବାସୀଙ୍କ ସୱର ଦିନକୁ ଦିନ ଜୋରଦାର ହେଉଛି। ଦୀର୍ଘଦିନ…

ଅଧରାତିରେ ହଠାତ୍‌ ୱାଙ୍ଗଚୁକଙ୍କୁ ଭେଟିବାକୁ ଗଲେ ଜେପି ନଡ୍ଡା: ବଢିଲା…

ନୂଆଦିଲ୍ଲୀ,୨୨।୭: ଜଳବାୟୁ କର୍ମୀ ଏବଂ ବୈଜ୍ଞାନିକ ସୋନମ ୱାଙ୍ଗଚୁକଙ୍କୁ ଦିଲ୍ଲୀର ସଫଦରଜଙ୍ଗ ହସ୍ପିଟାଲରୁ ଗୁରୁଗ୍ରାମର ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯାଇଛି। କେନ୍ଦ୍ର ମନ୍ତ୍ରୀ ଜେପି ନଡ୍ଡା ଏବଂ…

ବ୍ୟବସାୟୀଙ୍କ ଘରୁ ଲକ୍ଷାଧିକ ଟଙ୍କା ଚୋରି: ସୁନା-ରୁପା ବି ଛାଡ଼ିଲେନି

କେସିଙ୍ଗା,୨୨।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବସହର ୱାର୍ଡ ନ.୩ରେ ଅମ୍ବାଜି ଏଜେନ୍ସି ବ୍ୟବସାୟୀ ପୁନମ ଜୈନଙ୍କ ଘରୁ ଗତକାଲି ରାତିରେ ତାଲା ଭାଙ୍ଗି ଲକ୍ଷ ଲକ୍ଷ…

ଦିନକୁ ୫ କପ୍‌ କଫି କମାଏ ହୃଦ୍‌ରୋଗ ଆଶଙ୍କା: ଆସିଲା ଚାଞ୍ଚଲ୍ୟକର ରିପୋର୍ଟ

ନୂଆଦିଲ୍ଲୀ,୨୨ା୭(ପି.ଟି.):ପ୍ରତିଦିନ ସୀମିତ ପରିମାଣର କଫି ସେବନ ଶରୀର ପାଇଁ କ୍ଷତିକାରକ ନୁହେଁ, ବରଂ ଏହା ହୃତ୍‌ପିଣ୍ଡକୁ ସୁସ୍ଥ ରଖିବାରେ ସହାୟକ ହୋଇପାରେ। ଜଣେ ସୁସ୍ଥ ବୟସ୍କ ବ୍ୟକ୍ତି…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri