ଛେଳିକୁ ଗିଳିଲା ଅଜଗର

ବନ୍ତଳା,୧୪।୧୦(ଡି.ଏନ୍‌.ଏ.) : ଅନୁଗୋଳ ବନଖଣ୍ଡ ବନ୍ତଳା ରେଞ୍ଜ ତଳଗଡ଼ ପଞ୍ଚାୟତ ରଗୁଡ଼ିଆପଡା ଗ୍ରାମର ଅମରି ଦେହୁରୀଙ୍କର ଛେଳିକୁ ରବିବାର ଅପରାହ୍ନରେ ଏକ ଅଜଗର ଗିଳି ଦେଇଛି। ଖବର ପାଇ ବନ କର୍ମଚାରୀ ଓ ସ୍ଥାନୀୟ ଲୋକମାନେ ପହଞ୍ଚିବା ସମୟରେ ଅଜଗର ସାପ ଛେଳିକୁ ଅଧା ଗିଳି ବାହାର କରିଦେଇଥିଲା। ଏଥିରେ ଛେଳିଟିର ମୃତ୍ୟୁ ଘଟିଛି। ଅମରି ସବୁଦିନ ନିଜର ୨୫ରୁ ୩୦ ଛେଳି ଧରି ଚରାଇବା ପାଇଁ ନିକଟସ୍ଥ ଜଙ୍ଗଲକୁ ଯାଇଥା’ନ୍ତି। ଏଥିରେ ତାଙ୍କର ପରିବାର ପ୍ରତିପୋଷଣ କରିଥା’ନ୍ତି। ସୋମବାର ଅମରି ରେଞ୍ଜ ଅଧିକାରୀଙ୍କ ନିକଟରେ ସହାୟତା ପାଇଁ ନିବେଦନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଟିଆରେ ବୁହାହେଲେ ରୋଗୀ

ବାରିପଦା ଅଫିସ/ କୁଳିଅଣା,୨୬ା୮(ସ୍ବ.ପ୍ର.): ମୟୂରଭଞ୍ଜ ଜିଲା କୁଳିଅଣା ବ୍ଳକ ମାରାଙ୍ଗତାଣ୍ଡି ପଞ୍ଚାୟତ ଅନ୍ତର୍ଗତ ଜିଆଣି ସାହି(ପଳାଶବଣି) ଗ୍ରାମର ଜଣେ ରୋଗୀଙ୍କୁ ଗ୍ରାମବାସୀ ଖଟିଆରେ ବୋହି ନାଳ...

ଆରମ୍ଭରୁ ହାତ ଟେକିଲେଣି

ଯୋଡ଼ା,୩୦।୧୧(ଡି.ଏନ୍‌.ଏ.) ଚଳିତବର୍ଷ ମାର୍ଚ୍ଚରେ ଶେଷ ହୋଇଥିବା ରାଜ୍ୟର ବିଭିନ୍ନ ଖଣିମଣ୍ଡଳର ୧୭ଟି ଲୁହାପଥର ଖଣି ପାଇଁ ୨୦୧୯ ଶେଷ ଭାଗରେ ନିଲାମ ଡକାଯାଇଥିଲା। ସେଥିମଧ୍ୟରୁ ଯୋଡ଼ା...

ନୀଳଗିରିରେ ନରବଳି ଉଦ୍ୟମ

ନୀଳଗିରି,୭ା୭(ପ୍ରଶାନ୍ତ ବିଶ୍ୱାଳ):ବାଲେଶ୍ୱର ଜିଲା ନୀଳଗିରି ଥାନା ଅଧୀନ ଧୋବଶିଳା ପଞ୍ଚାୟତର କଇଁଫୁଲିଆରେ ନିଛାଟିଆ ରାସ୍ତାରୁ ଜଣେ ଯୁବକଙ୍କୁୁ ଟେକି ନେଇ ନରବଳି ଉଦ୍ୟମ କରାଯିବା ଘଟଣା...

କେନ୍ଦୁଝର ଜିଲାପାଳ ଆଶ୍ୱସ୍ତ

କଟକ ଅଫିସ/କେନ୍ଦୁଝର,୧୯ା୪(ସ୍ବ.ପ୍ର.):ବିଭିନ୍ନ ଜନଜାତିଙ୍କ ବ୍ୟକ୍ତିଗତ ତଥା ସାମୂହିକ କେସ୍‌ର ୮ଟି ମାମଲାରେ ଜାତୀୟ ଅନୁସୂଚିତ ଜନଜାତି (ଏସ୍‌ଟି) କମିଶନଙ୍କ ନିକଟରେ କେନ୍ଦୁଝର ଜିଲାପାଳ ଆଶିଷ ଠାକ୍‌ରେ...

୧୦୩୪କେଜି ଭାଙ୍ଗ ଜବତ, ଡ୍ରାଇଭର ଗିରଫ

ଆର.ଉଦୟଗିରି,୨୩ା୫(ଡି.ଏନ.ଏ.)- ମୋହନା ଥାନା ଅନ୍ତର୍ଗତ ମୋହନାଠାରୁ ବଡଗଡ଼ ଯିବା ରାସ୍ତା କେନ୍ଦୁପଦା ଛକରେ ମୋହନା ପୋଲିସ ପାଟ୍ରୋଲିଂ କରିବା ସମୟରେ ଏକ ଟାଟା ଏସିଇ (ନଂ...

ଗାଁକୁ ଫେରିଲେ ଗୋଟିଏ ପରିବାର

ପିପିଲି,୯।୯(ଡି.ଏନ୍‌.ଏ.): ପିପିଲି ବ୍ଲକ ଅନ୍ତର୍ଗତ ଚନ୍ଦ୍ରାଦେଇପୁର ବ୍ରାହ୍ମଣଶାସନ ଗ୍ରାମରେ ନାଲି ପିମ୍ପୁଡ଼ି ଆତଙ୍କରେ ୩ ପରିବାର ଗାଁ ଛାଡିଥିଲେ। ସେଥିମଧ୍ୟରୁ ଗୁରୁବାର ଗୋଟେ ପରିବାର ଗ୍ରାମକୁ...

ସନ୍ତୁଳିତ ଜୀବନଯାପନ ଉଚ୍ଚ ରକ୍ତଚାପକୁ ଦୂର କରିପାରିବ

ସୋନପୁର,୧୮।୫(ନି.ପ୍ର.) ସୁବର୍ଣ୍ଣପୁର ଜିଲା ମୁଖ୍ୟ ଚିକିତ୍ସାଳୟ ପରିସରରେ ବିଶ୍ୱ ଉଚ୍ଚ ରକ୍ତଚାପ ଦିବସ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ ଜିଲା ତାଲିମ କେନ୍ଦ୍ରଠାରେ ଅନୁଷ୍ଠିତ...

ପାଣି ନ ପଡ଼ିଲେ ଧୂଳି, ପାଣି ପଡ଼ିଲେ ଦୁର୍ଘଟଣା

ଯୋଡା,୧୭।୧(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ମଧ୍ୟ ଦେଇ ରାଜ୍ୟ ରାଜପଥ ନଂ.୨ରେ ନିର୍ମାଣାଧୀନ ଫ୍ଲାଏ ଓଭର କାର୍ଯ୍ୟ ଚାଲିଛି। ତେବେ ସହରରେ ଥିବା ସର୍ଭିସ...

Advertisement
Archives

Model This Week