ଛେଳି ଗିଳିବାକୁ ଆସି ଜାଲରେ ଫସିଲା ଅଜଗର

ଉଦଳା,୧୨ା୧୦(ଡି.ଏନ୍‌.ଏ.)- ମୟୂରଭଞ୍ଜ ଜିଲା ଉଦଳା ବନାଞ୍ଚଳ ଅଧୀନ ଚନ୍ଦ୍ରପୁର ଗ୍ରାମରୁ ଶୁକ୍ରବାର ଏକ ସାଢେ ୮ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଗ୍ରାମରେ ଥିବା ଚାଷଜମି ନିକଟରେ ଏକ ଛେଳିକୁ ଗିଳିବା ନିମନ୍ତେ ଅଜଗରଟି ପିଛା କରୁଥିବା ବେଳେ ଏକ ଜାଲରେ ଛନ୍ଦି ହୋଇ ପଡ଼ିଥିଲା। ସ୍ଥାନୀୟ ଲୋକେ ଏହା ଦେଖି ଉଦଳା ବନବିଭାଗକୁ ଖବର ଦେଇଥିଲେ। ଉଦଳା ବନବିଭାଗର ଫରେଷ୍ଟର ଆଶିଷ ବେହେରାଙ୍କ ସହିତ ବନ କର୍ମଚାରୀ, ସ୍ନେକ ଲାଇଫ ଲାଇନର ସଦସ୍ୟ ଅଭିଜିତ୍‌ ବେହେରା ଓ ସତ୍ୟବ୍ରତ ବିନ୍ଧାଣି ଘଟଣାସ୍ଥଳରେ ପହଞ୍ଚି ଜାଲ ଭିତରୁ ସାପଟିକୁ ଅକ୍ଷତ ଅବସ୍ଥାରେ ଉଦ୍ଧାର କରିଥିଲେ। ଉଦ୍ଧାର ସାପଟିକୁ ଶିମିଳିପାଳ ଜଙ୍ଗଲରେ ଛାଡି ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅପରାଧ ଚେର ମୁର୍ଶିଦାବାଦରୁ ମୟୂରଭଞ୍ଜ

ବାରିପଦା ଅଫିସ, ୧ା୧୧:ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଚୋରି, ଡକାୟତି, ଛିନତାଇ, ବଳାତ୍କାର ଓ ଠକେଇ ଭଳି ଅପରାଧ ବଢ଼ିବାରେ ଲାଗିଛି। ଅପରାଧର କାର୍ପଟଦାର ସାଜିଛନ୍ତି...

ଦୋକାନ ବନ୍ଦ କଲା ପ୍ରଶାସନ

ବାରିପଦା ଅଫିସ, ୨୬ା୪- ସମସ୍ତ ଦୋକାନ ଖୋଲିବା ଗୁଜବ ପ୍ରଚାର ହେବା ପରେ ଶନିବାର ମୟୂରଭଞ୍ଜ ଜିଲା ବାରିପଦା ସହରରେ କେତେକ ଦୋକାନ ଖୋଲିଥିଲା। ଖବରପାଇ...

ମ୍ୟୁନିସିପାଲଟି କାର୍ଯ୍ୟଳୟରେ ଭିଜିଲାନ୍ସ ଚଢ଼ାଉ

ବାରିପଦା ଅଫିସ, ୧୫।୨: ମୟୂରଭଞ୍ଜ ଜିଲା ବାରିପଦା ମ୍ୟୁନିସିପାଲଟି କାର୍ଯ୍ୟଳୟରେ ମଙ୍ଗଳବାର ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ ଜାରି ରହିଛି। ମ୍ୟୁନିସିପାଲଟି ଅଧୀନରେ ଥିବା ସମସ୍ତ...

ପଣ୍ଡିତ ରଘୁନାଥ ମୁର୍ମୁଙ୍କୁ ଭାରତରତ୍ନ ପ୍ରଦାନ ଦାବି

ବାରିପଦା ଅଫିସ, ୭ା୫- ମୟୂରଭଞ୍ଜ ଆଦିବାସୀ ଛାତ୍ର ସଂଗଠନ ମାସା ଆର୍ମୀ ପକ୍ଷରୁ ବାରିପଦା ନିକଟସ୍ଥ ସୋଡ଼ଇମଠାରେ ସାନ୍ତାଳୀ ଭାଷା ଅଲ୍‌ଚିକି ଲିପିର ସ୍ରଷ୍ଟା ପଣ୍ଡିତ...

ଧାନ ଚାଷ ଉଜାଡ଼ିଲେ ହାତୀପଲ

କୁଆମରା,୫ା୧୧(ଡି.ଏନ୍‌.ଏ.)- ନୀଳଗିରି ରେଞ୍ଜ ଅଧୀନ କୁଲଡିହା ଜଙ୍ଗଲରୁ ୬ ଦିନ ହେଲା ଦନ୍ତା ସମେତ ମୋଟ ସାତଟି ହାତୀ ବାଟବଣା ହୋଇ କୁଆମରା ଫରେଷ୍ଟ ଅଞ୍ଚଳରେ...

ଦମ୍ପତି ଦୁଇଟି ଘର ହାତେଇବା ଘଟଣା:  ନିଲମ୍ବିତ ହେଲେ ପିଇଓ

ନୀଳଗିରି, ୨୧।୮(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଦୁଇଟି ଘରକୁ ଏକ ଦମ୍ପତି ହାତେଇବା ଘଟଣା ନେଇ ବାଲେଶ୍ୱର ଜିଲାପାଳଙ୍କଠାରେ...

ଭାବବିହ୍ବଳ ହେଲେ ରାଷ୍ଟ୍ରପତି

ବାରିପଦା ଅଫିସ,୫ା୫: ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଗୁରୁବାର ପ୍ରଥମ ଥର ପାଇଁ ଜନ୍ମ ମାଟିକୁ ଆସିଥିବା ଦ୍ରୌପଦୀ ମୁର୍ମୁ ଭାବବିହ୍ବଳ ହୋଇ ପଡ଼ିଥିଲେ।...

ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ

ଠାକୁରମୁଣ୍ଡା,୧୨ା୧୨(ଡି.ଏନ୍‌.ଏ.): ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା ବ୍ଲକ କେନ୍ଦୁଜିଆଣି ପଞ୍ଚାୟତ ଢ଼ିପାସାହିଠାରେ ଥିବା ସ୍ବାଧୀନତା ସଂଗ୍ରାମୀ ତଥା ଆଦିବାସୀ ନେତା ବିର୍ସା ମୁଣ୍ଡାଙ୍କ ପ୍ରତିମୂର୍ତ୍ତିକୁ କେହି ଦୁର୍ଦୃତ୍ତ...

Advertisement
Archives

Model This Week