ଛେନାପଦୀ ରାସ୍ତାରେ ଜମୁଛି ପାଣି

ହାଟଡିହୀ, ୧୪ା୬ (ଡି.ଏନ.ଏ.)-ଭଦ୍ରକ-ଆନନ୍ଦପୁର ୫୩ନଂ ରାଜ୍ୟ ରାଜପଥର କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଛେନାପଦୀ ରାସ୍ତାରେ ଅସରାଏ ବର୍ଷା ହେଲେ ପାଣି ଜମୁଛି ା ବିଭିନ୍ନ ଦୃଷ୍ଟି କୋଣରୁ ବ୍ୟବସାୟର ପେଣ୍ଠସ୍ଥଳୀ ଭାବେ ଛେନାପଦୀ ବଜାରଟି ବେଶ ଜଣାଶୁଣା ା ରାସ୍ତାରେ ପାଣି ଜମିବା ଫଳରେ ଉଠା ଦୋକାନୀ ମାନେ ନାହିଁ ନ ଥିବା ଅସୁବିଧା ଭୋଗ କରୁଛନ୍ତି ା ଏପରିକି ଛୋଟବଡ଼ ଗାଡ଼ି ଓ ପଥଚାରୀମାନେ ଯାତାୟାତରେ ହଇରାଣ ହେଉଛନ୍ତି। ପାଣି ନିଷ୍କାସନର କୌଣସି ବ୍ୟବସ୍ଥା ନ ଥିବାରୁ ରାସ୍ତାରେ ପାଣି ବହୁ ସମୟ ପର୍ଯ୍ୟନ୍ତ ଜମି ରହିଥାଏ ା ଏଣୁ ରାଜରାସ୍ତାରୁ ପାଣି ନିଷ୍କାସନ କରାଯିବା ସହ ଖାଲୁଆ ସ୍ଥାନକୁ ପୋତାଗଲେ ବିଭିନ୍ନ କ୍ଷେତ୍ରରେ ସୁବିଧା ହୋଇପାରିବ ବୋଲି ଲୋକେ ପ୍ରକାଶ କରିଛନ୍ତି ା


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନରେ ତାମିଲନାଡୁ ଇଞ୍ଜିନିୟରିଂ ଛାତ୍ରଙ୍କ ସଚେତନତା ପଦଯାତ୍ରା

ଭୋଗରାଇ, ୨।୯(ଡ଼ି.ଏନ୍‌.ଏ.): ତାମିଲନାଡୁ ମେକାନିକାଲ ଇଞ୍ଜିନିୟରିଂର ଛାତ୍ର ଇନସନଇବେଲ ଜୋଶେଫ ରାଜ ପ୍ଲାଷ୍ଟିକ ମୁକ୍ତ ଭାରତ ଗଠନ ପାଇଁ ଅଣ୍ଟା ଭିଡିଛନ୍ତି। ଏଥିପାଇଁ ସେ ଏକ...

ଜିଲା ମୁଖ୍ୟ ଚିକିତ୍ସାଳୟରେ ‘ମୋ ସରକାର ଟିମ୍‌’

ବାଲେଶ୍ୱର ଅଫିସ, ୨୦।୧୨-ବାଲେଶ୍ୱର ଜିଲା ମୁଖ୍ୟ ଚିକିତ୍ସାଳୟ ତଥା ଫକୀରମୋହନ ସରକାରୀ ମେଡ଼ିକାଲ କଲେଜକୁ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ୩ ଜଣିଆ ମୋ ସରକାର...

ଭୁଶୁଡ଼ିଥିବା ପୋଲର ସ୍ଥିତି ଦେଖିଲେ ଅଧିକାରୀ

ବାଲେଶ୍ୱର ଅଫିସ, ୨୦।୬- ବାଲେଶ୍ୱର ଜିଲା ରେମୁଣା ବ୍ଲକ ତୁଣ୍ଡୁରା ପଞ୍ଚାୟତରେ କୋଷ୍ଟ କେନାଲ ଉପରେ ଥିବା ୪୫ବର୍ଷର ପୁରୁଣା ପାଦଚଲା ପୋଲ ଗତ ୧୭...

