ଛେଳି ଖାଇବାକୁ ଆସିଥିବା ୧୪ ଫୁଟର ଅହିରାଜ ଉଦ୍ଧାର, ଜଙ୍ଗଲରେ ଛାଡ଼ିଲା ବନବିଭାଗ

ପାଟଣା,୨୨ା୮(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ଡୁମୁରିଆ ପଞ୍ଚାୟତ ତଣ୍ଡ ଗ୍ରାମ ମଝିସାହିର ପ୍ରଭାକର ବେହେରାଙ୍କ ଘରୁ ୧୪ ଫୁଟ ଲମ୍ବର ଏକ ଅହିରାଜକୁ ଗୁରୁବାର ବନ ବିଭାଗ ଉଦ୍ଧାର କରିଛି। ପରେ ସାପଟିକୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ଛାଡ଼ି ଦିଆଯାଇଛି। ସାପଟି ଜଙ୍ଗଲରୁ ଖାଦ୍ୟ ଅନ୍ବେଷଣରେ ଗ୍ରାମକୁ ଚାଲି ଆସିଥିଲା। ତେବେ ପ୍ରଭାକରଙ୍କ ଛେଳି ଗୁହାଳେ ଏହା ପଶିଥିବା ବେଳେ ଧରାପଡ଼ିଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ୱାରାଣ୍ଟାଇନ୍‌ ସେଣ୍ଟର ପରିଦର୍ଶନ କଲେ ଜିଲାପାଳ

ନିଶ୍ଚିନ୍ତକୋଇଲି,୨୯ା୪(ସ୍ବ.ପ୍ର.) : ବାହାର ରାଜ୍ୟରେ ଥିବା ପ୍ରବାସୀ ଓଡ଼ିଆଙ୍କ ପାଇଁ ସରକାର ସହାନୁଭୂତି ଦେଖାଇଛନ୍ତି। ସେମାନଙ୍କୁ ନିଜ ରାଜ୍ୟକୁ ଫେରାଇ ଆଣିବା ସହ ସ୍ବତନ୍ତ୍ର କ୍ୱାରାଣ୍ଟାଇନ୍‌ରେ...

ଗଞ୍ଜେଇ ମାଫିଆ ଗିରଫ, ୩ଲକ୍ଷ ୩୦ ହଜାର ଜବତ

ଜୟପୁର, ୧୪।୧୧ (ଡି.ଏନ୍‌.ଏ.) କୋରାପୁଟ ଜିଲା ଜୟପୁର ସଦର ଥାନା ପୋଲିସ ଶୁକ୍ରବାର ବିଳମ୍ବିତ ରାତିରେ ଗଞ୍ଜେଇ ମାଫିଆ ଇମ୍ରାନ ଖାଁ ଓରଫ ରାଜା(୨୪)ଙ୍କୁ ବୋରିଗୁମ୍ମା...

ଜେସିବି ଲଗାଇ ବାଲି ଲୁଟୁଛନ୍ତି ଚୋର

ଭଣ୍ଡାରିପୋଖରୀ, ୧୬ା୧୦(ଡି.ଏନ୍‌.ଏ.)- ଭଦ୍ରକ ଜିଲା ଭଣ୍ଡାରିପୋଖରୀ ତହସିଲ ଅଧୀନ ବୈତରଣୀ ନଦୀ ଗର୍ଭରୁ ବାଲି ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ମଣିନାଥପୁର, ମୁଢାପଦା, ବାଲିପୋଖରୀ...

ଡ. ଇତି ସାମନ୍ତ ହେଲେ ‘ୱାଜା ଓଡ଼ିଶା’ ଅଧ୍ୟକ୍ଷା

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଲେଖକ-ସାମ୍ବାଦିକଙ୍କ ପ୍ରଥମ ଜାତୀୟ ସ୍ତରୀୟ ମିଳିତ ମଞ୍ଚ ‘ରାଇଟର୍ସ ଆଣ୍ଡ୍‌ ଜର୍ନାଲିଷ୍ଟ ଆସୋସିଏଶନ୍‌ ଅଫ୍‌ ଇଣ୍ଡିଆ (ଓ୍ବାଜା ଇଣ୍ଡିଆ)’ର ଓଡ଼ିଶା ପ୍ରଦେଶ ଅଧ୍ୟକ୍ଷା ଭାବେ...

୩୪ଲକ୍ଷ ଚାଷୀଙ୍କୁ ୬୯୩.୯୪କୋଟି

ଭୁବନେଶ୍ୱର, ୨ା୪(ବ୍ୟୁରୋ):୨୦୨୧-୨୨ ଆର୍ଥିକ ବର୍ଷର ପ୍ରଥମ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚାଷୀ କଲ୍ୟାଣ କାର୍ଯ୍ୟକ୍ରମ ଅନ୍ତର୍ଗତ ‘କାଳିଆ’ ଯୋଜନାରେ ୪ର୍ଥ ପର୍ଯ୍ୟାୟ ଅର୍ଥ ପ୍ରଦାନ...

ସାଙ୍ଗକୁ ରଙ୍ଗ ମାରିବାକୁ ଯାଇଥିବାବେଳେ ଦୁର୍ଘଟଣା: ୩ ମୃତ

ଢେଙ୍କାନାଳ ଅଫିସ୍, ୧୦ା୩- ହୋଲିରେ ସାଙ୍ଗକୁ ରଙ୍ଗ ମାରିବାକୁ ଯାଉଥିବାବେଳେ ଦୁର୍ଘଟଣାରେ ୩ ଯୁବକଙ୍କ ମୃତ୍ୟୁ ଘଟିଛି ।ଢେଙ୍କାନାଳ ଜିଲା କପିଳାସ ରାସ୍ତାର ଛଣବୋଲୁଅ ନିକଟରେ...

ମହିଳାଙ୍କ ଫୋନ୍‌ ପେ’ରୁ ୩ଲକ୍ଷ ୫୦ହଜାର ଲୁଟ୍‌

ସୋର, ୩।୧୦(ଡି.ଏନ.ଏ.)-ଜଣେ ମହିଳାଙ୍କ ଫୋନ୍‌ ପେରୁ ୩ଲକ୍ଷ ୫୦ହଜାର ଟଙ୍କା ଲୁଟ୍‌ ହୋଇଥିବା ନେଇ ଶୁକ୍ରବାର ସୋର ଥାନାରେ ଅଭିଯୋଗ ହୋଇଛି। ବାହାନଗା ବ୍ଲକ ଅଧୀନ...

୫୦ ପ୍ରତିଶତ କର୍ମଚାରୀରେ ଚାଲିବ ହାଇକୋର୍ଟ ଅଫିସ୍‌

କଟକ ଅଫିସ,୩ା୭: ହାଇକୋର୍ଟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ରୋଷ୍ଟର ବ୍ୟବସ୍ଥା ବ୍ୟବସ୍ଥା ଅନୁଯାୟୀ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ପରବର୍ତ୍ତୀ ନିର୍ଦ୍ଦେଶ...

Advertisement


Archives

Model This Week