ରାସ୍ତା ମରାମତି ନ ହେଲେ ଆନ୍ଦୋଳନ : ଚେତାବନୀ ଦେଲା ଯୁବ କଂଗ୍ରେସ

ଜଳେଶ୍ୱର, ୬।୧୨(ସ୍ବ.ପ୍ର./ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ରାଇବଣିଆର ୧୪ଟି ପଞ୍ଚାୟତର ଲାଇଫ ଲାଇନ୍‌ କୁହାଯାଉଥିବା ଜଳେଶ୍ୱର-ଓଲମରା ଶାନ୍ତିପୁର ରୋଡ଼ର ଦୁରବସ୍ଥା ବଦଳୁ ନାହିଁ। ୩ମାସ ପୂର୍ବରୁ ଜିଲାପାଳ ଦେଇଥିବା...

ଥାନା ସମ୍ମୁଖରେ ଚାଲିଥିଲା ନକଲି ମଦ କାରଖାନା

ରୂପ୍‌ସା/ବସ୍ତା,୧୬।୭: ବାଲେଶ୍ୱର ଜିଲା ଓ ବସ୍ତା ଅବକାରୀ ବିଭାଗ ପକ୍ଷରୁ ଅଚାନକ ଚଢ଼ାଉ କରାଯାଇ ଶୁକ୍ରବାର ସିଂଲା ଥାନା ସମ୍ମୁଖ ବଜାରରୁ ଏକ ନକଲି ବିଦେଶୀ...

ଧୂଳିଧୂଆଁରେ ଅସ୍ତବ୍ୟସ୍ତ ଜୁରୁଡ଼ି-ବାମେବାରୀ

ଯୋଡ଼ା, ୧୦।୬(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ଖଣିଜ ଶିଳ୍ପ ସମୃଦ୍ଧ ଜୁରୁଡି ଖଣି ଅଞ୍ଚଳ ଶନିବାର ସମ୍ପୂର୍ଣ୍ଣ ଟ୍ରାଫିକ ଜାମ୍‌ ହୋଇଯାଇଥିଲା। ଏହା ଏବେ...

ନାବାଳିକା ବଳାତ୍କାର ମାମଲା : ଦୋଷୀଙ୍କୁ ୭ ବର୍ଷ ଜେଲ୍‌

ବାଲେଶ୍ୱର ଅଫିସ,୧୭।୧୨-ଏକ ବଳାତ୍କାର ମାମଲାର ବିଚାର କରି ସୋମବାର ବାଲେଶ୍ୱର ସ୍ପେଶାଲ ଟ୍ରାକ୍‌ କୋର୍ଟ କମ୍‌ ଆସିଷ୍ଟାଣ୍ଟ ସେସନ ଜଜ୍‌ ଆରାଧନା ଷଡ଼ଙ୍ଗୀ ଦୋଷୀଙ୍କୁ ୭ବର୍ଷ...

‘ଏଜୁକେଶନ ୱାଲର୍‌ଡ’ ଜାତୀୟ ପତ୍ରିକାରେ ଓଡ଼ିଶାର ୧୦ ମହାବିଦ୍ୟାଳୟ

ବାଲେଶ୍ୱର ଅଫିସ,୧୭ା୪: ଏଜୁକେଶନ ୱାଲର୍‌ଡ ଜାତୀୟ ପତ୍ରିକାରେ ଫକୀରମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ସମେତ ରାଜ୍ୟର ୧୦ ମହାବିଦ୍ୟାଳୟ ସ୍ଥାନ ପାଇଛି। ୨୦୨୨-୨୩ ଶିକ୍ଷାବର୍ଷରେ ଭାରତର ବିଭିନ୍ନ...

Advertisement
Archives

Model This Week